No Image

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ

25 October 2024 kanika odisha 0

କେନ୍ଦ୍ରାପଡ଼ା ୨୫/୧୦-ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। […]

ବାତ୍ୟା ‘ଦାନା’କୁନେଇ ସହର ଶୂନଶାନ, ବିଦ୍ୟୁତ ସରବରାହ ବାଧାପ୍ରାପ୍ତ

25 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୪/୧୦ -ବେଳକୁ ବେଳ ଭୟଙ୍କର ରୂପନେଇ ଦାନା ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଗୁରୁବାର ରାତିରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା କେନ୍ଦ୍ରାପଡା ଜିଲା […]

ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

24 October 2024 kanika odisha 0

କେନ୍ଦ୍ରାପଡା, ୨୪ା୧୦: ଆଜି ପୂର୍ବାହ୍ନ ୧୧.୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ନିମନ୍ତେ ନିଆଯାଇଥିବା ଆଗୁଆ ପଦକ୍ଷେପ ବିଷୟରେ ଆଭାସୀ ମାଧ୍ୟମରେ ସମୀକ୍ଷା କରିଛନ୍ତି । କେନ୍ଦ୍ରାପଡ଼ା […]

ସମୁଦ୍ରରେ କମୁଛି ଗତି, ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ ମାଡ଼ି ଆସିଛି ବାତ୍ୟା

24 October 2024 kanika odisha 0

ଭୁବନେଶ୍ୱର୨୪/୧୦-ଧିରେ ଧିରେ ସ୍ଥଳଭାବର ନିକଟତର ହେଉଛି ବାତ୍ୟା ‘ଦାନା’ । ତେବେ ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ବାତ୍ୟାର ଗତି ମନ୍ଥର ହେବାରେ ଲାଗିଛି । ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି […]

ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

24 October 2024 kanika odisha 0

ଭୁବନେଶ୍ୱର,୨୪।୧୦:-ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ ବେଳେ […]

No Image

ବାତ୍ୟା ‘ଦାନା’ ଆଉ ୧୮୦ କିମି ଦୂରରେ , ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ, ତାଳଚୁଆରେ ଲ୍ୟାଣ୍ଡ କରିପାରେ

24 October 2024 kanika odisha 0

ଭୁବନେଶ୍ୱର,୨୪।୧୦- ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି […]

ପଟ୍ଟାମୁଣ୍ଡାଇରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ବିଧାୟକ

24 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୩/୧୦ -ସମ୍ଭାବ୍ୟ ବାତ୍ୟା “ଦାନା ଭିତରକନିକା ଠାରେ ଲ୍ୟାଣ୍ଡ ଫଲ କରିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରିବା ପରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ଆଶା ଆଶଙ୍କା ଓ ଭୟ ସୃଷ୍ଟି […]

ଆଜି ରାତିରେ ତାଣ୍ଡବ କରିବ ବାତ୍ୟା ‘ଦାନା’ : ସ୍ଥଳ ଭାଗ ଛୁଇଁଲା ‘ଦାନା’ର ବାହ୍ୟ ବଳୟ ,ବାତ୍ୟା ପ୍ରଭାବରେ ଉପକୂଳରେ ବର୍ଷା ଆରମ୍ଭ

24 October 2024 kanika odisha 0

ଆଜି ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ ଭିତରକନିକା-ଢାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ ପବନର ବେଗ ୧୦୦ ରୁ ୧୨୦ କିମି ରହିବ ଆଜିଠାରୁ ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା ଆଶଙ୍କା କିଛି ସ୍ଥାନରେ […]

ବାତ୍ୟା ‘ଦାନା’ ପ୍ରଭାବିତଙ୍କୁ ସହାୟତା ପାଇଁ ହେଲ୍ପଲାଇନ ଜାରି କଲା ବିଜେଡି

24 October 2024 kanika odisha 0

ଭୁବନେଶ୍ୱର, ୨୩ା୧୦-ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ନେଇ ଜନମାନସରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ […]

ଓଏଏସ କୃତକାର୍ଯ୍ୟ ଅବିନାଶଙ୍କୁ ମହାକାଳପଡ଼ା ବିକାଶ ମଞ୍ଚର ଅଭିନନ୍ଦନ

23 October 2024 kanika odisha 0

କେନ୍ଦ୍ରାପଡା ୨୩ା୧୦- ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ୧୧୦ କ୍ରମରେ ରହି ସଫଳତା ଅର୍ଜ୍ଜୁନ କରିଥିବା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଦଧିପୁର ଗ୍ରାମର ଅବିନାଶ ରାଉତରାୟଙ୍କୁ ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ଅଭିନନ୍ଦନ ଜ୍ଞାପନ […]

ଘଡିକେ ଘଡି ତାଜୁବ୍ କରୁଛି ବାତ୍ୟା ଦାନା ବଦଳିବ କି ଦିଗ!

22 October 2024 kanika odisha 0

Cyclone Alert: ଓଡ଼ିଶା ଆଡକୁ ମାଡି ଆସୁଥିବା ଭୀଷଣ ବାତ୍ୟା ଦାନା ଏବେ ସକ୍ରିୟ ହେଉଛି । ଆସନ୍ତାକାଲି ଅର୍ଥାତ୍ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ […]

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତୟାର, ୧୦ ବାତ୍ୟା ଆଶ୍ରୟସ୍ଥଳୀ ଓ୨୫ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ

22 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୨୧/୧୦-ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । ଅସୁରକ୍ଷିତ ଅବସ୍ଥାରେ ଥିବା ଲୋକ ମାନଙ୍କୁ ସ୍ଥାୟୀ ବାତ୍ୟା ଆଶ୍ରୟ […]

ବାତ୍ୟା ପ୍ରସ୍ତୁତି, ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଧିକାରୀଙ୍କୁ ଜିଲ୍ଲା ଦାୟୀତ୍ୱ

22 October 2024 kanika odisha 0

କେନ୍ଦ୍ରାପଡ଼ା, ୨୨ା୧୦: ବାତ୍ୟା ‘ଦାନା’ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି, ଉଦ୍ଧାର ଏବଂ ରିଲିଫ ପ୍ରଦାନ ପ୍ରଭୃତି କାର୍ଯ୍ୟକୁ ତଦାରଖ କରିବା ପାଇଁ ପର୍ଯ୍ୟଟନ ବିଭାଗ […]

ସମ୍ଭାବ୍ୟ ବାତ୍ୟା ନିମନ୍ତେ ଜିଲ୍ଲାପ୍ରଶାସନ ପ୍ରସ୍ତୁତ: ଜିଲ୍ଲାପାଳ

22 October 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୧୦: ଆଇଏମ୍‌ଡିର ସତର୍କ ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ଓ ବାତ୍ୟା ଜନିତ କ୍ଷୟକ୍ଷତି ଆଶଙ୍କା ସୃଷ୍ଟି କରିଛି। ରାଜ୍ୟ […]

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ପୂଜା ଓ ମେଲଣ ଉତ୍ସବ ପାଇଁ ଜରୁରୀ ବୈଠକ

22 October 2024 kanika odisha 0

କେନ୍ଦ୍ରାପଡ଼ା,୨୨ା୧୦: କେନ୍ଦ୍ରାପଡା ସହରରେ ଚଳିତ ବର୍ଷ ପାଇଁ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଓ ଭଷାଣୀ ଉତ୍ସବ ଶାନ୍ତି ଓ ଶୃଙ୍ଖଳାର ସହିତ ପାଳନ କରାଯିବା ନିମନ୍ତେ ସମସ୍ତ ମେଢ କମିଟିର ସଭାପତି, ସମ୍ପାଦକ ଓ […]

ବିଜେଡି ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ସ୍ଥଗିତ ପାଇଁ ବୈଠକ

22 October 2024 kanika odisha 0

କେନ୍ଦ୍ରାପଡା,୨୨/୧୦: ଆଜି ଗରାପୁରସ୍ଥିତ ବିଜେଡ଼ି କାର୍ଯ୍ୟାଳୟରେ କେନ୍ଦ୍ରପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୬ନଂ ଜୋନ୍ ଓ ୮ନଂ ଜୋନର ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ବିଧାୟକ ଗଣେଶ୍ୱର […]

ବାତ୍ୟା ଦାନା ବଙ୍ଗୋପସାଗରରେ ଶକ୍ତି ଜୁଟାଇ ଲଘୁଚାପ ହୋଇ ପଶ୍ଚିମ ଉତର ପଶ୍ଚିମ ଦିଗରେ ମାଡ଼ି ଆସୁଛି।

21 October 2024 kanika odisha 0

ଭୁବନେଶ୍ୱର: ବାତ୍ୟା ଦାନା ବଙ୍ଗୋପସାଗରରେ ଶକ୍ତି ଜୁଟାଇ ଲଘୁଚାପ ହୋଇ ପଶ୍ଚିମ ଉତର ପଶ୍ଚିମ ଦିଗରେ ମାଡ଼ି ଆସୁଛି। ୨୨ ସକାଳୁ ଅବପାତ, ସନ୍ଧ୍ୟାରେ ଗଭୀର ଅବପାତରେ ପରିଣତ ହେବ। ୨୩ ସକାଳୁ ବାତ୍ୟାର […]

ଗୁଣ୍ଠି ଗାଁ ପୁଅ ଚନ୍ଦନ ଦାସ ଓଏଏସ ପାଇଲେ

21 October 2024 kanika odisha 0

ପଟ୍ଟାମୁଣ୍ଡାଇ : ତା-୨୧/୧୦ପଟ୍ଟାମୁଣ୍ଡାଇ ବ୍ଲକର ସଂସାରଫଳ ପଞ୍ଚାୟତ ଗୁଣ୍ଠି ଗାଁର ଚନ୍ଦନ ଦାସ ସଦ୍ୟ ପ୍ରକାଶିତ ଓଡିଶା ପ୍ରଶାସନିକ ସେଵା ଫଳାଫଳ ତାଲିକାର ୪୫୫ନମ୍ବର ସ୍ଥାନ ହାସଲ କରି ନିଜ ଗ୍ରାମ ଗୁଣ୍ଠି ତଥା […]

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନିକ ପ୍ରସ୍ତୁତି ଜୋରଦାର , ଅତ୍ୟାବଶ୍ୟକ ସାମଗ୍ରୀ କଳା ବଜାର ଉପରେ କଡା ନଜର

21 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୧/୧୦ -ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏ ଦିଗରେ ଜିଲ୍ଲାର […]

ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ନିର୍ବାଚନ

21 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୧/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ସଂଘ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପତିତପାବନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ବିଜୟ ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ପୂର୍ବତନ ଜିଲ୍ଲା ଉପସଭାପତି […]

ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ତୁଳସୀ […]

କେନ୍ଦ୍ରାପଡାରେ ୬୫ତମ ପୋଲିସ ସହିଦ ଦିବସ ପାଳିତ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୧୦ : କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ସୋମବାର ୬୫ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ସହିଦ୍‌ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି […]

ଷଷ୍ଠ ଦିନରେ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ମା’ଙ୍କ ଦର୍ଶନ ସହ ଠୁଙ୍କାପୁରୀ ମଜା ନେଲେ ଦର୍ଶକ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜାର ସୋମବାର ଥିଲା ଷଷ୍ଠ ଦିବସ। ଆଗକୁ ବାତ୍ୟାର ସମ୍ଭାବନା ଥିବାରୁ ପ୍ରବଳ ଭିଡ଼ ହୋଇଥିଲା। ଦୁହୁରିଆ ପାଖରୁ ଭିଡ଼ ଆରମ୍ଭ ହୋଇ ଯାଇଥିଲା। ଦୁହରିଆ ବଜାର କମିଟି […]