ନୂପୁର ଡ୍ୟାନ୍ସ ଏକାଡେମୀ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ

21 October 2024 kanika odisha 0

କେନ୍ଦ୍ରାପଡ଼ା,୨୧/୧୦- ପବିତ୍ର ଗଜଲଷ୍ମୀ ପୂଜାର ୫ମ ସନ୍ଧ୍ୟାରେ ସ୍ଥାନୀୟ ପୁରୁଣା ବସ୍‌ଷ୍ଟାଣ୍ଡସ୍ଥିତ ମା’ ଗଜଲଷ୍ମୀ ପୂଜା କମିଟି ଆମନ୍ତ୍ରଣ କ୍ରମେ କେନ୍ଦ୍ରାପଡ଼ାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ “ନୂପୁର ଡ୍ୟାନ୍ସ ଏକାଡେମୀ’ ତରଫରୁ ଚିତ୍ତାକର୍ଷକ ମନୋରଞ୍ଜନ […]

ପୋଖରୀଆପଡା ଗାଁ ପୁଅ ସୁନୀଲ ଓଏଏସ ପାଇ ପୌରାଂଚଳ ପାଇଁ ଗୌରବ ଆଣିଲେ

21 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୧/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆପଡା ଗାଁ ପୁଅ ସୁନୀଲ ସ୍ୱାଇଁ ଓଏଏସ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପିତା ସନତ ସ୍ୱାଇଁ (ବୁଢ଼ା )ଜଣେ ବ୍ୟବସାୟୀ ହୋଇଥିବାବେଳେ […]

ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପାଇଁ ପ୍ରସ୍ତୁତି ବୈଠକ

21 October 2024 kanika odisha 0

କେନ୍ଦ୍ରାପଡା,୨୧/୧୦: ଆଜି ଗରାପୁର ବିଜେଡ଼ି କାର୍ଯ୍ୟାଳୟରେ ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ୫ନଂ ଜୋନ୍‌ର […]

ବଳଦେବ ହାଇସ୍କୁଲର ୧୯୭୭ବ୍ୟାଚ ଗୁରୁ ପୂଜନ

20 October 2024 kanika odisha 0

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡା ବଳଦେବ ହାଇସ୍କୁଲର ୧୯୭୭ମାଟ୍ରିକ ବ୍ୟାଚ ପକ୍ଷରୁ ଏକ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅଙ୍ଗୁଳାଇସ୍ଥିତ ପିଏନଏସ ଯାନ୍ତ୍ରିକ ବୈଷୟିକ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ଉତ୍ସବରେ […]

ଓମ୍‌ସାର ସଭାପତି ହେଲେ ଡା. କିଶୋର ମିଶ୍ର ସଞ୍ଜିତ ପୂର୍ବ ଜୋନ୍ ଯୁଗ୍ମ ସମ୍ପାଦକ, ନୃପେନ କାର୍ଯ୍ୟକାରୀ କମିଟି ସଦସ୍ୟ

20 October 2024 kanika odisha 0

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. କିଶୋର ଚନ୍ଦ୍ର ମିଶ୍ର ଓମ୍‌ସାର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସଭାପତି ପଦ ପାଇଁ ମୋଟ୍ […]

ନରସିଂହପୁରରେ ମହା ଆଡ଼ମ୍ବରରେ ଚାଲିଛି ମାଆ ଗଜଲକ୍ଷ୍ମୀ ପୂଜା

20 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୦/୧୦ -ପଟ୍ଟାମୁଣ୍ଡାଇ ବ୍ଲକର ନରସିଂହପୁର ଠାରେ ବହୁ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗଜଲଷ୍ମୀ ପୂଜା ଅନୁଷ୍ଠିତ ହେଉଛି । ନରସିଂହପୁର ଗଜଲକ୍ଷ୍ମ ପୂଜା କମିଟି ଆନୁକୂଲ୍ୟରେ ଦୀର୍ଘ ବର୍ଷ ହେବ ସେଠାରେ ଗଜଲକ୍ଷ୍ମୀ […]

ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗ ସଫଳତା

20 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୦/୧୦  ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ +୩ ଗଣିତ ଶେଷ ବର୍ଷ ପରୀକ୍ଷା ଫଳ ମେଧା ତାଲିକାରେ ଥିବା ପ୍ରଥମ ୧୦ଜଣଙ୍କ ମଧ୍ୟରେ ପଟ୍ଟାମୁଣ୍ଡାଇ କଲେଜର ସୁନିତା କର ୫ମ ସ୍ଥାନ ଅଧିକାର […]

ପଟ୍ଟାମୁଣ୍ଡାଇ ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇଲେ

20 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୦/୧୦ – ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌‌) ପରୀକ୍ଷାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ  ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ […]

ମାଇଁ ଏନ୍‌ସିସି ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

20 October 2024 kanika odisha 0

କେନ୍ଦ୍ରାପଡ଼ା,୨୦ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ‘ମାଇ ଏନ୍‌ସିସି ଆଲୁମିନି ଆସୋସିଏସନ’କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଥିବା ଆନ୍ତଃଜିଲ୍ଲା ମେଗା ପ୍ରତିଯୋଗିତା ପାଇଁ ଏକ ପ୍ରାକ୍ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ମହାବିଦ୍ୟାଳୟ […]

ସାମାନ୍ୟ ବର୍ଷାପବନରେ ୮ ଘଣ୍ଟା ବିଦ୍ୟୁତ୍‌ କାଟ :  ବାତ୍ୟା ହେଲେ କେତେ ଦିନ ?

19 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୯/୧୦-ସାମାନ୍ୟ ବର୍ଷା ପବନ ଯୋଗୁ ପଟ୍ଟାମୁଣ୍ଡାଇ ସହରରେ ୬ରୁ ୮ ଘଣ୍ଟା ଧରି ଲାଇନ୍‌ ଚାଲିଯାଇଛି। ସହର ଠାରୁ ଉପକଣ୍ଠ ଅବସ୍ଥା ଆହୁରି ଭୟଙ୍କର। ସାମାନ୍ୟ ବର୍ଷାରେ ଯଦି ଏମିତି, ତେବେ ବାତ୍ୟା […]

ଧନଦାତ୍ରୀ ଗଜଲକ୍ଷ୍ମୀ ପୂଜା ଯୋଗୁଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର

18 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୦–ଶାରଦୀୟ ଦୂର୍ଗା ପୂଜା ଉତ୍ସବ ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଓ ସଂସ୍କୃତି ଓ ପରମ୍ପରାର ମୁକସାକୀ ହୋଇଥିଲେ ମଧ୍ୟ ବିଗତ କେତେବର୍ଷ ହେବ ମା ଧନଦାତ୍ରୀ ଗଜଲଷ୍ମୀଙ୍କ ପୂଜା ଉତ୍ସବ ଆରମ୍ଭ […]

ଏମ ଏନ ହାଇସ୍କୁଲରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଆଲୋଚନାଚକ୍ର

18 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୮/୧୦-କେନ୍ଦ୍ରାପଡ଼ା ଜିଲା ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ ଦର୍ଶନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୂର୍ଯ୍ୟ କୁମାର ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି କବି […]

କର୍କଟ ପିଡିତାଙ୍କୁ ସହଯୋଗର ହାତ ବଢାଇଲା ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ

18 October 2024 kanika odisha 0

କେନ୍ଦ୍ରାପଡ଼ା, ୧୮ା୧୦: ଜଣେ କର୍କଟ ପିଡିତା ମହିଳାଙ୍କୁ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ଆର୍ଥିକ ସହଯୋଗର ହାତ ବଢାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ତଥା ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ […]

କୁମାର ଉତ୍ସବରେ ନୃତ୍ୟ ଓ ସଙ୍ଗୀତରେ ସଭିଏଁ ବିଭୋର

18 October 2024 kanika odisha 0

କେନ୍ଦ୍ରାପଡା, ୧୮ା୧୦: ପବିତ୍ର କୁମାର ପୂର୍ଣ୍ଣିମା ଉପଲକ୍ଷେ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ କୁମାର ଉତ୍ସବ-୨୦୨୪ ମହାସମାରୋହରେ […]

କନକମଞ୍ଜରୀ ଦେବୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

17 October 2024 kanika odisha 0

କେନ୍ଦ୍ରାପଡା,୧୫ା୧୦: ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବସନ୍ତ କୁମାର ପତିଙ୍କ ଧର୍ମପତ୍ନୀ ଧର୍ମପରାୟଣା ମହିଳା କନକ ମଞ୍ଜରୀ ଦେବୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ମହିପାଳସ୍ଥିତ ବାସଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ଟ୍ୟାକ୍ସ ଆପିଲ ଟ୍ରିବ୍ୟୁନାଲ […]

ପୁନର୍ବାସ ପକ୍ଷରୁ ଯୁବ ଭିନ୍ନକ୍ଷମ ଉଦ୍ୟୋଗୀମାନଙ୍କୁ କମ୍ପୁଟର ପ୍ରଦାନ

17 October 2024 kanika odisha 0

କେନ୍ଦ୍ରାପଡା ୧୭/୧୦ – ପୁନର୍ବାସ ପକ୍ଷରୁ ଛୋଟ ଛୋଟ ଉଦ୍ୟେ।।ଗ କରି ନିଜ ନିଜକୁ ସ୍ୱାବଲମ୍ବୀ କରିବାକୁ ପ୍ରୟାସ ଜାରି ରଖିଥିବା ଚାରି ଜଣ ଯୁବ ଭିନ୍ନକ୍ଷମ ଉଦ୍ୟୋଗୀଙ୍କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କମ୍ପ୍ୟୁଟର […]

୨୧ନଭେମ୍ବର ଆଶାକର୍ମୀଙ୍କ ଆନ୍ଦୋଳନ ଡାକରା

17 October 2024 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୦: ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ଗୋପଛକ ନିକଟରେ ସାଥି ବିକାଶ ଚନ୍ଦ୍ର ବେଉରାଙ୍କ ସଭାପତିତ୍ୱରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ମହାକାଳପଡା ସିଏଚସି ସଭାପତି […]

ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତାରେ କେନ୍ଦ୍ରାପଡା ଚମ୍ପିଅନ

17 October 2024 kanika odisha 0

କେନ୍ଦ୍ରାପଡ଼ା, ୧୭ା୧୦: ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତାରେ କେନ୍ଦ୍ରାପଡା ଜିଲ୍ଲା ବିଜୟୀ ହୋଇ ଚମ୍ପିୟନ ଆଖ୍ୟା ଅର୍ଜ୍ଜନ କରିଛି। ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ଗତ ୬ତାରିଖ ଠାରୁ ୯ତାରିଖ ପର୍ଯ୍ୟନ୍ତ ୪ଦିନ […]

ନଦୀକୂଳରେ ବଳଦ ଖୋଜିବା ହେଲା କାଳ , ଝାମ୍ପିନେଲା ବଉଳା କୁମ୍ଭୀର

17 October 2024 kanika odisha 0

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ରଟପଙ୍କ ଗ୍ରାମରରେ ଏକ ଅଭାବନୀୟ ଘଟଣା ଘଟିଛି ଯାଇଛି । ନଦୀ ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଜଣେ ଯୁବକଙ୍କୁ କୁମ୍ଭୀର ଟାଣିଟାଣି […]

ଶ୍ରୀ ବଳଦେବଜୀଉଙ୍କ ଅନନ୍ତ ବେଶ

17 October 2024 kanika odisha 0

କେନ୍ଦ୍ରାପଡ଼ା,୧୬ା୧୦ : ଅରିଲୋ ଆଶ୍ରମର ବାବା ବଳିଆଙ୍କ ଅନନ୍ତ ବଳିଆ ଟ୍ରଷ୍ଟ କେନ୍ଦ୍ରାପଡା ଶାଖା ପକ୍ଷରୁ ବୁଧବାର ଶ୍ରୀ ବଳଦେବଜୀଉଙ୍କ ସପ୍ତଦଶତମ ବାର୍ଷିକ ଅନନ୍ତ ବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ଶ୍ରୀ ଜୀଉଙ୍କ […]

ଜିଲ୍ଲା ମଦ୍ରାସା ଶିକ୍ଷକ ସଂଘର ବୈଠକ

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୁଲ ଇସଲାମ୍‌ରେ କେନ୍ଦ୍ରାପଡା ଜିଲ୍ଲା ମଦ୍ରାସା ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୟଦା ସୁହିଲ୍ ଅଖତରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି […]

ବିଜେଡି ସଂଖ୍ୟାଲଘୁ ସେଲ୍ ପକ୍ଷରୁ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳିତ

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: ସମସ୍ତଙ୍କର ପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୯ତମ ଜନ୍ମଦିବସ ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲର ସଭାପତି ମହମ୍ମଦ […]

ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ କାର୍ଯ୍ୟକାରୀ କମିଟିର ସଭା

16 October 2024 kanika odisha 0

ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ ନେତା ବିଜୟ କୁମାର ସାହୁଙ୍କ ସଭାପତିତ୍ୱ […]