ଚେତନା ସମାଜ ପକ୍ଷରୁ କୁମାରୋତ୍ସବ

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: ସଂସ୍କୃତି ଗୋଟିଏ ଜାତିର ଆତ୍ମା ପରି। ଆତ୍ମାହୀନ ଶରୀର ଯେପରି ପ୍ରାଣ ସ୍ପନ୍ଦନ ହୀନ ହୋଇ ପଡି ରହେ, ସଂସ୍କୃତି ହୀନ ଜାତିଟିଏ ସେହିପରି ବେଶୀକାଳ ବଞ୍ଚି ରହିପାରେ ନାହିଁ। ଇଂରେଜ […]

ଓଡିଶା ବିକାଶର ସ୍ଥପତି ସାଜିଥିଲେ ନବୀନ , ନବୀନଙ୍କ ଜନ୍ମଦିନ ଅବସରରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ରକ୍ତ ଦାନ ଶିବିର

16 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ନଗର ଓ […]

ଜିଲ୍ଲା କୈବର୍ତ୍ତ ସମାଜ ପକ୍ଷରୁ ମହାଲକ୍ଷ୍ମୀ ପୂଜା

16 October 2024 kanika odisha 0

କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡ଼ା ଜିଲ୍ଲା କୈବର୍ତ୍ତ ସମାଜ ପକ୍ଷରୁ ମହାଲକ୍ଷ୍ମୀଙ୍କ ପୂଜା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ତୁଳସୀକ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ କୈବର୍ତ୍ତ ସମାଜ ପକ୍ଷରୁ ନିର୍ମିତ ମହାଲକ୍ଷ୍ମୀଙ୍କ […]

୬ ସମିତି ସଭ୍ୟ ଭାଜପା ଯୋଗ ଦେବା ଖବରକୁ ବିଜେଡିର ଖଣ୍ଡନ

15 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୦-ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୬ଜଣ ବିଜେଡି ସମର୍ôଥତ ସମିତି ସଭ୍ୟ ଶାସକ ଭାଜପା ଦଳରେ ସାମିଲ ହୋଇଥିବା ନେଇ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ ବିଜେଡି ପକ୍ଷରୁ ଖଣ୍ଡନ କରାଯାଇଛି । […]

ଦିଲ୍ଲୀ ଭାଜପା ପ୍ରଭାରୀ ହେଲେ ବୈଜୟନ୍ତ ପଣ୍ଡା

15 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୫/୧୦-ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ଦଳର ବିପୁଳ ବିଜୟ ପାଇଁ କେନ୍ଦ୍ରୀୟ ଭାଜପା ପକ୍ଷରୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ରାଷ୍ଟ୍ରୀୟ ଭାଜପା ସଭାପତି ଜେ ପି ନଡ୍ଡା ଭାଜପା […]

No Image

ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କୁ ଅଭିଯୋଗ

15 October 2024 kanika odisha 0

  କେନ୍ଦ୍ରାପଡା, ୧୫ା୧୦: ସୂଚନା ଅଧିକାର ଆଇନ୍‌ରେ ରାଜକନିକା ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ […]

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

15 October 2024 kanika odisha 0

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ […]

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

15 October 2024 kanika odisha 0

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା ହେଉଛି ଏହି ଛିଠି ଗୁଡିକ ସଦ୍ୟ […]

ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ପାଳିତ

15 October 2024 kanika odisha 0

କେନ୍ଦ୍ରାପଡା,୧୫/୧୦: ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତଃ ଭାରତରତ୍ନ ଡ଼ଃ ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ଭାରତରତ୍ନ ଡ଼ଃ ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପାଳନ କରାଯାଇଛି। ପ୍ରାରମ୍ଭରେ ମେଡିକାଲ ରୋଡ୍‌ସ୍ଥିତ କଲାମଙ୍କ […]

ଦାଦନ ସମସ୍ୟା ଦୂର ହେବ , ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି

14 October 2024 kanika odisha 0

ଭୁବନେଶ୍ୱର ୧୪/୧୦-ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର […]

କାଳଜୟୀ ଅକ୍ଷୟ ସଂଗୀତ ମଧୁ ମ଼ୂର୍ଚ୍ଛନାରେ ସଭିଏଁ ଝୁମିଲେ ପୁଣ୍ୟ ଜନ୍ମଭୂମିରେ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ଉତ୍ସବ

14 October 2024 kanika odisha 0

କେନ୍ଦ୍ରାପଡା,୧୪/୧୦: ଓଡିଆ ସଂଗୀତ ଜଗତର ବେତାଜ୍ ବାଦ୍‌ଶାହା, କିମ୍ବଦନ୍ତୀ ସଂଗୀତଜ୍ଞ ଚିରସବୁଜ ଅକ୍ଷୟ ମହାନ୍ତିଙ୍କ ୮୮ତମ ପୁଣ୍ୟ ଜୟନ୍ତୀ ମହୋତ୍ସବ ତାଙ୍କର ଅତିପ୍ରିୟ ଅନୁଷ୍ଠାନ ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର […]

“ପୁନର୍ବାସ ସମାଚାର’ ର ସଚିତ୍ର ରଙ୍ଗୀନ୍ ସଂଖ୍ୟା ପାଠକାର୍ପିତ

14 October 2024 kanika odisha 0

କେନ୍ଦ୍ରାପଡା ୧୪/୧୦- ଭିନ୍ନକ୍ଷମତା ଓ ପୁନର୍ବାସ ସମ୍ପର୍କିତ ସ୍ୱତନ୍ତ୍ର ଦ୍ୱି-ମାସିକ ଓ ଦ୍ୱି-ଭାଷିକ ସମ୍ବାଦପତ୍ର “ପୁନର୍ବାସ ସମାଚାର’ର ସଚିତ୍ର ରଙ୍ଗୀନ ସଂଖ୍ୟା ବିଶିଷ୍ଠ ଅତିଥିମାନଙ୍କ ଦ୍ୱାରା ସ୍ଥାନୀୟ ମାଧପୁର ସ୍ଥିତ ପୁନର୍ବାସ ପରିସରରେ ଉନ୍ମୋଚିତ […]

୧୯୯୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ

14 October 2024 kanika odisha 0

କେନ୍ଦ୍ରାପଡ଼ା, ୧୪ା୧୦: ମାର୍ଶାଘାଇ ମଧ୍ୟ ଇଂରାଜୀ ଓ ମାର୍ଶାଘାଇ ଉଚ୍ଚ ବିଦ୍ୟାଳୟର ୧୯୯୦ ମାଟ୍ରିକ ବ୍ୟାଚର ଏକ ବନ୍ଧୁମିଳନ ଉତ୍ସବ ମାର୍ଶାଘାଇ ଯଜ୍ଞ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପୁରାତନ ଛାତ୍ର ପ୍ରେମାନନ୍ଦ […]

ଶିବାନନ୍ଦ ଆଶ୍ରମରେ ନବରାତ୍ର ଓ କୁମାରୀ ପୂଜା

14 October 2024 kanika odisha 0

କେନ୍ଦ୍ରାପଡା, ୧୪ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ପ୍ରତିଷ୍ଠାତା ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଶାରଦୀୟ ନବରାତ୍ର ପାଳନ ଓ ସପ୍ତସତୀ ପାରାୟଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶନିବାର ନବକନ୍ୟା […]

ଦୁଇଜଣିଆ କେନ୍ଦ୍ରୀୟ ଅଧିକାରୀଙ୍କ କେନ୍ଦ୍ରାପଡା ଗସ୍ତ

14 October 2024 kanika odisha 0

କେନ୍ଦ୍ରାପଡା, ୧୪ା୧୦: କେନ୍ଦ୍ରାପଡାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀତାର ସମୀକ୍ଷା କରିଛନ୍ତି ଦୁଇଜଣ କେନ୍ଦ୍ରୀୟ ଅଧିକାରୀ । ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ […]

ଡିଜେ କମ୍ପିଟେସନକୁ ଅନୁମତି ଦେଲାନି ପ୍ରଶାସନ , ଝାଡ଼ଖଣ୍ଡ ଡିଜେ ଦେଖିବାକୁ ଆସିଥିବା ଲକ୍ଷାଧିକ ଲୋକ ଫେରିଲେ, ରାସ୍ତାଘାଟ ଯାମ

14 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୪/୧୦-ସାରା ଓଡିଶାରେ ସୁନାମ ଅର୍ଜନ କରିଥିବା ପଟ୍ଟାମୁଣ୍ଡାଇର ଶାରଦୀୟ ଦୂର୍ଗା ପୂଜା ଭସାଣି ଉତ୍ସବରେ ଆଜି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଚଳିତବର୍ଷ ପୋଖରୀଆପଡା ଦୂର୍ଗା ମେଢ଼ ଭସାଣି ଉତ୍ସବରେ ସାମିଲ […]

ପଟ୍ଟାମୁଣ୍ଡାଇରେ ମା’ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା : ବାଲିପଡା କାଠପାଇ ଅସ୍ଥାୟୀ ପୋଖରୀରେ ହେଉଛି ବିସର୍ଜ୍ଜନ

14 October 2024 kanika odisha 0

ପଟ୍ଟାମୁଣ୍ଡାଇ ୧୪ା୧୦ – କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟମୁଣ୍ଡାଇରେ ସରିଛି ଶାରଦୀୟ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମା’ଜଗତଜନନୀ […]

ଶାରଦୀୟ ଦୁର୍ଗାପୂଜା ବିଜୟା ଦଶମୀରେ ସିନ୍ଦୂର ଖେଳ , ଅପରାଜିତା ପୂଜା

14 October 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ପାଳିତ ଶାରଦୀୟ ଦୁର୍ଗାପୂଜାର ଶାନ୍ତିଶୃଙ୍ଖଳା ମଧ୍ୟରେ ଶେଷ ହୋଇଛି। ପଟ୍ଟାମୁଣ୍ଡାଇ ସହର ସମେତ ଗ୍ରାଂଚଳରେ ହୋଇଥିବା ୫୦ଟି ପୂଜାମଣ୍ଡପରେ ମା’ଙ୍କମୃଣ୍ମୟୀମୂର୍ତୀ ପୂଜାକରାଯାଇଥିଲା। ପ୍ରତ୍ୟହ ରୀତି ନୀତି ଅନୁଯାୟୀ ପୂଜାପାଠ […]

ଦୁଷ୍ଟଶକ୍ତିର ଦମନ ରାବଣପୋଡ଼ିର ମୁଖ୍ୟ ଉଦ୍ଦେଶ୍ୟ

14 October 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ପୂଜାମଣ୍ଡପରେ ମହାମାୟୀଙ୍କ ଦଶହରା ଦଶମୀ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ ହୋଇ ଉଦ୍‌ଯାପିତ ହୋଇଯାଇଛି। ଏହି ଦଶହରାକୁ ବିଜୟା ଦଶମୀ ଭାବେ ପାଳନ କରାଯାଇଥାଏ। ଏହି ଦିନ ପ୍ରଭୃଶ୍ରୀରାମ ରାବଣକୁ […]

କଜଳା ଶିରିଡି ସାଇବାବାଙ୍କ ପାଲିଙ୍କି ଶୋଭାଯାତ୍ରା

12 October 2024 kanika odisha 0

କେନ୍ଦ୍ରାପଡା, ୧୨/୧୦: ଆଶ୍ୱିନ ମାସ ଶୁକ୍ଳପକ୍ଷ ଶନିବାର ଦିନ କେନ୍ଦ୍ରାପଡା ସହରରେ ୨୧ନଂ ୱାର୍ଡ ଅନ୍ତର୍ଗତ କଜଳା ଗୋଲ୍‌ଡେନ୍ ଭିଲ୍ଲା ସ୍ଥିତ ଶିରିଡି ସାଇବାବାଙ୍କ ୧୦୬ତମ ପୂଣ୍ୟତିଥି ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । […]

ପଟ୍ଟାମୁଣ୍ଡାଇ ମା’ ଦୁର୍ଗାଙ୍କ ପାଖରେ ପାଳିତ ହେଉଛି କୁମାରୀ ପୂଜା

12 October 2024 kanika odisha 0

ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭାଇଚାରାର ସହର ପଟ୍ଟାମୁଣ୍ଡାଇ। ଶନିବାର ମହାନବମୀ ଅବସରରେ ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଛି। ଏହି ପରିପ୍ରେକ୍ଷୀରେ ବଙ୍ଗାଳିସାହି ପୂଜା ମଣ୍ଡପରେ […]

ଦକ୍ଷିଣଦିଆ ଗ୍ରାମରୁ ଚୋରୀ, ସନ୍ଧାନୀ କୁକୁରକୁ ନେଇ ପୋଲିସ ତଦନ୍ତ ଆରମ୍ଭ

11 October 2024 kanika odisha 0

ପଟ୍ଟାମୁଣ୍ଡାଇତା ୧୧/୧୦-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ଦକ୍ଷିଣଦିଆ ଗ୍ରାମର ତାତନା ରାସ୍ତାରେ କିଆ ଯୋଡି ଗ୍ରାମର ଇତିଶ୍ରୀ ଶୁଭଦର୍ଶନୀ ତରାଇ ନାମକ ଜନୈକା ମହିଳା ଘର ଭଡା ନେଇ ରହୁଥିଲେ । ସେ […]

କେନ୍ଦ୍ରାପଡା ସଦର ଥାନା ଆଇଆଇସିଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା

11 October 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ସଦର ଥାନା ଆଇଆଇସି ସରୋଜ କୁମାର ସାହୁଙ୍କର ଜିଲ୍ଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟକୁ ବଦଳି ହେବା ଅବସରରେ ଶ୍ୟାମସୁନ୍ଦରପୁରର ଜଗନ୍ନାଥ ମନ୍ଦିରର କର୍ମକର୍ତ୍ତା, ଭକ୍ତବୃନ୍ଦ ତଥା ଜନସାଧାରଣଙ୍କ ତରଫରୁ ଏକ ବିଦାୟୀକାଳୀନ […]

କେନ୍ଦ୍ରାପଡାର ଗଣପର୍ବ ବାଲିଯାତ୍ରା ପାଇଁ ପ୍ରସ୍ତୁତି

11 October 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ବାଲିଯାତ୍ରା କମିଟି ସଭାପତି ପ୍ରଦୀପ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ବାଲିଯାତ୍ରାକୁ ସର୍ବାଙ୍ଗସୁନ୍ଦର ଓ ଆକର୍ଷଣୀୟ […]