କର୍କଟ ପିଡିତଙ୍କୁ ଟ୍ରଷ୍ଟ ପକ୍ଷରୁ ସହାୟତା

କେନ୍ଦ୍ରାପଡ଼ା, ୧୧ା୧୦: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏସମ୍ପର୍କରେ ଖବର ପାଇବା ପରେ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରଟସ ପ୍ରଫେସର ଡ.…

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବରେଡକ୍ରସର ତାଲିମ ଶିବିର

କେନ୍ଦ୍ରାପଡ଼ା, ୧୧ା୧୦: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବରେଡକ୍ରସ ଆନୁକୂଲ୍ୟରେ ସ୍ୱେଛାସେବୀମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଷ୍ଠାନ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳ ଅଧ୍ୟକ୍ଷତାକରି ସ୍ୱେଛାସେବୀମାନଙ୍କୁ ସମାଜସେବାରେ ବ୍ରତୀହେବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ…

ଜିଲ୍ଲାରେ କୃଷି ସମସ୍ୟା ଓ ଶୀତଳ ଭଣ୍ଡାର ପ୍ରତିଷ୍ଠା ଦାବିରେ ୨୨ଅକ୍ଟୋବର ମହାକାଳପଡା ତହସିଲ ଘେରାଉ

କେନ୍ଦ୍ରାପଡା, ୧୧ା୧୦: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡ଼ା ଜିଲ୍ଲା କମିଟିର ପରିବର୍ଦ୍ଧିତ ବୈଠକ ଗୋପଛକ ଠାରେ ସାଥୀ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପ୍ରାରମ୍ଭରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ସାଥି ରମେଶ ଚନ୍ଦ୍ର ନାୟକ। ଏହାପରେ…

ପାଲା ମାଧ୍ୟମରେ ମାତୃସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସଚେତନାତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୦/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ସହର ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ଅତିରିକ୍ତ ଚିକିତ୍ସାଧିକାରୀ ଡାକ୍ତର ସଚିଦାନନ୍ଦ ମିଶ୍ରଙ୍କ ନିଦ୍ଧେଶକ୍ରମେ ଗୁରୁବାର ସଂନ୍ଧ୍ୟାରେ…

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର , ମଣ୍ଡପରେ ଶୋଭା ପାଉଛନ୍ତି ୨୬ମେଢ଼ , ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

ପଟ୍ଟାମୁଣ୍ଡାଇ ୧୦/୧୦-ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି ଶାରଦୀୟ ଉତ୍ସବର ଲମ୍ବା ଇତିହାସ ରହିଛି ଓ ସାମ୍ପ୍ରଦାୟିକ ସଂପ୍ରୀତିର ସହର ପଟ୍ଟାମୁଣ୍ଡାଇ ଅଂଚଳରେ…

ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ

କେନ୍ଦ୍ରାପଡ଼ା, ୧୦ା୧୦: ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ଜିଲ୍ଲାର ପ୍ରତିଷ୍ଠିତ ସାଂସ୍କୃତିକ ଶିକ୍ଷାନୁଷ୍ଠାନ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳିତ ହୋଇ ଯାଇଛି। ଏଥି ଉପଲକ୍ଷେ ବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ

କେନ୍ଦ୍ରାପଡା, ୧୦ା୧୦: ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳନ ନିମନ୍ତେ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶମତେ ଅକ୍ଟୋବର ୨ ତାରିଖଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ସଚେତନତା କାର୍ଯ୍ୟକ୍ରମ ସମଗ୍ର ରାଜ୍ୟରେ ଚାଲୁରହିଥିବା ବେଳେ ଏହି କ୍ରମରେ…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ୧୧୫ତମ ଦୀନବନ୍ଧୁ ସାହୁ ଜୟନ୍ତୀ ଓ ସ୍ମାରକୀ ବକ୍ତୃତା ପାଳନ

କେନ୍ଦ୍ରାପଡ଼ା, ୧୦ା୧୦: ଆଜି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କର ୧୧୫ତମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଉପଲକ୍ଷେ ଏକ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଥିଲା । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଅଧ୍ୟକ୍ଷତା…

ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଗଣିତ ବିଭାଗରେ ଆଲୋଚନା ଚକ୍ର

ପଟ୍ଟାମୁଣ୍ଡାଇ ୯.୧୦- ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ “ସିଙ୍ଗୁଲାର ସଲୁସନ ଅଫ ଡିଫରେନସିଆଲ ଇକ୍ୟୁଏସନ ଆଣ୍ଡ ଇଟ୍ସ ଆପଲିକେସନ” ବିଭାଗ ସ୍ଥରୀୟ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।…

ବୀରସ୍ୱତୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୯ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ବୀରସ୍ୱତୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମିନତୀ କୁମାରୀ ବିଶ୍ୱାଳ ଯୋଗଦେଇଛନ୍ତି। ଉକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କାକୁଲି ମଲ୍ଲିକ, ଶିକ୍ଷୟିତ୍ରୀ ସଂଜ୍ଞାସାଗରିକା ନାୟକ, ରେଣୁକା…

ଜିଲ୍ଲା ବିଜେଡିର ପ୍ରାଥମିକ ସଭ୍ୟ ସଂଗ୍ରହ ଅଭିଯାନ ଉଦ୍‌ଘାଟନ

କେନ୍ଦ୍ରାପଡ଼ା, ୯ା୧୦: ଆଜି କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍‌ରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ବିଜେଡି ସୁପ୍ରିମୋ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଓର୍ଷକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ସୁରଭି’ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୯ା୧୦: କେନ୍ଦ୍ରାପଡା ଜିଲ୍ଲା ତରାପୁର ଆଞ୍ଚଳିକ ସାଧନ କେନ୍ଦ୍ର୍ ଆନୁକୂଲ୍ୟରେ ଓର୍ଷକା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ଅନୁପମା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ…

ଭାରତୀୟ ଆଇନଜୀବୀ ସଙ୍ଘର ଜିଲ୍ଲା କମିଟି ବୈଠକ ନୂତନ କର୍ମକର୍ତ୍ତା ନିର୍ବାଚିତ

କେନ୍ଦ୍ରାପଡ଼ା, ୯ା୧୦: ଭାରତୀୟ ଆଇନଜୀବୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ମଙ୍ଗଳବାର ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାର ବରିଷ୍ଠ ଆଇନଜୀବୀ ପ୍ରେମାନନ୍ଦ ମାଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଦେଶ ପାଇଁ ଶହୀଦ ହୋଇଥିବା ସୈନିକ, କୃଷକ ଓ…

ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୯/୧୦ – ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପକ୍ଷରୁ ” ଯୁଦ୍ଧ ଓ ପରିବର୍ତିତ ବିଶ୍ୱ ଶୃଙ୍ଖଳା “ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ରମାଦେବୀ ବିଶ୍ୱବିଦ୍ୟାଳୟ…

ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ପକ୍ଷରୁ “ଆକ୍ଟିଙ୍ଗ ଅନ ପ୍ରିନସିପ୍ଲୁସ, ଦି ରୋଲ ଏଫ ମ୍ୟାକ୍ସିସ ଇନ କାଂଟିଆନ ଏଥିକ୍ସ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ…

ପଟ୍ଟାମୁଣ୍ଡାଇ କଲେଜରେ ଗୋପବନ୍ଧୁ ଜୟନ୍ତୀ

ପଟ୍ଟାମୁଣ୍ଡାଇ ୯/୧୦-ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ଶିକ୍ଷା ବିଭାଗ ମୁଖ୍ୟ ନିବେଦିତା ନାୟକ, ଅଧ୍ୟାପିକା…

ବଙ୍ଗଳିସାହିର ଦୂର୍ଗା ପୂଜା ନିଆରା , ବିଦାୟଦିନ ମାଙ୍କୁ ଦିଆଯାଏ କନକ ଅଞ୍ଜୁଳି , ଚିକିମିକି ଆଲୋକମାଳାରେ ଝଲସୁଛି ପଟ୍ଟାମୁଣ୍ଡାଇ ସହର

ପଟ୍ଟାମୁଣ୍ଡାଇ ୯.୧୦ – ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି ଫେରିଛି ଶରତ ଋତୁର ଆଶ୍ୱିନ ମାସ । ସାଙ୍ଗରେ ଆଣିଛି ଉତ୍ସାହ ଓ…

ଗଣ୍ଡକୁଳରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ରାମେଶ୍ୱର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ବାସୁଦେବପୁର ଗ୍ରାମରେ ମାରାଣା ଷଣ୍ଢର ଅକ୍ରମଣରେ ୪ ଆହତ

ପଟ୍ଟାମୁଣ୍ଡାଇ ୮/୧୦ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଦୋଷିଆ ପଂଚାୟତ ବାସୁଦେବପୁର ଗାଁ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବୁଲା ଷଣ୍ଢ ଆକ୍ରମଣରେ ୪ଜଣ ଲୋକ ଆହତ ହୋଇଥିବା ବେଳେ ୨ଜଣଙ୍କ ମଟରସାଇକେଲ ଭାଙ୍ଗି ଦେଇଛି । ଏଥିରେ ଜଣେ ଲୋକ ଗୁରୁତର…

ମହାକାଳପଡା ବିକାଶ ମଞ୍ଚ ପକ୍ଷରୁ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ଓ ସ୍ୱଚ୍ଛ ଭାରତ ଅଭିଯାନ

କେନ୍ଦ୍ରାପଡ଼ା, ୮ା୧୦: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ବିକାଶ ମଞ୍ଚର ସଭାପତି ପରିବେଶବିତ୍ ତଥା ଅବସରପ୍ରାପ୍ତ ଶିକ୍ଷା ଅଧିକାରୀ ସମାଜସେବୀ କାଶିନାଥ ରାଉତରାୟଙ୍କ ନେତୃତ୍ୱରେ ଗରାପୁର ଭିଆଇପି ରୋଡଠାରେ ବକୁଳ, କୃଷ୍ଣଚୂଡା, ରାଧାଚୂଡା ପ୍ରଭୃତି ବୃକ୍ଷରୋପଣ କରାଯିବା ସହିତ କପାଳେଶ୍ୱର ରାଜୀବ…

ଗୋ ଜାତିର ଦୁର୍ଗତିରେ ଦେଶର ଦୁର୍ଗତି

ଗୋ ଜାତିର ଦୁର୍ଗତିରେ ଦେଶର ଦୁର୍ଗତି । ଗୃହପାଳିତ ପ୍ରାଣୀ ଯାହାକି ଆମେ କରିଥିବା ଘରର ଦାଣ୍ଡ ଘରେ ଗାଈ ଓ ବଳଦଙ୍କୁ ରଖୁଥିଲେ ଏବଂ ଶୁଭ ବୋଲି ବିଶ୍ୱାସ କରାଯାଏ। ଆମେ ଖାଇବା ପୂର୍ବରୁ ସେମାନଙ୍କୁ ଖାଇବା କୁ ଦିଆଯାଇଥାଏ।…

ଦିଗହରା ଜନନୀ ସୁରକ୍ଷା ଯୋଜନା , ବିଶେଷଜ୍ଞ ଡାକ୍ତର ଅଭାବରୁ ସୁରକ୍ଷିତ ପ୍ରସବ ହୋଇପାରୁ ନି

ପଟ୍ଟାମୁଣ୍ଡାଇ ୪/୧୦ –ଜନନୀ ସୁରକ୍ଷାକୁ ସର୍ବାଧିକ ଗୁରୂତ୍ୱ ଦେଉଥିବା ରାଜ୍ୟ ସରକାର ମାଳମାଳ ଯୋଜନା ପ୍ରସ୍ତୁତ କରିଛନ୍ତି ସତ କିନ୍ତୁ ସରକାର ଉତମ ସ୍ୱାସ୍ଥ୍ୟ ସେବା ଓ ଆସନ୍ନ ପ୍ରସବାଙ୍କୁ ସୁରକ୍ଷିତ ଡାକ୍ତରୀ ସେବା ଯୋଗାଇବାରେ ବିଫଳ ହୋଇଛନ୍ତି । ଜନନୀ…

ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ଆଲୋଚନା ଚକ୍ର

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ “ଗ୍ରୁପ ଅଫ କ୍ୱାଟରନିୟନ” ବିଭାଗ ସ୍ଥରୀୟ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁ ଙ୍କ ପୌରହିତରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଗଣିତ ବିଭାଗର…

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦୁହୁରିଆସ୍ଥିତ ରତ୍ନାକର ନୋଡାଲ ଉଚ୍ଚ ବିଦ୍ୟାଳୟ ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ ନାରାୟଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜମଧର ଠାରେ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାବୁରୀଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।…