ମେଳଣ ଉତ୍ସବରେ ୬୫ଡେସିବେଲ୍‌ରୁ ଅଧିକ ସାଉଣ୍ଡ ନ କରିବା ସହ ଡିଜେ ନ ବଜାଇବା ପାଇଁ ସୂଚନା

କେନ୍ଦ୍ରାପଡା,୭/୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜା ଆସନ୍ତା ୧୬ତାରିଖରୁ ଆରମ୍ଭ ହୋଇ ୨୨ତାରିଖ ପର୍ଯ୍ୟନ୍ତ…

ଦଶିପୁର ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା ଅଭିଯୋଗ

କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତରେ ନିର୍ମାଣ କରାଯାଇଥିବା ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା କରାଯାଇଥିବା ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଚାୟତବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପଞ୍ଚାୟତବାସୀମାନେ ଅଭିଯୋଗ କରିଛନ୍ତି…

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୭ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ ହଲ୍‌ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନାକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ରଙ୍କ ନିର୍ଦ୍ଦେଶରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରାପଡା…

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୪୫ତମ ଶ୍ରାର୍ଦ୍ଧ ବାର୍ଷିକୀ ପାଳିତ

କେନ୍ଦ୍ରାପଡ଼ା,୭ା୧୦: ଆଜି କେନ୍ଦ୍ରାପଡାର ବରପୁତ୍ର, ବିକାଶ ପୁରୁଷ, ପୂର୍ବତନ ମନ୍ତ୍ରୀ ଓଡିଶା ଉଚ୍ଚ ନ୍ୟାୟାଳୟର ଆଡ ଭୋକେଟ ଜେନେରାଲ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୪୫ତମ ଶ୍ରାର୍ଦ୍ଧ ବାର୍ଷିକୀ ପାଲିତ ହୋଇଯାଇଅଛି । କେନ୍ଦ୍ରାପଡା ତହସିଲ ଅଫିସ ନିକଟରେ ସ୍ଥାପିତ ହୋଇଥିବା ସ୍ୱର୍ଗତ…

ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୭/୧୦-ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପ୍ରତ୍ନତତ୍ୱ ମାଧ୍ୟମରେ ପ୍ରାଚୀନ ଓଡିଶାର ଇତିହାସ ଅନୁସନ୍ଧାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରାଚୀନ ଭାରତ ଇତିହାସ…

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୭/୧୦- ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ରୀତିରୁ ରାଧାନାଥ ସୃଜନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଗବେଷକ ଡ଼ ଲଷ୍ମଣ କୁମାର…

ଚନ୍ଦନନଗର ପଂଚାୟତରେ ସଦସ୍ୟତା ଅଭିଯାନ , ପାନୀୟଜଳ ସମ୍ପର୍କିତ ଆଲୋଚନା

ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ଭଜପା ସଭାପତି ସ୍ୱାଗତ ଦାଶଙ୍କ ନେତୃତ୍ୱରେ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ତେତେଲଙ୍ଗା ଗ୍ରାମରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ନାରୀ ନେତ୍ରୀ କାନନ ବାଳା ଦାସ, ବିଷ୍‌ଣୁପ୍ରିୀୟା ମହାପାତ୍ର, ରାଜନଗର ଭାଜପା…

ନର୍ସିଂହୋମ ଉପରେ ଚଢାଉ, ମାଲିକ ଫେରାର

କେନ୍ଦ୍ରାପଡ଼ା, ୬ା୧୦: କେନ୍ଦ୍ରାପଡା ପୈାରପାଳିକା ନିର୍ବାହୀ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ଏକ ନର୍ସିଂହୋମ ଚାଲୁଥିବା ଜାଣି କେନ୍ଦ୍ରାପଡା ଟାଉନ ଥାନା ପୋଲିସ ରବିବାର ଚଢାଉ କରିଛି। ଗିରଫ ହେବା ଭୟରେ ନର୍ସିଂହୋମର ମାଲିକ ଫେରାର ହୋଇଯାଇଛନ୍ତିବୋଲି ଆଲୋଚନା ହେଉଛି ।…

କେନ୍ଦ୍ରାପଡା ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଭେଜାଲ ଘିଅ ଘଟଣା ଦୁର୍ଗନ୍ଧଯୁକ୍ତ ଘିଅ ଫେରାଇ ନେଇ ଖସିଗଲେ ଯୋଗାଣକାରୀ ସଂସ୍ଥା

କେନ୍ଦ୍ରାପଡ଼ା, ୬ା୧୦: ଶ୍ରୀବଳଦେବଜୀଉ ମନ୍ଦିର ମଣୋହି ନୀତି ପାଇଁ ଗଚ୍ଛିତ ଗୁଆ ଘିଅ ଦୁର୍ଗନ୍ଧଯୁକ୍ତ ହେବା ଘଟଣା ଚର୍ଚ୍ଚାକୁ ଆସିଥିବା ବେଳେ ଘିଅ ଯୋଗାଣକାରୀ ସଂସ୍ଥା ଏହି ଦୁର୍ଗନ୍ଧଯୁକ୍ତ ଘିଅକୁ ଫେରାଇ ନେଇ ନୂତନ ଘିଅ ପ୍ରଦାନ କରି ନିଜର ଭୁଲ୍…

ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଙ୍ଘ କେନ୍ଦ୍ରାପଡା ଡିଭିଜନ ଦ୍ୱିତୀୟ ଦ୍ୱିବାର୍ଷିକ ସମ୍ମିଳନୀର ଖୋଲା ଅଧିବେସନ

କେନ୍ଦ୍ରାପଡ଼ା,୬ା୧୦: ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଙ୍ଘର କେନ୍ଦ୍ରାପଡା ଡିଭିଜନର ଦ୍ୱିତୀୟ ଦ୍ୱିର୍ଷିକ ସମ୍ମିଳନୀର ଖୋଲା ଅଧିବେସନ ରବିବାର କେନ୍ଦ୍ରାପଡା ମୁଖ୍ୟ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଓଡିଶା ସର୍କଲର ପୂର୍ବତନ ସମ୍ପାଦକ ଅଶୋକ କୁମାର ପଣ୍ଡାଙ୍କ ସଭାପତିତ୍ୱରେ…

ପୁନର୍ବାସ ପକ୍ଷରୁ ବିଶ୍ୱ ମସ୍ତିଷ୍କ ପକ୍ଷାଘାତ ଦିବସ ପାଳିତ

କେନ୍ଦ୍ରାପଡା,୬/୧୦: ମସ୍ତିଷ୍କ ପକ୍ଷାଘାତ ଏକ ଗମ୍ଭୀର ସ୍ନାୟୁ ଓ ମାଂସପେଶୀଜନିତ ଭିନ୍ନକ୍ଷମତା ଯାହା ମାତୃ ଗର୍ଭାବସ୍ଥା ଓ ପ୍ରସବକାଳୀନ ତଥା ପରବର୍ତ୍ତୀ ପାର୍ଶ୍ୱପ୍ରଭାବର ପରିଣାମ ଅଟେ। ସଚେତନତା ମାଧ୍ୟମରେ ଏହାର ପ୍ରତିରୋଧ ଓ ପ୍ରଭାବିତ ସମୂହଙ୍କ ଜୀବନରେ ପରିବର୍ତ୍ତନ ଅଣାଯାଇପାରେ। ୬…

ଶିଶୁ ପ୍ରତିଭା ବିକାଶ ହେଲେ ଦେଶ ସଶକ୍ତ ହେବ . କଖାରୁଣୀରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୪

ପଟ୍ଟାମୁଣ୍ଡାଇ ୬/୧୦-ଦେଶର ଆଗାମୀ ଭବିଷ୍ୟତ ଶିଶୁ ମାନଙ୍କ ଅନ୍ତର୍ନିହିତ ପ୍ରତିଭା ବିକାଶ ହେଲେ ଦେଶ ସଶକ୍ତ ହେବ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଖାରୁଣୀ ଠାରେ କଖାରୁଣୀ ଉନ୍ନୀତ ଉପ୍ରା ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଆୟୋଜିତ ଶିଶୁ ମହୋତ୍ସବ ସୁରଭି…

ଶିକ୍ଷାନୁଷ୍ଠାନର ବିକାଶ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଇଁ ପୁରାତନ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ , ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ…

କମେଟମାରାକୁ କେନ୍ଦ୍ରକରି ଦୁଇ ଗୋଷ୍ଠିରେ ଗଣ୍ଡଗୋଳ , ୧୦କୋର୍ଟ ଚାଲାଣ

ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ବଡମହନପୁର ହରିଜନ ସାହିରେ କମେଟମାରାକୁ କେନ୍ଦ୍ରକରି ଶନିବାର ରାତିରେ ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ । ଏନେଇ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଉଭୟ ପକ୍ଷରୁ ଅଭିଯୋଗ । ପୋଲିସ…

ଶ୍ରୀବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ ସନ୍ଧ୍ୟା ନୀତିରେ ବିଳମ୍ବ

କେନ୍ଦ୍ରାପଡ଼ା,୫ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀସିଦ୍ଧବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ କରାଯାଉଛି। ଯାହାକୁ ନେଇ କେତେକ ସେବାୟତ ପ୍ରଶ୍ନ ଉଠାଇଛନ୍ତି। ଏହାକୁ ନେଇ ଗୁରୁବାର ସନ୍ଧ୍ୟାରେ ସନ୍ଧ୍ୟା ନୀତି ବିଳମ୍ବ ଘଟିଛି। ଏହା ପ୍ରଚାରିତ ହେବା ପରେ ଘିଅର ପ୍ରସ୍ତୁତି ମାସ, ବ୍ୟାଚ…

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାବିଦ୍ୟାଳୟର କାର୍ଯର୍୍ୟକାରୀ ଅଧ୍ୟକ୍ଷ ଅଶୋକ କୁମାର…

ମୟୀୟସୀ ପାଳୁଣୀ ଦେବୀ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୫/୧୦-ପଟ୍ଟାମୁ ଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଗ୍ରାମ ପଞ୍ଚାୟତର ବିଶିଷ୍ଟ ସମାଜବାଦୀ ଅକ୍ଷୟ ସାମଲଙ୍କ ମାଁ ମୟୀୟସୀ ପାଲୁଣୀ ସାମଲଙ୍କ ଏକାଦଶାହ ଅବସରରେ ଵାଘତୈଳା ଗ୍ରାମରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଧୃବ -ଅନ୍ନପୂର୍ଣ୍ଣା ସେବା…

ଗଡ଼ମେକର ୩ କଣ୍ଠଶିଳ୍ପୀଙ୍କୁ ଆକାଶବାଣୀ ମାନ୍ୟତା

ପଟ୍ଟାମୁଣ୍ଡାଇ ୬/୧୦କ-ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର (ଗଡ଼ମେକର )ର ୩ଜଣ କଣ୍ଠଶିଳ୍ପୀ ଆକାଶବାଣୀ ବି ଗ୍ରେଡ଼ ମାନ୍ୟତା ପାଇଛନ୍ତି । ସେମାନେ ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମର ସୁପ୍ରିୟା ଦାଶ, ଗୁଣୁପୁରର ସୌମ୍ୟ…

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟର ସିଆରସିସି ସଂଘମିତ୍ରା ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌରପରିଷଦ…

ଦାୟୀତ୍ୱରେ ଅବହେଳା ପାଇଁ ଡାକ ବିଭାଗକୁ ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନଙ୍କ ଜୋରିମାନା

କେନ୍ଦ୍ରାପଡ଼ା, ୪ା୧୦: କେନ୍ଦ୍ରାପଡା ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନ ଦାୟୀତ୍ୱରେ ଅବହେଳା ଓ ସେବା ଯୋଗାଇବାରେ ବିଫଳତା ପାଇଁ ଡାକ ବିଭାଗକୁ ଜୋରିମାନାରେ ଦଣ୍ଡିତ କରିଛନ୍ତି। କମିଶନ ଠାକୁରପାଟଣା ଉପ- ଡାକଘରର ଉପ-ଡାକପାଳ, କେନ୍ଦ୍ରାପଡା ଡିଭିଜନର ଡାକ ଅଧୀକ୍ଷକ ଓ…

ଜିଲ୍ଲା ବୋଇତବନ୍ଦାଣ ସମିତି କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ

କେନ୍ଦ୍ରାପଡ଼ା,୪ା୧୦: ଜିଲ୍ଲା ବୋଇତବନ୍ଦାଣ ସମିତି, କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ ଶୁକ୍ରବାର ଗରାପୁରସ୍ଥିତ ହନୁମାନଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାୟି ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଥମେ ସମ୍ପାଦକ ଉମାଶଙ୍କର ଜେନା ପୂର୍ବ ବୈଠକର…

ଚିଙ୍ଗୁଡି ଘେରୀ ପାଇଁ ଧାନଚାଷ ନଷ୍ଟ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଚାଷୀ

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବନିପାଳ ଗ୍ରାମର ଅଧିବାସୀମାନେ ଶୁକ୍ରବାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଞ୍ଚଳରେ ଲୁଣାପାଣି ଚିଙ୍ଗୁଡିଘେରୀ ପାଇଁ ଧାନଚାଷ ସଂପୂର୍ଣ୍ଣ ଉଜୁଡି ଯାଉଛି। ତୁରନ୍ତ ଏହାର ପ୍ରତିକାର କରାନଗଲେ ସେମାନଙ୍କ ଜୀବନଜୀବିକା…

ଜିଲ୍ଲା ବରିଷ୍ଠ ନାଗରିକମାନଙ୍କ ଏକ ଗୃହ ନିମନ୍ତେ ସରକାରୀ ଜମି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୪/୧୦: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ୨୦୧୯ ମସିହାଠାରୁ ଏକ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଗଠନ କରାଯାଇ ସମାଜର ବିଭିନ୍ନ ବର୍ଗର ୨୫୦ରୁ ଅଧିକ ସକ୍ରିୟ ବରିଷ୍ଠ ନାଗରିକମାନଙ୍କୁ ନେଇ ଜିଲ୍ଲାରେ ଏକ ବଳିଷ୍ଠ, ସମ୍ମାନଜନକ ସଂଗଠନ…