ପଟ୍ଟାମୁଣ୍ଡାଇ ୪/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଢାଖଣ୍ଡ -ମଠସାହି କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ସଞ୍ଜୟ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ…
Month: October 2024
ପଟ୍ଟାମୁଣ୍ଡାଇ କଲେଜ ପ୍ରାଥମିକ ଚିକିତ୍ସା ତାଲିମ ଶିବିର
ପଟ୍ଟାମୁଣ୍ଡାଇ ୪/୧୦ – ପଟ୍ଟାମୁଣ୍ଡାଇ କଲେଜ ଜୁନିୟର ରେଡକ୍ରସ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଉଦଘାଟନ କରିଥିଲେ । ଜାତୀୟ…
କେନ୍ଦ୍ରାପଡା କଲେଜ ୧୯୯୫ବ୍ୟାଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୫ବ୍ୟାଚ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଠାରେ ସୂଚନା ଯୋଗ୍ୟ ଯେ କଲେଜ ପରିସରରେ ୧୯୯୫ବ୍ୟାଚ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଜାତିର…
ଅର୍କ ଏକାଡେମୀ ଅଫ ମ୍ୟାନେଜମେଣ୍ଟ ଷ୍ଟଡିଜ ପକ୍ଷରୁ ଗାନ୍ଧୀ ଓ ଶାସ୍ତୀ ଜୟନ୍ତୀ ପାଳନ
କେନ୍ଦ୍ରାପଡ଼ା,୪ା୧୦: ଅର୍କ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍ ପକ୍ଷରୁ ବୁଧବାର ମହାତ୍ମାଗାନ୍ଧୀଙ୍କ ୧୫୫ତମ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ ପାଳିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅନୁଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଓ ସମ୍ପାଦକ ଆଦିତ୍ୟ କୁମାର…
ଚିତ୍ରଗୁରୁ ସୌମ୍ୟରଞ୍ଜନଙ୍କୁ ସମ୍ବର୍ନ୍ଧିତ କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା,୪/୧୦: କେନ୍ଦ୍ରାପଡାର ଚିତ୍ରଗୁରୁ ତଥା କେନ୍ଦ୍ରାପଡାକୁ ପ୍ରତିନିଧିତ୍ୱ କରି ଦେଶ ଓ ବିଦେଶରେ ବହୁ ପ୍ରଦର୍ଶନୀରେ ଭାଗ ନେଇ କେନ୍ଦ୍ରାପଡା ପାଇଁ ଗୌରବ ଆଣିଥିବା ବିଶିଷ୍ଟ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ…
ତହସିଲଦାରଙ୍କୁ ଦିଆଯିବ ଅନ୍ଲାଇନ୍ ତାଲିମ : ଉଚ୍ଛେଦ ନୋଟିସ୍ ସଂପର୍କରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ
ପଟ୍ଟାମୁଣ୍ଡାଇ ୩/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖରିପାଳ ଗ୍ରାମର ଜବରଦଖଲ ଉଚ୍ଛେଦ ପାଇଁ ତହସିଲଦାରଙ୍କ ତରଫରୁ ଜାରି ନୋଟିସ୍କୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ଏକ ମାମଲାର ଶୁଣାଣି ସମୟରେ ରାଜ୍ୟର ସମସ୍ତ ତହସିଲଦାର ଓ ରାଜସ୍ୱ ଅଧିକାରୀଙ୍କ…
୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ
କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ବୈଠକରେ ଜିଲ୍ଲା ସଙ୍ଘର ସଭାପତି…
ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳଙ୍କୁ ଦାବି
କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମହାତ୍ମାଗାନ୍ଧୀଙ୍କ ସାବରମତୀ ଆଶ୍ରମର ପ୍ରଥମ ଓଡିଆ…
ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବାବୁରାମ ସାହୁ ଓ ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପ୍ରତ୍ୟକ୍ଷ…
ଚନ୍ଦନନଗରରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ…
ମଣ୍ଡପଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ପଟ୍ଟାମୁଣ୍ଡାଇ ୩/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଠାରେ ବାଲିପାଟଣା ନୋଡାଲ ହାଇସ୍କୁଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମଣ୍ଡପଡା-ବାଛରା ନୋଡାଲ ଉପ୍ରା ବିଦ୍ୟାଳୟ ଠାରେ ସିଆରସିସି ନମିତା ସାହୁଙ୍କ…
ସମାଜସେବୀ ରମେଶ ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା
ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ ପୂର୍ବତନ ସରପଂଚ ରାତିକାନ୍ତ ସାହାଣୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପୂର୍ବତନ ସରପଂଚ ନିଶାମଣି…
କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍ଯାପିତ
କେନ୍ଦ୍ରାପଡ଼ା,୩ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଜ୍ରମହାକାଳୀ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋବିନ୍ଦଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍ଯାପିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ କୁମାର ମଲ୍ଲିକଙ୍କ ସଭାପତିତ୍ୱରେ…
ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା, ୨ା୧୦: ଭୟ ଓ ଆତଙ୍କ ପୂର୍ଣ୍ଣ ଯୁଦ୍ଧୋନ୍ମୁଖୀ ଆନ୍ତର୍ଜାତୀୟ ପରିସ୍ଥିତିରେ ମାନବ ସମାଜର ସ୍ଥାୟିତ୍ୱ ତଥା ବିଶ୍ୱ ଶାନ୍ତି ପାଇଁ ଗାନ୍ଧିଜୀଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସା ବିଚାରର ଆବଶ୍ୟକତା ସମଗ୍ର ବିଶ୍ୱ ଅନୁଭବ କରୁଥିବା ବେଳେ ଆମେ ଭାରତୀୟମାନେ…
ଶିବାନନ୍ଦ ଆଶ୍ରମରେ ଗାନ୍ଧୀ ଜୟନ୍ତୀ ପାଳନ
କେନ୍ଦ୍ରାପଡ଼ା,୨ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶିବାନନ୍ଦ ବିଦ୍ୟା ମନ୍ଦିର ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା…
ଜିଲ୍ଲା କଂଗ୍ରେସ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା,୨ା୧୦: କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ଆନୁକୂଲ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା…
ମହାଳୟା ଏବଂ ଗାନ୍ଧୀ ଜୟନ୍ତୀରେ ବିଭିନ୍ନ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା,୨ା୧୦: ଆଜି ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ପବିତ୍ର ମହାଳୟା ଉପଲକ୍ଷେ ଚିର ସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ଜନ୍ମୋତ୍ସବ ଏବଂ ସନ୍ଥ ସ୍ୱରୂପ ଦିବ୍ୟାତ୍ମା ତଥା ବିଲମୁଗବାଡି ଗ୍ରାମସ୍ଥିତ ଶ୍ରୀ ଭାଗବତ ଗାଦି…
ଛାତ୍ରଙ୍କୁ ଛୁରି ଦେଖାଇବା ନେଇ ତିନି ଫେରି ବେପାରୀଙ୍କୁ ପୋଲିସର ଜିମା ଦେଲେ ଲୋକେ
https://youtu.be/OBpyAC-2-dQ ପଟ୍ଟାମୁଣ୍ଡାଇ ୨/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଦୋଷିଆ ପଂଚାୟତ ଆନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗତକାଲି ୩ଜଣ ଛାତ୍ରୀଛାତ୍ରଙ୍କୁ ଦୁଇ ମହିଳା ଜଣେ ଯୁବକଙ୍କୁ ଫେରି ବେପାରୀ ଛୁରି ଦେଖାଇବା ଘଟଣାରେ ପୋଲିସ ଜିମା ଦେଇଥିଲେ।ଏନେଇ…
ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ବ୍ଲକ କାର୍ଯ୍ୟାଳୟରେ ସ୍ୱଛତା ପକ୍ଷ ପାଳନ
ପଟ୍ଟାମୁଣ୍ଡାଇ ୨/୧୦-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ଓ ବ୍ଲକ ପରିସରରେ ସ୍ୱଛତା ପକ୍ଷ ପାଳନ ଅବସରରେ ସଫେଇ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଅନ୍ୱେଷଣ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭାଂଶୁ ସାହୂ,ବ୍ଲକ ଉପାଧ୍ୟାକ୍ଷା ଜୟନ୍ତୀ…
ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ
ପଟ୍ଟାମୁଣ୍ଡାଇ ୨/୧୦ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ପ୍ରମୋଦ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଅଭିଭାବକ ସବିତା ବିଶ୍ୱାଳ, ସସ୍ମିତା ନାଥଙ୍କ ସମେତ ବହୁ ଅଭିଭାବକ…
କଳିଙ୍ଗ ନବଦିଗନ୍ତ ପକ୍ଷରୁ ଗାନ୍ଧି ଜୟନ୍ତୀ ପାଳନ
ପଟ୍ଟାମୁଣ୍ଡାଇ:୨/୧୦ -କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ସଂପାଦକ ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ସହ ନିଶା ନିବାରଣ ଓ ସ୍ୱଚ୍ଛ ଭାରତ ସମ୍ପର୍କରେ ଜନସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଗଠନ ପକ୍ଷରୁ ପଟ୍ଟାମୁଣ୍ଡାଇ…
ସରକାରୀ ବିଫଳତା ବିରୋଧରେ ବିଜେଡିର ରଣହୁଙ୍କାର : ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା
ପଟ୍ଟାମୁଣ୍ଡାଇ ୨/୧୦ -ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମସ୍ତଙ୍କୁ ଏକଜୁଟ ହୋଇ ଦଳପାଇଁ କାମ କରିବାକୁ ବିଜେଡି ସୁପ୍ରିମୋ ତଥା ବିରୋଧି…
କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା
କେନ୍ଦ୍ରାପଡ଼ା,୨ା୧୦: ବୁଧବାର ସକାଳ ୯ ଘଟିକା ସମୟରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସକାଳୁ ଗରାପୁର ଛକ ଗାନ୍ଧୀ ପୀଠରେ ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରି…
ଡ଼ିଜେ ବ୍ୟାନ୍ ପାଇଁ ଦାବି
କେନ୍ଦ୍ରାପଡ଼ା,୩୦ା୯: ପାର୍ବଣ ଋତୁ ଆଗମନରେ କେନ୍ଦ୍ରାପଡା ଓ ତାହର ଆଖପାଖ ଅଞ୍ଚଳରେ ବିଭିନ୍ନ ଉତ୍ସବ ପାଳିତ ହେଉଛି । ଏହି ସମୟରେ ଡିଜେ ଓ ଉଚ୍ଚଶକ୍ତି ସମ୍ପନ୍ନ ବାଜା ବଜାଯାଉଛି । ଯାହାଫଳରେ ବିଭିନ୍ନ ସମୟରେ ଡ଼ିଜେ ବାଜିବା ଫଳରେ ଏହାର…










