କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ,୧/୧୦: ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଏଚକେ ହାଇସ୍କୁଲ ଡାମରପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରଂଜନ କୁମାର ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ…

ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ସେମିନାର

ପଟ୍ଟାମୁଣ୍ଡାଇ ୧/୧୦-ପଟ୍ଟାମୁଣ୍ଡାଇ କଲେଜ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସେମିନାରରେ କେନ୍ଦ୍ରାପଡ଼ା ତୁଳସୀ ମହିଳା କଲେଜ ସମାଜବିଜ୍ଞାନ ବିଭାଗ ମୁଖ୍ୟ ଡ଼…

ପଟ୍ଟାମୁଣ୍ଡାଇ କଲେଜରେ ଅଭିଭାବକ-ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ଼ ଦୁଃଶାସନ ପରିଡାଙ୍କ ପୌରହିତ୍ୟରେ ରସାୟନ ବିଜ୍ଞାନ ପ୍ରକୋଷ୍ଠରେ ଆୟୋଜିତ ବୈଠକରେ ବହୁ ଅଭିଭାବକ…

କେନ୍ଦ୍ରାପଡାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ , ଯୋଗଦ୍ୱାରା ସୁସ୍ଥ ରହିବେ ବରିଷ୍ଠ ନାଗରିକ

କେନ୍ଦ୍ରାପଡ଼ା,୧ା୧୦: ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପୌରପାଳିକା ଟାଉନ ହଲରେ ପାଳିତ ହୋଇଯାଇଛି। ସକାଳେ ସେମାନଙ୍କ ପାଇଁ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଯୋଗଗୁରୁ ସଞ୍ଜୟ ମଥାନ ସେମାନଙ୍କୁ ଯୋଗାଭ୍ୟାସ କରାଇଥିଲେ। ଏହାପରେ ପୌରପରିଷଦ ନିକଟସ୍ଥ ଫ୍ରେଜର ବିଦ୍ୟାଳୟ ପରିସରରେ…

କେନ୍ଦ୍ରାପଡା ଖାଦ୍ୟ ସୁରକ୍ଷା ଅଧିକାରୀ ଲାଞ୍ଚ ନେଇ ଧରା ପଡିଲେ

କେନ୍ଦ୍ରାପଡ଼ା,୧ା୧୦: ଜନୈକ ବ୍ୟବସାୟୀଙ୍କ ଠାରୁ ଲାଇସେନ୍ସ କରିଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର ଦୁର୍ନୀତି ନିବାରଣ ବିଭାଗ ହାତରେ ଧରାପଡିଛନ୍ତି। ମଙ୍ଗଳବାର ତିନିମୁହାଣୀ ଛକ ନିକଟସ୍ଥ ଆଖଣ୍ଡଳମଣୀ…

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

କେନ୍ଦ୍ରାପଡ଼ା, ୧ା୧୦: କେନ୍ଦ୍ରାପଡ଼ା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ମଙ୍ଗଳବାର କେନ୍ଦ୍ରାପଡା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ପୈାରାଧ୍ୟକ୍ଷା ସରିତା ସାହୁ ମୁଖ୍ୟ…

ବରିଷ୍ଠ ନାଗରିକମାନେ ପରିବାର ଓ ସମାଜର ବୋଝ ନୁହନ୍ତି ବରଂ ଅମୂଲ୍ୟ ସମ୍ପଦ , ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ତରଫରୁ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ପଟ୍ଟାମୁଣ୍ଡାଇ ୧/୧୦ –ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା ସହ ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସ ପହିଲାରେ ସାରା ବିଶ୍ୱରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଉଛି । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ନିଖୁଣ…