ଆବାସ ବଂଟନ ହୋଇଛି , ବାତ୍ୟା ବେଳେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ ହଜାର ଲୋକ ଆଶ୍ରୟସ୍ଥଳରେ ମୁଣ୍ଡ ଗୁଞିଲେ

ପଟ୍ଟାମୁଣ୍ଡାଇ ୨୯/୧୦ – ବାତ୍ୟା ଆସିଲେ ଉପକୂଳ ଓଡିଶାବାସୀଙ୍କ ଛାତି ଥରିଉଠେ । କାହାକୁ ବାସହରା କରିଦିଏ ତ କାହାର ଜୀବିକା ଉଜାଡିଦିଏ । ଆଉ ବିପର୍ଯ୍ୟୟ ଯିବା ପରେ ପ୍ରଭାବିତଙ୍କୁ ସରକାର ଘର ଦେବାକୁ ଘୋଷଣା କରନ୍ତି । ଦୀର୍ଘ…

ବଢ଼ିଲା କମରସିଆଲ ଗ୍ୟାସ୍ ଦର. ଫରକ ପଡୁନି ହୋଟେଲ ବ୍ୟବସାୟୀଙ୍କୁ, ଘରୋଇ ଗ୍ୟାସ ବ୍ୟବହାର ହୋଟେଲରେ ,

ପଟ୍ଟାମୁଣ୍ଡାଇ ୧/୧୧ -ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ ଦିନରେ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି । ସେଥିନେଇ ଶୁକ୍ରବାର ଠାରୁ ନୂଆ ମାସ ଆରମ୍ଭ ହେଉଥିବାରୁ ନଭେମ୍ବର ୧ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ…

ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ

କେନ୍ଦ୍ରାପଡ଼ା, ୨ା୧୧: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର…

ଟ୍ରଷ୍ଟ ପକ୍ଷରୁ ଆଦିବାସୀ ବସ୍ତିରେ ଶୁଖିଲା ଖାଦ୍ୟ ବଣ୍ଟନ

କେନ୍ଦ୍ରାପଡ଼ା,୨ା୧୧: ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ମରଡପୁରସ୍ଥିତ ଆଦିବାସୀ ବସ୍ତିରେ ଶୁଖିଲା ଖାଦ୍ୟ ଓ ବିସ୍କୁଟ ପ୍ୟାକେଟ୍ ବଣ୍ଟନ କରାଯାଇଛି। ବିଗତ ବାତ୍ୟା ଓ ପବନରେ କ୍ଷତିଗ୍ରସ୍ତ ହୋଇଥିବା ଏହି…

ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଚେସ ପ୍ରତିଯୋଗିତା ଉଦଘାଟିତ

କେନ୍ଦ୍ରାପଡ଼ା,୨ା୧୧: ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଚେସ ପ୍ରତିଯୋଗିତା କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ ଶନିବାର ତୁଳସୀ ମହିଳା ମହାବିଦୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି। କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ ମୁଖ୍ୟଅତିଥି ଭାବେ ଯୋଗଦେଇ…

ଜେଲ ୱାର୍ଡେନଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦ୍ରାପଡ଼ା,୨ା୧୧: ବାରିମୂଳସ୍ଥିତ କେନ୍ଦ୍ରାପଡା ଉପକାରାଗାରରେ କାର୍ଯ୍ୟରତ ୱାର୍ଡେନ ବିଜୟ ପରିଡାଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି। କାରାଗାର ନିକଟସ୍ଥ ବାରାକ୍‌ରେ ବିଜୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ସହକର୍ମୀମାନେ ବିଜୟଙ୍କୁ ବାରାକ୍‌ର ସିଲିଂଫ୍ୟାନରେ ଝୁଲୁଥିବା…