ସୁରଭି କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ, ଅଭିଯୋଗ କଲେ ଅଭିଭାବକ

କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନ କଂସାର -ସାହାସପୁର ଉଚ୍ଚ ବିଦ୍ୟାଳୟରେ ନିକଟରେ ଅନୁଷ୍ଠିତ ହୋଇଥିବା ଶିଶୁ ମହୋତ୍ସବ “ସୁରଭି”କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ ମଣ୍ଡଳୀଙ୍କୁ ସାମିଲ କରାଯାଇଥିବା ନେଇ କେତେକ ଅଭିଭାବକ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଭାବକମାନେ କହିଛନ୍ତି ଏହି କାର୍ଯ୍ୟକ୍ରମରେ…

ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ଜିଲ୍ଲାସ୍ତରୀୟ ମେଗା ପ୍ରତିଯୋଗିତା

କେନ୍ଦ୍ରାପଡ଼ା, ୫ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ପ୍ରତିବର୍ଷ କେନ୍ଦ୍ରାପଡା ଜିଲ୍ଲାର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ହୋଇଥାଏ । ଏହି ପ୍ରତିଯୋଗିତାରେ ଚଳିତବର୍ଷ…

ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

କେନ୍ଦ୍ରାପଡ଼ା,୫ା୧୧: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ବାତ୍ୟା “ଦାନା” ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସୋମବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ପ୍ରଦକ୍ଷଣ ଭବନରେ ମନ୍ତ୍ରୀ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ…

ଗୁଲନଗରରେ ମା’ କାଳୀଙ୍କ ଭସାଣୀ ଉତ୍ସବ

କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଗୁଲନଗର ପଞ୍ଚାୟତର ଗୁଲନଗର ଗ୍ରାମରେ ୫ଦିନଧରି ପୂଜା ପାଉଥିବା ମା’ ଦକ୍ଷୀଣକାଳୀଙ୍କର ସୋମବାର ରାତିରେ ବିସର୍ଜନ କରାଯିବା ପରେ ମଙ୍ଗଳବାର ଦିନ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରାତଃ ୬ଟା ସମୟରେ ଗୁଲନଗର ଗ୍ରାମବାସୀମାନଙ୍କ…

ବିଡ଼ିଓଙ୍କୁ ଦୁର୍ବ୍ୟବହାର ଥାନାରେ ଅଭିଯୋଗ,ମାମଲା ରୁଜୁ

ପଟ୍ଟାମୁଣ୍ଡାଇ ୫/୧୧-ପଟ୍ଟାମୁଣ୍ଡାଇ ବ୍ଲକର କାର୍ଯ୍ୟରତ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କୁ ତାଙ୍କ ପ୍ରକୋଷ୍ଠ ମଧ୍ୟରେ ଜନୈକ ଯୁବକ ଦୁର୍ବ୍ୟବହାର କରିବା ସହିତ ଗଣ୍ଡଗୋଳ କରିଥିବା ନେଇ ବିଡ଼ିଓ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ…

ପ୍ରତିଭାବାନ ଶିଶୁ ହେଉଛନ୍ତି ଦେଶ ବିକାଶର ଅଗ୍ରଦୂତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସୁରଭି

ପଟ୍ଟାମୁଣ୍ଡାଇ  ୫/୧୧-ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଦେଶର ଆଗାମୀ ଭବିଷ୍ୟତ କୋମଳମତି ଶିଶୁମାନେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ନିଜକୁ ପ୍ରତିଭାବାନ ଭାବେ ଗଢି ତୋଳିଲେ ଦେଶ ବିକାଶର ଅଗ୍ରଦୂତ ହୋଇପାରିବେ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଷଣଅଣ୍ଟା ହାଇସ୍କୁଲରେ…

ବିଦ୍ୟାଳୟ ଖେଳ ପଡିଆରେ ପଡିଛି ଅଳିଆ ଆବର୍ଜନା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ଏମଏନ ହାଇସ୍କୁଲ ପଡିଆରେ ଗତ ସପ୍ତାହରେ ଦିପାବଳି ପାଇଁ ଭଳିକି ଭଳି ବାଣ ଦୋକାନ ପଡିଥିଲା । ସେଠାରେ ବାଣ କିଣିବା ପାଇଁ ଲୋକଙ୍କ ଗହଳି ମଧ୍ୟ ଲାଗିଥିଲା । ଦିପାବଳୀ ସରିଲା ଦୋକାନ…