କେନ୍ଦ୍ରାପଡ଼ା,୧୧ା୧୧: ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୌସୁମୀ ସାହିତ୍ୟ ପରିଷଦ ଓ ପତ୍ରିକାର ସ୍ୱନକ୍ଷତ୍ର ଦିବସ, ପତ୍ରିକା ଉନ୍ମୋଚନ, କବିତା ପାଠୋତ୍ସବ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସମାରୋହର ପ୍ରଥମ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ଡ. ବାସୁଦେବ ଦାସ, କବି ଅନ୍ନପୂର୍ଣ୍ଣା ମହାନ୍ତି ଯୋଗ ଦେଇଥିବା ବେଳେ କବି ପ୍ରେମାନନ୍ଦ […]

କେନ୍ଦ୍ରାପଡ଼ା,୧୧ା୧୧: କେନ୍ଦ୍ରାପଡ଼ା ଜ଼ିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘ (ପିଷ୍ଟା) ଆନୁକୂଲ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଥିବା ବିଭିନ୍ନ ସମସ୍ୟା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହିତ ନବନିଯୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଆଲୋଚନା ଚକ୍ରରେ ଜିଲ୍ଲା ସଙ୍ଘ ସମ୍ପାଦକ ଅକ୍ଷୟ କୁମାର ପୋଥାଳ ସଭାପତିତ୍ୱ କରିଥିଲେ। ଏହି ଆଲୋଚନାଚକ୍ରରେ ରାଜ୍ୟ ସଙ୍ଘ ଉପସଭାପତି ନରେଶ […]

କେନ୍ଦ୍ରାପଡ଼ା,୧୧ା୧୧: କେନ୍ଦ୍ରାପଡ଼ା ଜିଲ୍ଲା ବିକାଶ ପରିଷଦର ପ୍ରତିଷ୍ଠା ଦିବସ ବୈଠକ ଆଜି ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭାପତି ଡ଼.ମଧୁସୂଦନ ମିଶ୍ର ଏଥିରେ ଅଧ୍ୟକ୍ଷତା କରି ପରିଷଦ ଗଠନର ଆଭିମୁଖ୍ୟ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ବିକାଶ ପାଇଁ ପରିଷଦର ପ୍ରତିବଦ୍ଧତା କୁ ସ୍ପଷ୍ଟ କରିଥିଲେ । ଜିଲ୍ଲାର ସବୁବର୍ଗର ବ୍ୟକ୍ତି ଏଥିପାଇଁ ସମ୍ମିଳିତ ହେବାକୁ ସେ ପରିଷଦ ପକ୍ଷରୁ ଆବେଦନ କରିଥିଲେ । […]

ପଟ୍ଟାମୁଣ୍ଡାଇ ୧୧/୧୧ -ଗତ ୧ ମାସ ଧରି ଛାତ୍ରୀଛାତଙ୍କୁ ନେଇ ଚାଲଥିବା କ୍ଲଷ୍ଟର ଓ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପରେ ଚଳିତ ମାସ ୮ ତାରିଖ ଶୁକ୍ରବାର ଜିଲ୍ଲାସ୍ତରୀୟ ସୁରଭି ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ପ୍ରଥମସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାରବିତରଣ ପୂର୍ବକ ରାଜ୍ୟ ସ୍ତରକୁ ମନୋନିତ କରାଯାଇଛି । ମାତ୍ର ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଷଣ୍ଢପଲ୍ଲି ଗ୍ରାମର ଏମଏନ ହାଇସ୍କୁଲ ଛାତ୍ରୀ ଅନନ୍ୟା ମହାଳିକ […]

ପଟ୍ଟାମୁଣ୍ଡାଇ ୧୧/୧୧ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ନିମପୁର ଶାସନ ଗାଁରେ ସୋମବାର ସକାଳ ପ୍ରାୟ ସାଢ଼େ ୮ଟାରେ ୨ଜଣ ଅଣଓଡ଼ିଆ ଲୋକ ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଖବର ପାଇ ଗ୍ରାମାଞ୍ଚଳ ଥାନା ଆଇଆଇସି ପଦ୍ମାଳୟା ପ୍ରଧାନ ସଦଳବଳ ପହଁଚି ଉତ୍ୟକ୍ତ ଲୋକଙ୍କଠାରୁ ୨ଅଣଓଡ଼ିଆ ଲୋକଙ୍କୁ ଉଦ୍ଧାର କରି ପ୍ରଥମେ ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ର ଚିକିତ୍ସା ପାଇଁ […]