ପାଣ୍ଡିରି ଗ୍ରାମରେ ଭାଗବତ ସପ୍ତାହ ଅନୁଷ୍ଠିତ

କେନ୍ଦ୍ରାପଡା ୧୨/୧୧ – କେନ୍ଦ୍ରାପଡା ବ୍ଲକ୍ ଜମଧର ପଞ୍ଚାୟତ ଅନ୍ତର୍ଗତ ପାଣ୍ଡିରି ଗ୍ରାମର ଗ୍ରାମଦେବତୀ ମା କଳାବତୀଙ୍କ ମନ୍ଦିର ପ୍ରାଙ୍ଗଣରେ ସପ୍ତଦିନ ବ୍ୟାପୀ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଲକ୍ଷ୍ମୀନାରାୟଣଙ୍କ ମନ୍ଦିରରୁ ଶାଳଗ୍ରାମଙ୍କୁ ଆବାହନ କରି ସ୍ଥାପନ କରାଯିବା…

ଭିନ୍ନକ୍ଷମଙ୍କୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ପାଇଁ ନିବେଦନ

କେନ୍ଦ୍ରାପଡ଼ା,୧୨ା୧୧: କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଗ୍ରାମପଞ୍ଚାୟତର ବରାହିଲୋ ଗ୍ରାମର ଅନାମ ଚରଣ ମଳିକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ବାସଗୃହ ନିର୍ମାଣ ନିମନ୍ତେ ସରକାରୀ ସହାୟତା ଯୋଗାଇ ଦେବାକୁ ଡେରାବିଶ ମଣ୍ଡଳ ଉନ୍ନୟନ ଅଧିକାରୀ ନମିତା ବାରିକଙ୍କୁ…

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୧୨ା୧୧ : ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଡେରାବିଶ ମଣ୍ଡଳ ଉନ୍ନୟନ ଅଧିକାରୀ ନମିତା ବାରିକଙ୍କୁ ଏକ ୭ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବି ଗୁଡିକ ମଧ୍ୟରେ ସୁଭଦ୍ରା ଯୋଜନାରେ ସମସ୍ତ ମା’ମାନଙ୍କୁ ସାମିଲ କରାଯାଇ ଗୋଟିଏ…

ରେଡିଓ ଭାବଗ୍ରାହୀରେ ଲୋକ ସେବା ପ୍ରସାରଣ ଦିବସ

କେନ୍ଦ୍ରାପଡା, ୧୨ା୧୧: ପୂର୍ବାହ୍ନରେ ବାରୁଅସ୍ଥିତ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ରର ରେଡିଓ ଭାବଗ୍ରାହୀର ସରୋଜିନୀ ଷ୍ଟୁଡିଓ ପରିସରରେ ଜାତୀୟ ଲୋକ ସେବା ପ୍ରସାରଣ ଦିବସ ଯଥାବିଧି ପାଳିତ ହୋଇଯାଇଛି । ଭାବଗ୍ରାହୀ କଳା ନିକେତନ ତଥା ରେଡିଓ ଭାବଗ୍ରାହୀର ପ୍ରତିଷ୍ଠାତା…

ଯୁବ ସମାଜସେବୀ ଅକ୍ଷୟ ତରାଇଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୧୨ା୧୧: କେନ୍ଦ୍ରାପଡାର ଯୁବ ସମାଜସେବୀ ଅକ୍ଷୟ ତରାଇଙ୍କୁ ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ମହାନାୟକ ମହେନ୍ଦ୍ର ସ୍ୱାଇଁ ସ୍ମୃତି ପରିଷଦ, ଖଣ୍ଡପଡା, ନୟାଗଡ଼ ପକ୍ଷରୁ ଆୟୋଜିତ ମହେନ୍ଦ୍ର ସ୍ୱାଇଁଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଅବସରରେ…