କଳପଡା ଲୁଣାନଦୀ ଘାଟରେ ଜିଲ୍ଲାସ୍ତରୀୟ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୧୫ା୧୧: ଶୁକ୍ରବାର ସକାଳ ୭ଘଟିକା ସମୟରେ କଳପଡା ଲୁଣାନଦୀ ଘାଟରେ ଜିଲ୍ଲାସ୍ତରୀୟ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଆଜି ପ୍ରତ୍ୟୁଷରୁ କଳପଡା ଲକ୍‌ଠାରୁ ଅତିଥିମାନଙ୍କୁ ଏକ ବର୍ଣ୍ଣାଢ୍ୟ ପଟୁଆରରେ ନଦୀକୂଳ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା । ନଦୀକୂଳରେ ସୁସଜ୍ଜିତ…

ଗୋବରୀ ନଦୀ କେନ୍ଦ୍ରାପଡାର ଗଙ୍ଗା ,ଅତିଥି ବହୁ ପ୍ରତିକ୍ଷିତ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୧୫ା୧୧: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ ଆୟୋଜିତ ୭ମ ବାର୍ଷିକ ବାଲିଯାତ୍ରା ମହୋତ୍ସବକୁ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଯୋଗଦାନ କରି ପ୍ରଥମେ ଗୋବରୀ ନଦୀରେ ବୋଇତ ବନ୍ଦାଣ କରିବା ପରେ ଆନୁଷ୍ଠାନିକ ଭାବରେ କେନ୍ଦ୍ରାପଡା ବାଲିଯାତ୍ରା-୨୦୨୪କୁ ଉଦ୍‌ଘାଟନ କରି…

ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ

କେନ୍ଦ୍ରାପଡ଼ା,୧୫ା୧୧: ଧରିତ୍ରୀ ଆବା ଜନଜାତୀୟ ଗ୍ରାମ୍ୟ ଉତ୍କର୍ଷ ଅଭିଯାନର ଶୁଭାରମ୍ଭ ଓ ଭଗବାନ ବିର୍ସାମୁଣ୍ଡାଙ୍କ ଜନ୍ମବାର୍ଷିକ ଉପଲକ୍ଷେ ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ପ୍ରଶାସନ (କଲ୍ୟାଣ ବିଭାଗ) କେନ୍ଦ୍ରାପଡା ପକ୍ଷରୁ ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏହି…

ମା’ବେଲ ମଙ୍ଗଳାପୀଠରେ କବିତା ପାଠୋତ୍ସବ

କେନ୍ଦ୍ରାପଡ଼ା,୧୫ା୧୧: ଉତ୍କଳୀୟ ନୈାବାଣିଜ୍ୟ ପରମ୍ପରା ଓ ସଂସ୍କୃତିର ସ୍ମୃତିଚାରଣ ଉଦେଶ୍ୟରେ କପାଳେଶ୍ୱର ମା’ବେଲ ମଙ୍ଗଳା ପୂଜା କମିଟି ପକ୍ଷରୁ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମା’ ବେଲମଙ୍ଗଳା ପୀଠରେ ଏକ କବିତା ପାଠୋତ୍ସବ ସୁଦର୍ଶନ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି…

ଜଜାଙ୍ଗ ଆଦର୍ଶ ପୋଖରୀରେ ବୋଇତବନ୍ଦାଣ

କେନ୍ଦ୍ରାପଡ଼ା,୧୫ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଜଜାଙ୍ଗସ୍ଥିତ ଆଦର୍ଶ ଜେନାପୋଖରୀରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡା ଆନୁକୂଲ୍ୟରେ ଅନୁଷ୍ଠିତ ଏହି ବୋଇତ ବନ୍ଦାଣ ଉତ୍ସବରେ ୭ଜଣ କୁନି କୁନି ସାଧବପୁଅଙ୍କୁ ୭ଜଣ…

ପଟ୍ଟାମୁଣ୍ଡାଇ ବିଡ଼ିଓ ଦୁଃବ୍ୟବହାର ଓ ଗଣ୍ଡଗୋଳ ଘଟଣା,ଅନଶନର ଦିତୀୟ ଦିନରେ ବିଲିକଣା ସରପଂଚ ଲକ୍ଷ୍ମୀପ୍ରୀୟା ଷଡଙ୍ଗୀ ଅସୁସ୍ଥ

ପଟ୍ଟାମୁଣ୍ଡାଇ ବ୍ଲକ ଅଫିସ ଭିତରେ ବିଡିଓଙ୍କ ପ୍ରତି ହୋଇଥିବା ଦୁଃବ୍ୟବାହର ଗଣ୍ଡଗୋଳ ଅଭିଯୋଗକୁ ପୋଲିସ ପ୍ରଶାସନର ପାତର ଅନ୍ତର ମନୋଭାବରେ ଅଭି୍‌ଯୁକ୍ତକୁ ଗିରଫ କରାଯାଇନାହିଁ । ଏହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନରୁ ପଂଚାୟତ ସମିତି ସରପଂଚ ଓ ସମିତିସଭ୍ୟ ସଂଘ ପକ୍ଷରୁ…

ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ ବୋଲି ମାନ୍ୟତା ପାଇଛନ୍ତି।

ଭୁବନେଶ୍ୱର,:- ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…