କେନ୍ଦ୍ରାପଡ଼ା,୧୭ା୧୧: କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡ଼ା ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ପରିସରରେ ଜଣେ ମହିଳା ବସ କଣ୍ଡକ୍ଟରଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ହେବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ମହିଳାଙ୍କ ଡାକ୍ତରୀମାଇନା କରାଯିବା ପାଇଁ ତାଙ୍କୁ ଡାକ୍ତରଖାନା ପଠାଯାଇଛି। ଏଥିସହିତ ଅଭିଯୁକ୍ତଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ପୋଲିସର ସୂଚନା ଅନୁଯାୟୀ ମହିଳା ଜଣକ […]
Day: 17 November 2024
କେନ୍ଦ୍ରାପଡ଼ା,୧୭ା୧୧: କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ପରିସରରେ ୭୧ତମ ନିଖିଳ ଭାରତୀୟ ସମବାୟ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ସପ୍ତରଙ୍ଗି ସମବାୟ ପତାକା ଉତ୍ତୋଳନ କରାଯାଇଥିଲା । ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ସମବାୟ ସମିତି ସମୁହର ମଣ୍ଡଳ ସହକାରୀ ସମବାୟ ନିବନ୍ଧକ ସନ୍ତୋଷ କୁମାର ଦାସ ଯୋଗଦେଇ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କର ପ୍ରତିଷ୍ଠାତା ତଥା ବିଶିଷ୍ଟ ସମବାୟବିତ୍ ସ୍ୱର୍ଗତ […]
କେନ୍ଦ୍ରାପଡ଼ା,୧୭ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପକ୍ଷରୁ ଆୟୋଜିତ ପୁରାଣ ପ୍ରସିଦ୍ଧ ତୁଳସୀ କ୍ଷେତ୍ରରେ କାର୍ତ୍ତିକ ପଞ୍ଚୁକ ହବିଷ୍ୟାଳି ବ୍ରତ ଉଦ୍ଯାପିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଓ ଜିଲ୍ଲା ବାହାରୁ ୨ଶହରୁ ଉର୍ଦ୍ଧ୍ୱ ମହିଳା ଏଥିରେ ଯୋଗଦେଇ ହବିଷ୍ୟାଳୀ ବ୍ରତ କରିଥିଲେ । ଜିଲ୍ଲା ପ୍ରଶାସନ ଓ ଶ୍ରୀବଳଦେବଜୀଉ ମନ୍ଦିର ପ୍ରଶାସନ ସମେତ ବଳଦେବ ସେନାର ସଭାପତି ପୁପୁନ ସ୍ୱାଇଁ ଓ ତାଙ୍କ ସହଯୋଗୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ […]
ପଟ୍ଟାମୁଣ୍ଡାଇ ୧୭/୧୧ କଳ୍ପତରୁ ନାୟକ-ପଟ୍ଟାମୁଣ୍ଡାଇ ପ୍ରଜ୍ଞାନ ମିଶନ ଓ ବଣିକ ସଂଘ ପକ୍ଷରୁ ମିଳିତ ଭାବେ ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ପବିତ୍ର କାର୍ତିକ ପୂର୍ଣ୍ଣିମା ଅବସରରେ ୩ଦିନ ବ୍ୟାପି ଗୀତା ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆନ୍ତଃଜ୍ୟାତିକ ଖ୍ୟାତିସମ୍ପନ୍ନ କ୍ରିୟା ଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜି ଯୋଗ ଦେଇ ଗୀତାର ୪ର୍ଥ ଅଧ୍ୟାୟ ଜ୍ଞାନ କର୍ମ ସନ୍ୟାସ ଯୋଗ ଉପରେ ତାତ୍ୱିକ ଆଲୋଚନା କରିବା ସହିତ ସମବେତ […]










