କେନ୍ଦ୍ରାପଡା ଶୌଣ୍ଢିକ ସମାଜ ଜିଲ୍ଲାସ୍ତରୀୟ ସମାବେଶ

କେନ୍ଦ୍ରାପଡ଼ା,୧୮ା୧୧: ଚଳିତ ନଭେମ୍ବର ମାସ ୧୨ ତାରିଖ ରବିବାର ସକାଳ ୯ଘଟିକା ସମୟରେ କେନ୍ଦ୍ରାପଡା ଟାଉନସ୍ଥିତ ସୁଜାତା ପ୍ୟାଲେସ୍ କେନ୍ଦ୍ରାପଡା ବ୍ଲକ ରୋଡ୍‌ଠାରେ କେନ୍ଦ୍ରାପଡା ଜିଲ୍ଲା ଶୌଣ୍ଢିକ ସମାଜ ତରଫରୁ ଏକ ବିଶାଳ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…

କବି ଡକ୍ଟର ସେନାପତି ପ୍ରଦ୍ୟୁମ୍ନ କେଶରୀ ପାଇବେ “ସରସ୍ୱତୀ ଦେବୀ ସ୍ମାରକୀ ଜୟ ରାଷ୍ଟ୍ର କବିତା ସମ୍ମାନ’

କେନ୍ଦ୍ରାପଡା, ୧୮ା୧୧: ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ” ପକ୍ଷରୁ ଆସନ୍ତା ଡିସେମ୍ବର ୧ ତାରିଖ ଦିନ ତୃତୀୟ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ ହେବ । ଏ ନେଇ ଆଜି ଏକ ପ୍ରସ୍ତୁତି ବୈଠକ ଗୋପ ରାମମନ୍ଦିର ପରିସରରେ…

ସମ୍ବିଧାନ ହୀରକ ଜୟନ୍ତୀ ପାଇଁ କେନ୍ଦ୍ରାପଡ଼ାରେ ବୁଲିଲା ୟୁନାଇଟେଡ଼ ଫୋରମର ସଚେତନତା ରଥ

କେନ୍ଦ୍ରାପଡ଼ା,୧୮ା୧୧: ସମ୍ବିଧାନ ହୀରକ ଜୟନ୍ତୀ ପାଇଁ କେନ୍ଦ୍ରାପଡ଼ାରେ ବୁଲିଲା ୟୁନାଇଟେଡ଼ ଫୋରମର, ସଚେତନତା ରଥ । କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ଆଇନ ପ୍ରଣୟତା ଡ: ବି ଆର ଆମ୍ବେଦକରଙ୍କୁ ସମ୍ମାନର ସହିତ ରଥ ବନ୍ଦାପନା କରିବାର ଦେଖିବାକୁ ମିଳିଛି ।…

ବାଲିଯାତ୍ରା ମହୋତ୍ସବର ଚତୁର୍ଥ ସନ୍ଧ୍ୟା , ଆସନ୍ତାବର୍ଷ ଢଳେଇ ପୋଲ ସମ୍ପୂର୍ଣ୍ଣ ହେବ-ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

କେନ୍ଦ୍ରାପଡ଼ା,୧୮ା୧୧: ଗୁଲନଗର ପଂଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ରାପଡ଼ା ବାଲିଯାତ୍ରା ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ମହୋତ୍ସବର ସଭାପତି ପ୍ରଦୀପ ଦାସଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ…

ପ୍ରାଥମିକ ଶିକ୍ଷକ ସଂଘର ଆଲୋଚନାଚକ୍ର

କେନ୍ଦ୍ରାପଡ଼ା,୧୮ା୧୧: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ (ନୂତନ ପେନସନ ଯୋଜନାଭୁକ୍ତ ) କେନ୍ଦ୍ରାପଡା ବ୍ଲକ ଆନୁକୂଲ୍ୟରେ ଗରାପୁରସ୍ଥିତ ଶିକ୍ଷକ ଭବନରେ ଏକ ସମ୍ବର୍ଦ୍ଧନା ବୈଠକ, ପ୍ରାଥମିକ ଶିକ୍ଷା ଓ ଶିକ୍ଷକ ମାନଙ୍କର ସମସ୍ୟା ସମ୍ପର୍କିତ ଏକ ଆଲୋଚନାଚକ୍ର ବ୍ଲକ ସଭାପତି ଦାଶରଥି…

ରାଜନୈତିିକ ବୟାନବାଜୀ ବନ୍ଦ କରନ୍ତୁ ଜିଲ୍ଲାପାଳ : ବିଜେଡି

କେନ୍ଦ୍ରାପଡ଼ା,୧୮ା୧୧: ଜିଲ୍ଲାପାଳ ଜିଲ୍ଲାର ବିକାଶ ଦିଗରେ ମନୋନିବେଶ କରିବା ଉଚିତ। କାରଣ ଜିଲ୍ଲାର ବିକାଶ ଦିଗରେ ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବର୍ତ୍ତମାନର କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଜିଲ୍ଲାର ବିକାଶ ଦିଗରେ ମନୋନିବେଶ କରିବା ଅପେକ୍ଷା ରାଜନୈତିକ ବୟାନବାଜୀରେ ଲିପ୍ତ…

ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ରାଜ୍ୟ ସ୍ତରରେ ଦ୍ୱିତୀୟ

କେନ୍ଦ୍ରାପଡ଼ା,୧୮ା୧୧: ରାଜ୍ୟସ୍ତରୀୟ ୭୧ତମ ସମବାୟ ଦିବସ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପ୍ରାଥମିକ କୃଷି ସମବାୟ ସମିତିକୁ ପୁରସ୍କୃତ କରାଯାଇଛି। ଏହି ଉପଲକ୍ଷେ ଓଡିଶା ରାଜ୍ୟ ସମବାୟ ୟୁନିଅନର ସଭାପତି ସୁଶ୍ରୀ ପ୍ରବାସିନୀ ଷଡଙ୍ଗୀଙ୍କ…

ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀବିଜ୍ଞାନ ଆଲମୁନି ବୈଠକ

ପଟ୍ଟାମୁଣ୍ଡାଇ ୧୭/୧୧କଳ୍ପତରୁ ନାୟକ-ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ଆଲମୁନି ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ପ୍ରାଣୀ ବିଜ୍ଞାନ କକ୍ଷରେ ଆୟୋଜିତ ଆଲମୁନି ବୈଠକରେ ପୁରାତନ ଛାତ୍ର ଖବରଦାତା ସ୍ମୃତି ରଞ୍ଜନ ବେହେରା,…

୫ଦିନ ରେ ତୁଟିଲା ବିବାଦ: ଅନଶନରୁ ଓହରିଲେ ସରପଂଚ ସମିତି ସଂଘ

  ପଟ୍ଟାମୁଣ୍ଡାଇ ୧୭/୧୧ -ପଟ୍ଟାମୁଣ୍ଡାଇ ବିଡ଼ିଓଙ୍କୁ ଦୁଃବ୍ୟବହାର ଓ ବ୍ଲକ ଗଣ୍ଡଗୋଳ ଘଟଣାକୁ ନେଇ ସରପଂଚ ଓ ସମିତି ସଭ୍ୟ ସଂଘ ଚଳାଇଥିବା ଆମରଣ ଅନଶନ ରବିବାର ୫ ଦିନରେ ଓହରିଯାଇଛନ୍ତି। ଆଜି ସଂନ୍ଧ୍ୟାରେ କେନ୍ଦ୍ରାପଡା ଏସପି ସିଦ୍ଧାର୍ଥ କଟାରିଆ ପହଁଚି…