ଅଣ୍ଢରାରେ ମା’ଧ୍ୟାନଧ୍ୟାୟୀଙ୍କ ନୂଆ ଭଜନ ଲୋକାର୍ପିତ.

ପଟ୍ଟାମୁଣ୍ଡାଇ ୧୯/୧୧ -ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ପଂଚାୟତ ଅଣ୍ଢରା ଗ୍ରାମର ଆରାଧ୍ୟ ଗ୍ରାମ ଦେବତୀ ମା ଧ୍ୟାନଧ୍ୟାୟୀଙ୍କ ବହୁ ପ୍ରତିକ୍ଷୀତ ଭଜନ “ମା ଲୋ ମା ଧ୍ୟାନଧ୍ୟାୟୀ ” ରାହାସ ଉତ୍ସ୍ୱ ଅବସରରେ ଲୋକାର୍ପିତ ହୋଇଯାଇଛି । ସୁଶାନ୍ତ ବାରିକଙ୍କ ପ୍ରଯୋଜନାରେ…

ବାଲିଯାତ୍ରା ମହୋତ୍ସବର ପଞ୍ଚମ ସନ୍ଧ୍ୟା : ସାହିତ୍ୟ, ସଂସ୍କୃତି ଓ ଐତିହ୍ୟ ସ୍ମୃତିର ସ୍ୱାକ୍ଷର ବାଲିଯାତ୍ରା-ଅତିଥି

କେନ୍ଦ୍ରାପଡ଼ା,୧୯ା୧୧: ଗୁଲନଗର ପଂଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ରାପଡ଼ା ବାଲିଯାତ୍ରା ମହୋତ୍ସବର ପଞ୍ଚମ ସନ୍ଧ୍ୟାରେ ମହୋତ୍ସବର ସଭାପତି ପ୍ରଦୀପ ଦାସଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର…

କାର୍ତିକେଶ୍ୱର ଭଷାଣି ଉତ୍ସବ ପାଳନ , ଶୋଭାଯାତ୍ରାରେ ଦୁଲୁକିଲା ସହର

ପଟ୍ଟାମୁଣ୍ଡାଇ ୧୯/୧୧–କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଜା ପାରମ୍ପରିକ ନୃତ୍ୟରେ ରେ କମ୍ପୁଛି ପଟ୍ଟାମୁଣ୍ଡାଇ ସହର । ଭଳିକି ଭଳି ଆଲୋକ ସଜାରେ ଝଲସି ଉଠିଛି ପୁରା ସହର । ଏଥିସହ ପଟ୍ଟାମୁଣ୍ଡାଇ ସହରବାସୀ ମେଳଣ ଉତ୍ସବ କରି ମେଲାଣି ଦେଇଛନ୍ତି ଗୌରୀ…

ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ ସମିତି ବୈଠକ

କେନ୍ଦ୍ରାପଡ଼ା,୧୯ା୧୧: କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ସ୍ମତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜାନୁୟାରୀ ୧୦ ତାରିଖରୁ ୧୧୮ଟି ମଣ୍ଡିରେ ଧାନକ୍ରୟ କରାଯିବାକୁ ନିଷ୍ପତି ଗ୍ରହଣ…

ଚିର ସବୁଜ ଅକ୍ଷୟ ମହାନ୍ତିଙ୍କ ପୁଣ୍ୟ ଶ୍ରାଦ୍ଧ ଦିବସରେ ଅନନ୍ୟ ଅକ୍ଷୟ ଉତ୍ସବ

କେନ୍ଦ୍ରାପଡା,୧୮ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଓଡିଆ ସଂଗୀତ ଜଗତର ପ୍ରବାଦ ପୁରୁଷ ଚିରସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ପୁଣ୍ୟ ୨୨ତମ ଶ୍ରାଦ୍ଧ ଦିବସ…