ଜିଲ୍ଲା ସ୍ତରୀୟ ଭାରତୀୟ ସମବାୟ ସପ୍ତାହ ପାଳିତ

କେନ୍ଦ୍ରାପଡ଼ା,୨୦ା୧୧: ୭୧ତମ ଜିଲ୍ଲା ସ୍ତରୀୟ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ମଙ୍ଗଳବାର ଜିଲ୍ଲା ସଂସ୍କୃତି ଭବନରେ ଏକ ଉତ୍ସବ ସମବାୟ ସମିତି ସମୁହର ଉପନିବନ୍ଧକ ସନ୍ତୋଷ କୁମାର ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମହାକାଳପଡା ବିଧାୟକ ଡ.…

ବାଲିଯାତ୍ରା ମହୋତ୍ସବର ଷଷ୍ଠ ସନ୍ଧ୍ୟା, ଅତୀତ ଆମକୁ ଭବିଷ୍ୟ ପ୍ରେରଣାର ଉତ୍ସ-ଶ୍ରୀକାନ୍ତ ଜେନା

କେନ୍ଦ୍ରାପଡ଼ା,୨୦ା୧୧: ଗୁଲନଗର ପଂଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ରାପଡ଼ା ବାଲିଯାତ୍ରା ମହୋତ୍ସବର ଷଷ୍ଠ ଦିନରେ ମହୋତ୍ସବର ସଭାପତି ପ୍ରଦୀପ ଦାସଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଯୋଗଦେଇ କହିଲେ କୌଣସି ଜାତି ଆଗକୁ ଯାଇ…

ଅଢାଡେଉଁରିଆ ଗ୍ରାମରେ କାର୍ତ୍ତିକେଶ୍ୱର ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୦/୧୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ଅଢାଡେଉଁରିଆ ଗ୍ରାମରେ ୮ମ ବାର୍ଷିକ କାର୍ତ୍ତିକେଶ୍ୱର ପୂଜା ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପତ୍ରକାର ଭାସ୍କର ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ…

ବାଲି ସୌରାତରେ ଚଢାଉ, ୧୨ ଗୋଟି ଟ୍ରାକ୍ଟରଠାରୁ ଜୋରିମାନା ଆଦାୟ

ଡେରାବିଶ ୨୦ । ୧୧ ବେବର୍ତା ଅଜୟ ଦାସ – ଡେରାବିଶ ବ୍ଲକ ଦାନପୁର ପଂଚାୟତ ଅନ୍ତର୍ଗତ ଲୁଣା ନଦୀର ଗହଗା ବାଲି ସୌରାତରେ ବୁଧବାର ମାଇନିଂ ବିଭାଗ ପକ୍ଷରୁ ଚଢାଉ କରାଯାଇଥିବା ବେଳେ ୧୨ଗୋଟି ଟ୍ରାକ୍ଟର ଜବତ କରାଯାଇ ସେମାନଙ୍କ…

ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ

କେନ୍ଦ୍ରାପଡ଼ା,୨୦ା୧୧: କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ ବୁଧବାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ପ୍ରାରମ୍ଭରେ ଗଣାଧ୍ୟମରେ ଜିଲ୍ଲାପାଳଙ୍କ ମନ୍ତବ୍ୟକୁ ପ୍ରତିବାଦ…

ନପଙ୍ଗରେ ବଳଦେବଜୀଉ ଉତ୍ସବ

ପଟ୍ଟାମୁଣ୍ଡାଇ ୨୦/୧୧କଳ୍ପତରୁ ନାୟକ-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୁଳବସନ୍ତ ପଂଚାୟତ ନପଙ୍ଗ ଠାରେ ବଳଦେବଜୀଉ ଉତ୍ସବ ଅନୁଷ୍ଠିତ ହେଇଯାଇଛି। ଏହି କାର୍ଯ୍ୟକ୍ରମକୁ ବିଶିଷ୍ଟ ପ୍ରବଚକ ପଣ୍ଡିତ ହୃଷିକେଶ ରଥ ଉଦଘାଟନ କରିଥିଲେ । ଏଥିରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦୁମ୍ନ ସାମନ୍ତରାୟ ମୁଖ୍ୟଅତିଥି,ଯୋଗଦେଇଥିଲେ।…

ମିଳିତ ଟ୍ରକ ମାଲିକ ସଂଘ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ , ଦାବି ପୂରଣ ନ ହେଲେ ରାସ୍ତାରୋକ ଚେତାବନୀ

କେନ୍ଦ୍ରାପଡ଼ା,୨୦ା୧୧: କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରକ ମାଲିକ ସଂଘ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସ୍ଥାନୀୟ ଗୌରୀଶଙ୍କର ହୋଟେଲରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମିଳିତ ଟ୍ରକ ମାଲିକ ସଂଘ କ୍ରିୟାନୁଷ୍ଠାନ କମିଟିର ଗତ ୩ ତାରିଖରେ ଅନୁଷ୍ଠିତ ହୋଇଥିବା…

ଚିତ୍ରଶିଳ୍ପୀ ଅଜୟ ପଣ୍ଡାଙ୍କୁ “ଅନନ୍ୟ ଅକ୍ଷୟ ଚିତ୍ରକଳା ସମ୍ମାନ”

କେନ୍ଦ୍ରାପଡ଼ା,୨୦ା୧୧: ଗୌରବମୟ କଳା ସଂସ୍କୃତିର ପୂଜାରୀ ରୂପେ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ତଥା ଆଜୀବନ କଳା ସାଧନ ପାଇଁ ଚିତ୍ର ଶିଳ୍ପୀ ଅଜୟ ପଣ୍ଡାଙ୍କୁ “ଅନନ୍ୟ ଅକ୍ଷୟ ଚିତ୍ରକଳା ସମ୍ମାନ”ରେ ସମ୍ବର୍ଦ୍ଧିତ କରାଯାଇଛି । କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅସ୍ଥିତ…