ଭୁବନେଶ୍ୱର,୨୨ା୧୧: ରାଜ୍ୟରେ ଆଦିବାସୀ, ମହିଳା ଓ ଶିଶୁଙ୍କୁ ନ୍ୟାୟ ପ୍ରଦାନ କରିବାରେ ରାଜ୍ୟ ସରକାର ବିଫଳ ବୋଲି ବିଜୁଜନତା ଦଳ ତରଫରୁ ଅଭିଯୋଗକରାଯାଇଛି। ଶଙ୍ଖଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବଲାଙ୍ଗିର ବିଧାୟକ ଶ୍ରୀ କଳିକେଶ ନାରାୟଣସିଂଦେଓ ଓ ଦଳର ମୁଖପାତ୍ର ଡଃ ଲେଖାଶ୍ରୀ ସାମନ୍ତସିଂହାର ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରିଛନ୍ତି। ଶ୍ରୀ କଳିକେଶ ନାରାୟଣସିଂଦେଓ କହିଥିଲେ, ବଲାଙ୍ଗିର ଜିଲ୍ଲାର ଖପ୍ରାଖୋଲ ଅଞ୍ଚଳରେ […]