କେନ୍ଦ୍ରାପଡ଼ା,୨୭ା୧୧: ଜଣେ ଦଶମ ଶ୍ରେଣୀ ଛାତ୍ରୀକୁ ବଳାତ୍କାର ମାମଲାର ବିଚାର କରି କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ୱତନ୍ତ୍ର ପୋକସୋ କୋର୍ଟ ଜଜ୍ ଆସାମୀ କାଳନ୍ଦୀ ମଲ୍ଲିକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ମାଧ୍ୟମରେ ପିଡିତାଙ୍କୁ ଦେଢ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ ପାଟକୁରା […]
Day: 27 November 2024
କେନ୍ଦ୍ରାପଡ଼ା,୨୭ା୧୧: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟକାରୀ କମିଟିର ଏକ ବୈଠକ ସଭାପତି ବରିଷ୍ଠ ଆଇନଜୀବୀ ଅକ୍ଷୟ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଖଡିଅଙ୍ଗସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଂଗଠନର ବରିଷ୍ଠ ସଭ୍ୟ ସୟଦ ଅକମଲ ଅଲ୍ଲୀଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରାର୍ଥନା କରାଯାଇଥିଲା। ସଂଗଠନର ସ୍ଥାୟୀ କାର୍ଯ୍ୟାଳୟ ଗୃହର ଅଭାବ ନେଇ ଉଦ୍ବେଗ ପ୍ରକାଶ କରାଯିବା ସହ ଆବଶ୍ୟକ ସରକାରୀ ଜମି ଯୋଗାଇ ଦେବାକୁ […]
କେନ୍ଦ୍ରାପଡ଼ା, ୨୭ା୧୧: ବଳଦେବ ସେନା ପକ୍ଷରୁ ପ୍ରତିବର୍ଷ ଡିସେମ୍ବର ମାସରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠତ ହୋଇଆସୁଛି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଳଦେବ ସେନାର ପଞ୍ଚମ ବାର୍ଷିକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବାକୁ ଯାଉଛି । ଏଥିନିମନ୍ତେ ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ମାଉସୀମା ମନ୍ଦିର ସ୍ଥିତ ସେନା କାର୍ଯ୍ୟାଳୟରେ ବଳଦେବ ସେନା ପକ୍ଷରୁ ସଭାପତି ପପୁନ୍ କୁମାର ସ୍ୱାଇଁଙ୍କ […]
ପଟ୍ଟାମୁଣ୍ଡାଇ ପୌରାଂଚଳ ପାଇଁ ଡ୍ରେନେଜ ମାଷ୍ଟର ପ୍ଲାନ ଅନୁମୋଦିତ ବନ୍ଦ ଥିବା ପାଳପାଟଣା-ମାସାହାଣୀ ସେତୁ ନିର୍ମାଣ ପାଇଁ ପଦକ୍ଷେପ ବଡ଼ପଡା-ସାନମୋହନପୁର, ଭୋଇପଡା-ବାଲିପାଟଣା ରାସ୍ତା ମାଳିପୁର-ବଳଭଦ୍ରପୁର-ଛତ୍ରଧାରୀ ପାଟଣା ରାସ୍ତା ବିଲିକଣା-ବାଲିଆପଲ୍ଲୀ-ସାତକୁଡ଼ିଆ ରାସ୍ତା ସଂପୂର୍ଣ୍ଣ ପାଇଁ ପଦକ୍ଷେପ ପଟ୍ଟାମୁଣ୍ଡାଇ ତା ୨୬/୧୧-ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଇଥିବା ବେଳେ ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇର ମୁଖ୍ୟ ସମସ୍ୟା ଉତଥାପିତ କରିଛନ୍ତି ।ସେଥିରେ ପୌରାଂଚଳର ଜଳ ନିଷ୍କାସନ, ଶ୍ରୀରାମପୁର-ମାସାହାଣୀ ସେତୁ […]
କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ର ପ୍ରବେଶ କରି ଜଣେ କଲେଜ ଛାତ୍ରକୁ ଆକ୍ରମଣ କରି କ୍ଷତାକ୍ତ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଉଭୟ ପକ୍ଷ ଆହତ ହୋଇଥିବା ଜଣାପଡିଛି। କିଛିଦିନ ତଳେ ଅଣଛାତ୍ର ମାନେ କେନ୍ଦ୍ରାପଡ଼ା ସ୍ୱୟପ୍ସଶାସିତ ମହାବିଦ୍ୟାଳୟ ପରିସରରେ ପଶି ଛାତ୍ରୀ ମାନଙ୍କୁ କମେଣ୍ଟ୍ ମାରୁଥିବା ।ଉନ ଥାନା ପୋଲିସ ନିକଟରେ ଅଭିଯୋଗ ହୋଇଥିଲା। କିନ୍ତୁ ପୋଲିସ ବହୁ ବିଳମ୍ବରେ ପହଞ୍ଚିବାରୁ ଅଣଛାତ୍ରମାନେ […]
କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ବଜାରର ସମସ୍ତ କାର୍ତ୍ତିକେଶ୍ୱର ପୂଜା ଓ ଭଷାଣୀ ଉତ୍ସବ ବିନା ବାଣ ଓ ଡିଜେରେ ଶେଷ ହୋଇଛି। ପୈାରହିତ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବଜାର କମିଟି ସଭାପତି ପ୍ରମୋଦ କୁମାର ସାହୁ ଓ ଶାନ୍ତି କମିଟି ଅଧ୍ୟକ୍ଷ ଦାମୋଦର ତ୍ରିପାଠୀ ଯୋଗଦେଇଥିଲେ। ଏହି ବୈଠକରେ ସମସ୍ତ ପୂଜା କମିଟିର କର୍ମକର୍ତ୍ତାଙ୍କ ସମେତ ସଦର ଥାନା ଅଧିକାରୀ ମଧ୍ୟ ଯୋଗଦେଇଥିଲେ। ଯେହେତୁ ଗତ ୨୦୨୨ମସିହାରେ […]
କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ପୈାରାଞ୍ଚଳରେ ସିଟି ହସପିଟାଲ ପ୍ରତିଷ୍ଠା ଦାବିରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣବିକ୍ଷୋଭ କରାଯାଇଛି। ଆମ୍ ଆଦମୀ ପାର୍ଟି ଜିଲ୍ଲା ସଭାପତି ସନ୍ଦିପ୍ତ ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଗଣବିକ୍ଷୋଭରେ ସୂର୍ଯ୍ୟକାନ୍ତ ପରିଡା, ଇଂ ଦେବାଶିଷ ଦାଶ, କୁମୁଦ ରାଉତ, ରୁଦ୍ର ପ୍ରସାଦ ବେହେରା, ମହମ୍ମଦ ସାହିଲ, ରଶ୍ମୀରଞ୍ଜନ ସ୍ୱାଇଁ, ସାଗରିକା ଦାଶ, ଲଜମୁନ ନିଶା, ସୁହାନା ବିବି, ଫାହିମା ବିବି, […]
କେନ୍ଦ୍ରାପଡ଼ା,୨୬ା୧୧: ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳଙ୍କ ଅଧ୍ୟକ୍ଷତାରେ ଭାରତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟବକ୍ତା ଭାବେ ଡ. ହେମନ୍ତ କୁମାର ଶତପଥୀ ଯୋଗଦେଇ ସମ୍ବିଧାନରେ ଥିବା ମୈାଳିକା ଅଧିକାର ସମ୍ପର୍କରେ ଉପସ୍ଥିତ ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କୁ ଅବଗତ କରାଇଥିଲେ। ସମ୍ମାନିତ ଅତିଥି ଭାବେ କୁଳମଣୀ ଗୋଛାୟତ ଯୋଗଦେଇ ସମ୍ବିଧାନ ପ୍ରଣୟନ ସଭା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ […]
କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ପୌରୋହିତ୍ୟରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମରେ ଆଜି ଅପରାହ୍ନ ୪ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ୨୫ ମସିହା ଏପ୍ରିଲ ୨୩ ତାରିଖରେ ସାହିତ୍ୟ ସଂସଦ ରଜତ ଜୟନ୍ତୀ ଅନୁଷ୍ଠିତ ହେବ । ଏଥିନିମନ୍ତେ ସାହିତ୍ୟ ସଂସଦର ମୁଖପତ୍ର “ଦିଗ୍ବଳୟ” ପ୍ରକାଶିତ ହବ । […]
କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୋବିନ୍ଦଜୀଉ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବିଜ୍ଞାନ ମେଳାରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ବିଶିଷ୍ଟ ଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ କୃଷି ବିଜ୍ଞାନକେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ଅରବିନ୍ଦ ଦାସ, ସମ୍ମାନିତ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୨୬ା୧୧: ଜଣେ ଯୁବ ସଂଗଠକ ଭାବେ ସାଧାରଣରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅକ୍ଷୟ ତରାଇ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦ୍ରାପଡାର ଯୁବ ସମାଜସେବୀ ଶ୍ରୀ ତରାଇ ବିଜେପିରେ ଯୋଗଦେଇଛନ୍ତି। ଦୀର୍ଘ ୧୦ବର୍ଷରୁ ଉର୍ଦ୍ଧ୍ୱ ହେବ ବିଭିନ୍ନ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିବା ଯୁବ ସଂଗଠକ ଶ୍ରୀ ତରାଇ ବିଜେପିର ସଂଗଠନକୁ ଆହୁରି […]
କେନ୍ଦ୍ରାପଡ଼ା,୨୬ା୧୧: ପ୍ରତିବର୍ଷ ଭଳି ଏହି ବର୍ଷ କେନ୍ଦ୍ରାପଡା ଇଭଣ୍ଟେ ମ୍ୟାନେଜର୍ସ ଦ୍ୱାରା ଦ୍ୱାବିଶଂତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ୨୦୨୫ ଜାନୁୟାରୀ ୬ରୁ ୧୩ ତାରିଖ (୮ଦିନ) ପର୍ଯ୍ୟନ୍ତ ସ୍ଥାନୀୟ ଟେଲିକମ ପଡିଆରେ ଆୟୋଜିତ ହେବ । ଏହି ଉପଲକ୍ଷେ କେମର ପ୍ରତିଷ୍ଠାତା ଡଃ ବିରଜା ରାଉତରାୟଙ୍କ ନେତୃତ୍ୱରେ ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମାଧପୁର କାର୍ଯ୍ୟାଳୟରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ସଭାପତି […]










