ଡ଼ିସେମ୍ବର ୧ରେ “ନୂଆ ଜହ୍ନ ଉଇଁଛି’ର ପାଠକାର୍ପଣ

କେନ୍ଦ୍ରାପଡା,୨୮ା୧୧: ସମକାଳୀନ ଉଭୟ ଓଡ଼ିଆ କଥା ଓ କବିତା କ୍ଷେତ୍ରରେ ସ୍ୱକୀୟ ସ୍ୱତନ୍ତ୍ର ପରିଚୟ ସହ ଅସାମାନ୍ୟ ପ୍ରତିଷ୍ଠା ଅର୍ଜନ କରିଥିବା ବିରଜା ରାଉତରାୟଙ୍କ ପଞ୍ଚମ କବିତା ସଙ୍କଳନ “ନୂଆ ଜହ୍ନ ଉଇଁଛି’ ଆସନ୍ତା ୧ ଡ଼ିସେମ୍ବର ରବିବାର ଦିନ ଏକକାଳୀନ…

ଷ୍ଟେଟବ୍ୟାଙ୍କ ପେନସନର୍ସଙ୍କ ସମସ୍ୟା ସମାଧାନ ବୈଠକ

କେନ୍ଦ୍ରାପଡ଼ା,୨୮ା୧୧: ଷ୍ଟେଟବ୍ୟାଙ୍କ ଆଞ୍ଚଳିକ ବାଣିଜ୍ୟ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କର ପେନସନର୍ସମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଏକ ବୈଠକ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ବାଣିଜ୍ୟ କାର୍ଯ୍ୟାଳୟ ପାରାଦୀପର ମାନବସମ୍ବଳ ବିକାଶ…

ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ପୋଲିସର ଉଦାସୀନତା ନେଇ କେନ୍ଦ୍ରାପଡା ଏସଡିପିଓଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୨୮ା୧୧: ଏକ ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ପୋଲିସର ଉଦାସୀନତା ନେଇ କେନ୍ଦ୍ରାପଡା ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ଗୋଗୁଆ ଗ୍ରାମର ପ୍ରଶାନ୍ତ ମହାନ୍ତି କେନ୍ଦ୍ରାପଡା ଉପଖଣ୍ଡ…

ଦୂର୍ଘଟଣାରେ ମୃତ ନିରାକାର ପରିବାରକୁ ସହାୟତା ଦେଲେ ଅଲ ଓଡିଶା ମେକାନିକ ମହାସଙ୍ଘ

କେନ୍ଦ୍ରାପଡ଼ା,୨୮ା୧୧: ଦୂର୍ଘଟଣାରେ ମୃତ ମେକାନିକ ନିରାକାର ପରିବାରକୁ ସହାୟତାର ହାତ ବଢାଇଛନ୍ତି ଅଲ ଓଡିଶା ମେକାନିକ ମହାସଙ୍ଘ। ଶୋକ ସନ୍ତପ୍ତ ନିରାକାର ପରିବାରକୁ ସମବେଦନା ଜଣାଇବା ସହିତ ଆର୍ôଥକ ସହାୟତା ପ୍ରଦାନ କରିଛି ‘ଅଲ ଓଡିଶା ମେକାନିକ ମହାସଂଘ’। ଗତ ୧୮…

କଷଣଅଣ୍ଟା ହାଇସ୍କୁଲରେ ପ୍ଲାଷ୍ଟିକ ବର୍ଜନ ସଚେତନତା

ପଟ୍ଟାମୁଣ୍ଡାଇ : ୨୭/୧୧ କଳ୍ପତରୁ ନାୟକ-ଭୁବନେଶ୍ୱର ଓଡିଶା ପରିବେଶ ଶିକ୍ଷଣ କେନ୍ଦ୍ର ପକ୍ଷରୁ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟା ହାଇସ୍କୁଲ ଠାରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ ପ୍ରଶିକ୍ଷଣ ତଥା ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି  କଷଣଅଣ୍ଟା ହାଇସ୍କୁଲର ପ୍ରାକ୍ତନ…

ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ଦିବସ 

ପଟ୍ଟାମୁଣ୍ଡାଇ ତା ୨୭/୧୧ କଳ୍ପତରୁ ନାୟକ-ପଟ୍ଟାମୁଣ୍ଡାଇ ଡ଼ ଭୀମରାଓ ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ବାଇପାସ ଛକ ଠାରେ ଥିବା ଡ଼ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ସଂସଦ ସଭାପତି…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ- କୃଷକ ଚେତାବନୀ ସମାବେଶ

କେନ୍ଦ୍ରାପଡ଼ା,୨୭ା୧୧: କେନ୍ଦ୍ରୀୟ ଟ୍ରେଡ ୟୁନିୟନ ସମୂହ ଏବଂ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ସ୍ୱାଧୀନ ଫେଡେରେସନ ସମୂହର ମିଳିତ ମଞ୍ଚ କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ୧୨ ଦଫା ଦାବିିକୁ ନେଇ ସର୍ବଭାରତୀୟ ଡ଼ାକରାରେ ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚେତାବନୀ…