ପଟ୍ଟାମୁଣ୍ଡାଇ ୨୯/୧୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ କଷଣଅଂଟା ସ୍ଥିତ ପଂଚାୟତ ହାଇସ୍କୁଲ ପଡିଆରେ ହେଉଥିବା ବିଜ୍ଞାନ ମେଳା ପଦର୍ଶନୀରେ ପ୍ରାୟ ୨୦ଜଣ ଛାତ୍ରୀଛାତ୍ର ମହୁମାଛି ଆକ୍ରମଣରେ ଆହତ ହୋଇଥିବା ବେଳେ ବହୁ ଅଭିଭାବକ ଆହତ ହୋଇଥିବା ସୂଚନା ମିଳିଛି। । ବିଜ୍ଞାନ ପ୍ରଦର୍ଶନୀରେ ଏଭଳି ଦୃଶ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି । ପଟ୍ଟାମୁଣ୍ଡାଇ ସହରକୁ ଲାଗି ଏମଏନ ହାଇସ୍କୁଲ ପଡିଆ ଥିଲେ ସୁଦ୍ଧା ବ୍ଲକ ଶୀକ୍ଷାଧିକାରୀ କାହା ସ୍ୱାର୍ଥରେ […]

ପଟ୍ଟାମୁଣ୍ଡାଇ ୨୯/୧୧ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାକୁ ଜଣେ ୬୫ ବର୍ଷର ବୃଦ୍ଧ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଗ୍ରାମାଂଚଳ ଥାନା ପୋଲିସ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି । ସେ ପିଡିତାଙ୍କ ସମ୍ପର୍କୀୟ ଜେଜେ ବାପା ହେବେ ବୋଲି ଜଣାପଡିଛି । ଘଟଣାରୁ ପ୍ରକାଶ ଯେ ନାବାଳିକାଙ୍କ ମା […]

କେନ୍ଦ୍ରାପଡ଼ା,୨୯ା୧୧: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ ପକ୍ଷରୁ ମାନ୍ୟତାପ୍ରାପ୍ତ ହୋଇ ପାରିନଥିବା ଅତ୍ୟନ୍ତ ପରିତାପର ବିଷୟ । ତେଣୁ ଏ ସମ୍ପର୍କରେ କେନ୍ଦ୍ରାପଡାର ଗରାପୁରସ୍ଥିତ ଦିବ୍ୟଜୀବନ ସଂଘ ଶିବାନନ୍ଦ ଆଶ୍ରମର ସନ୍ନ୍ୟାସିନୀ ଶ୍ରୀମା’ ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଉଦ୍ୟମରେ୨୦୧୭ ମସିହାରୁ ଦୀର୍ଘ ୭ବର୍ଷ ଧରି ପ୍ରାର୍ଥନା ଦିବସ […]

କେନ୍ଦ୍ରାପଡ଼ା,୨୯ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆ ଉଚ୍ଚ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିବା ଆଦର୍ଶ ଶିକ୍ଷକ ଜାଗର ରାଉତଙ୍କର ୮୭ବର୍ଷ ବୟସରେ ପରଲୋକ ହୋଇଯାଇଛି । ପ୍ରାୟ ଅର୍ଦ୍ଧଶତାବ୍ଦୀ ବ୍ୟାପୀ ଶିକ୍ଷକତା କରିଥିବା ସ୍ୱର୍ଗତ ରାଉତ ଜଣେ ସମୟାନୁବର୍ତ୍ତିତା, ଛାତ୍ରବତ୍ସଳ ଓ ଆଦର୍ଶ ଶିକ୍ଷକ ଭାବେ ସମଗ୍ର ଅଞ୍ଚଳରେ ସୁନାମ ଅର୍ଜନ କରିଥିଲେ । ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ଦୁଇପୁତ୍ର ରାଜକିଶୋର ଓ ଭଞ୍ଜକିଶୋରଙ୍କ ସମେତ ଏକମାତ୍ର […]

କଷଣଅଂଟାରେ ବ୍ଲକସ୍ତରୀୟ ଜ୍ଞାନ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ପଟ୍ଟାମୁଣ୍ଡାଇ ୨୯/୧୧ କଳ୍ପତରୁ ନାୟକ-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଦୁଇଟି ପର୍ଯ୍ୟାୟରେ ଶୁକ୍ରବାର ଅନୁଷ୍ଟିତ ହୋଇଯାଇଛି। ବ୍ଲକ ବିଜ୍ଞାନ ସଂଯୋଜକ ପ୍ରଭାସ ରଞ୍ଜନ ପ୍ରଧାନଙ୍କ ପୌରହିତ୍ୟ ପୁର୍ବାହ୍ନ ୧୦ଠାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇ ମୁଖ୍ୟ ଅତିଥି, କଷଣଅଂଟା ହାଇସ୍କୁଲର ପ୍ରାକ୍ତନ ଶିକ୍ଷକ କବି ସଚିତ୍ର ବେହୁରା ମୁଖ୍ୟବକ୍ତା, […]