କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା

କେନ୍ଦ୍ରାପଡ଼ା,୨୬ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୋବିନ୍ଦଜୀଉ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଓ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବିଜ୍ଞାନ ମେଳାରେ କେନ୍ଦ୍ରାପଡା…

ବିଜେପିରେ ଯୋଗଦେଲେ ଯୁବ ସଂଗଠକ ଅକ୍ଷୟ ତରାଇ

କେନ୍ଦ୍ରାପଡ଼ା,୨୬ା୧୧: ଜଣେ ଯୁବ ସଂଗଠକ ଭାବେ ସାଧାରଣରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅକ୍ଷୟ ତରାଇ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦ୍ରାପଡାର ଯୁବ ସମାଜସେବୀ ଶ୍ରୀ…

ଦ୍ୱାବିଶଂତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଜାନୁୟାରୀ ୬ରୁ ,ପୁସ୍ତକମେଳାର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୬ା୧୧: ପ୍ରତିବର୍ଷ ଭଳି ଏହି ବର୍ଷ କେନ୍ଦ୍ରାପଡା ଇଭଣ୍ଟେ ମ୍ୟାନେଜର୍ସ ଦ୍ୱାରା ଦ୍ୱାବିଶଂତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ୨୦୨୫ ଜାନୁୟାରୀ ୬ରୁ ୧୩ ତାରିଖ (୮ଦିନ) ପର୍ଯ୍ୟନ୍ତ ସ୍ଥାନୀୟ ଟେଲିକମ ପଡିଆରେ ଆୟୋଜିତ ହେବ । ଏହି ଉପଲକ୍ଷେ କେମର ପ୍ରତିଷ୍ଠାତା…

ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ବନ୍ଧୁମିଳନ ସମାରୋହ

କେନ୍ଦ୍ରାପଡ଼ା,୨୬ା୧୧: ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ମଧ୍ୟବର୍ତ୍ତୀକାଳୀନ ସଭା ବନ୍ଧୁମିଳନ ଆସର ରାପୁରସ୍ଥ କାର୍ଯ୍ୟାଳୟଠାରେ ବରିଷ୍ଠ ସଭ୍ୟ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଂଗଠନର ସର୍ବ ବରିଷ୍ଠ ସଭ୍ୟ ତଥା ମୁଖ୍ୟ ଉପଦେଷ୍ଟା ମନ୍ମଥ ନାଥ ରାୟଙ୍କ…

ଖଣତାରେ ଗାନ୍ଧୀ ପ୍ରତିମୂର୍ତ୍ତି ଓ ସୁବିଧା ଗୃହ ଉଦଘାଟନ

ପଟ୍ଟାମୁଣ୍ଡାଇ ତା ୨୪/୧୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସୁବିଧା ଗୃହ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଖଣତା ସରପଞ୍ଚ ଅନିଲ ଲେଙ୍କାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଜନଗର…

ଧୋୟାଂଚଳ ବିକାଶ ମଂଚ କାର୍ଯ୍ୟକାରୀ କମିଟି ପୁନଃଗଠିତ

ପଟ୍ଟାମୁଣ୍ଡାଇ ୨୪/୧୧ – ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଳର ୭ଟି ପଂଚାୟତର ସାମଗ୍ରିକ ବିକାଶ ପାଇଁ ଗଠିତ “ଧୋୟାଂଚଳ ବିକାଶ ମଂଚର ଗୁରୁତ୍ୱପୂର୍ଣ୍ଣ ବୈଠକ ଦାଣ୍ଡିସାହି ଠାରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସମାଜସେବୀ ଧନେଶ୍ୱର ପ୍ରଧାନଙ୍କ ପୌରାହିତ୍ୟରେ ଆୟୋଜିତ ବୈଠକରେ…

ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ଜିଲ୍ଲାସ୍ତରୀୟ ମେଗା ପ୍ରତିଯୋଗିତା

କେନ୍ଦ୍ରାପଡ଼ା, ୫ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନ୍‌ସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ପ୍ରତିବର୍ଷ କେନ୍ଦ୍ରାପଡା ଜିଲ୍ଲାର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ହୋଇଥାଏ ।…

ଷ୍ଟେଟବ୍ୟାଙ୍କ ପେନସନର୍ସ ସଙ୍ଘ ଆଞ୍ଚଳିକ କମିଟି ବୈଠକ

କେନ୍ଦ୍ରାପଡ଼ା,୨୪ା୧୧: ଭାରତୀୟ ଷ୍ଟେଟବ୍ୟାଙ୍କର କେନ୍ଦ୍ରାପଡା ମୁଖ୍ୟଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନର୍ସ ସଙ୍ଘ ଆଞ୍ଚଳିକ କମିଟିର ଏକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଷ୍ଟେଟବ୍ୟାଙ୍କ ପେନସନର୍ସ ସଙ୍ଘ ଆଞ୍ଚଳିକ ସମ୍ପାଦକ ଗଣେଶ୍ୱର ମେକାପଙ୍କ ପୈାରହିତ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରଥମେ…

ଓଷ୍ଟା ମେଧାବୃତ୍ତି ଅନ୍ୱେଷଣ ପରୀକ୍ଷା ୨୦୨୪-୨୫

କେନ୍ଦ୍ରାପଡ଼ା,୨୪ା୧୧: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ଦ୍ୱାରା ଆୟୋଜିତ ଓଷ୍ଟା ମେଧାବୃତ୍ତି ଅନ୍ୱେଷଣ ପରୀକ୍ଷା(ଓଟିଏସ୍‌ଇ)୨୦୨୪-୨୫ ରବିବାର ୨୪ ନଭେମ୍ବର ଅନୁଷ୍ଠିତ ହୋଇଯାଇଛି । ଓଡିଶାର ୯୨ଟି ପରୀକ୍ଷା କେନ୍ଦ୍ରରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୯ହଜାର ୮ଶହ ୫ଜଣ ପରୀକ୍ଷାର୍ଥୀ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକୁ ବି ମାନୁ ନାହାନ୍ତି ଥାନା ଅଧିକାରୀ

କେନ୍ଦ୍ରାପଡ଼ା,୨୪ା୧୧: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକୁ ବି ମାନୁ ନାହାନ୍ତି ଆଳି ଥାନା ଅଧିକାରୀ। ଏ ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅନ୍ତର୍ଗତ ବିଲିକଣା ଗ୍ରାମର ବ୍ରଜବନ୍ଧୁ ମହାରଣାଙ୍କ ପୁଅ ନିଶାମଣି ମହାରଣା…

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର

କେନ୍ଦ୍ରାପଡ଼ା,୨୪ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ମାସାନ୍ତ ରବିବାସରୀୟ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ପୌରୋହିତ୍ୟରେ ସ୍ଥାନୀୟ ପବ୍ଲିକ ରିଡିଂ ରୁମରେ ଆଜି ଅପରାହ୍ନ ୪ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ…

ଅବସରପ୍ରାପ୍ତ ଶିକ୍ଷକଙ୍କ ସେବା ନିବୃତ୍ତିକାଳୀନ ସମ୍ବର୍ଦ୍ଧନା ସମାରୋହ

କେନ୍ଦ୍ରାପଡ଼ା,୨୪ା୧୧: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ କୁହୁଡିସ୍ଥିତ ସିଦ୍ଧ ମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରବୀଣ ସଂସ୍କୃତ ଶିକ୍ଷକ ତଥା ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡା ଜିଲ୍ଲା ସମ୍ପାଦକ ଭଗବାନ ସାହୁଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟ ପରିସରରେ ସେବା ନିବୃତ୍ତିକାଳୀନ ସମ୍ବର୍ଦ୍ଧନା…

ଟ୍ରଷ୍ଟ ପକ୍ଷରୁ ମାଗୁରଗଣ୍ଡପାଟଣା ଆଦିବାସୀ ବସ୍ତିରେ ଶିତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା,୨୪ା୧୧: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଚକ୍ରୋଡା ଗ୍ରାମପଞ୍ଚାୟତର ମାଗୁରଗଣ୍ଡପାଟଣା ଆଦିବାସୀବସ୍ତିରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ନିଜ ଜନ୍ମଭୂମି…

କେନ୍ଦ୍ରାପଡା ବାଲିଯାତ୍ରାର ଉଦ୍‌ଯାପନୀ ସନ୍ଧ୍ୟାରେ ‘ସୁରଝଙ୍କାର’ ଦର୍ଶକଙ୍କ ମନ ମୋହିଲା

କେନ୍ଦ୍ରାପଡ଼ା,୨୪ା୧୧: କେନ୍ଦ୍ରାପଡାର ଐତିହାସିକ ବାଲିଯାତ୍ରାର ଉଦ୍‌ଯାପନୀ ସନ୍ଧ୍ୟାରେ ସଙ୍ଗୀତ ନିର୍ଦ୍ଦେଶକ ସତ୍ୟପ୍ରିୟ ଦାସଙ୍କ କଟକର ‘ସୁରଝଙ୍କାର’ ମେଲୋଡି ଗ୍ରୁପ୍ ଦୀର୍ଘ ୩ ଘଣ୍ଟା ଧରି ଶ୍ରୋତାମାନଙ୍କୁ ବାନ୍ଧି ରଖି ଏକ ଅନନ୍ୟ ସ୍ଥାନ ଅଧିକାର କରିପାରିଛି । ଓଡିଶାର ବାଚସ୍ପତି ରାତ୍ର…

୭୦ବର୍ଷ ବୃଦ୍ଧଙ୍କ ଭତ୍ତା ଟଙ୍କା ଜମାବହିରୁ କାଟିନେଉଛି ବ୍ୟାଙ୍କ

କେନ୍ଦ୍ରାପଡ଼ା,୨୩ା୧୧: ଜମାବହିରୁ ଭତ୍ତା ଟଙ୍କା ବ୍ୟାଙ୍କ କାଟି ନେଉଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ୭୦ବର୍ଷର ବୃଦ୍ଧ ଶ୍ରୀଧର ସ୍ୱାଇଁ ଅଭିଯୋଗ କରିଛନ୍ତି ଯେ ସେ ଜଣେ ଦିନମଜୁରିଆ ହୋଇଥିବା ବେଳେ…

ଆଦିବାସୀ, ମହିଳା ଓ ଶିଶୁଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ ରାଜ୍ୟ ସରକାର ବିଫଳ: ବିଜେଡି

ଭୁବନେଶ୍ୱର,୨୨ା୧୧: ରାଜ୍ୟରେ ଆଦିବାସୀ, ମହିଳା ଓ ଶିଶୁଙ୍କୁ ନ୍ୟାୟ ପ୍ରଦାନ କରିବାରେ ରାଜ୍ୟ ସରକାର ବିଫଳ ବୋଲି ବିଜୁଜନତା ଦଳ ତରଫରୁ ଅଭିଯୋଗକରାଯାଇଛି। ଶଙ୍ଖଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବଲାଙ୍ଗିର ବିଧାୟକ ଶ୍ରୀ କଳିକେଶ ନାରାୟଣସିଂଦେଓ ଓ ଦଳର…

ତାଲୁକ ଆଇନ ସେବା ସମିତି ପକ୍ଷରୁ ସଚେତନତା ଶିବିର , ବିଦ୍ୟା ଅଟଇ ମହାମିତ୍ର ସେ ସଙ୍ଗେ ହୁଅହେ ପବିତ୍ର

ପଟ୍ଟାମୁଣ୍ଡାଇ ୨୨/୧୧ କଳ୍ପତରୁ ନାୟକ – ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବଳଭଦ୍ରପୁର ବାପୁଜୀ ବିଦ୍ୟାପୀଠ ଠାରେ ତାଳୁକ ଆଇନ ସେବା ସମିତିର ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜଜ୍ ସୁଶ୍ରୀ ସଂଗୀତା ମଲ୍ଲିକଙ୍କ ନିଦ୍ଧେସରେ ଶୁକ୍ରବାର ଏକ…

ଜାତୀୟ କିକବକ୍ସିଂ ପ୍ରତିଯୋଗିତାରେ ମଣ୍ଡପଡା ସ୍କୁଲର ସଫଳତା

ପଟ୍ଟାମୁଣ୍ଡାଇ ୨୨/୧୧- କେରଳର କୋଝିକୋଡେ ଠାରେ ଗତ ନଭେମ୍ବର ୧୩ ତାରିଖରୁ ୧୭ ତାରିଖ ମଧ୍ୟରେ ଅନୁଷ୍ଠିତ ଜାତୀୟ କିକବକ୍ସିଂ ପ୍ରତିଯୋଗିତାରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ମଣ୍ଡପଡା ସ୍କୁଲର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରି ଅନନ୍ୟ ସଫଳତା ହାସଲ କରିବା…

ଟ୍ରଷ୍ଟ ପକ୍ଷରୁ ଆଦିବାସୀ ବସ୍ତିରେ ଶିତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା,୨୨ା୧୧: ଶ୍ରୀମତୀ ଦେବୀ ଓ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ମରଡପୁର ଆଦିବାସୀବସ୍ତିରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ସୁଦୂର ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ନିଜ…

ଡେରାବିଶ ବ୍ଲକରେ ରାଜନେତା ଓ ସମାଜସେବୀଙ୍କ ମଧ୍ୟରେ ହାତାହାତି

କେନ୍ଦ୍ରାପଡ଼ା,୨୨ା୧୧: କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ଜଣେ ରାଜନେତା ଓ ଅନ୍ୟ ଜଣେ ସମାଜସେବୀଙ୍କ ମଧ୍ୟରେ ଶୁକ୍ରବାର ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଥିଲା ଯେ ଉଭୟ ଉଭୟଙ୍କୁ ଅତ୍ୟନ୍ତ ଅଶ୍ଳୀଳ ଭାଷା…

ଗୋମତୀ ଗୋବରୀର ବିକାଶ ଆମର ପ୍ରଥମ ପ୍ରୟାସ : କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ଯୋଗ ଦେଇ ବାଚସ୍ପତିଙ୍କ ପ୍ରତିଶ୍ରୁତି

କେନ୍ଦ୍ରାପଡ଼ା,୨୨ା୧୧: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢୀ ଯୋଗଦାନ କରି କହିଲେ ଗୋମତୀ କେନ୍ଦ୍ରାପଡା ଗୋବରୀର ବିକାଶ ଆମର ପ୍ରଥମ ପ୍ରୟାସ ହେବ । ଏଥିସହିତ ଗୋବରୀକୁ ଆବର୍ଜନା ମୁକ୍ତ…

ଗାନ୍ଧିଜୀ ଉଚ୍ଚ ବିଦ୍ୟାଳୟ ପାଚେରୀ ଫାଟିକି ଦୁଇଫାଳ : ଛାତ୍ରଛାତ୍ରୀଙ୍କ ଜୀବନ ପ୍ରତି ବିପଦ

କେନ୍ଦ୍ରାପଡ଼ା,୨୧ା୧୧: କେନ୍ଦ୍ରାପଡା ଜିଲ୍ଲାର ଆୟତପୁରସ୍ଥିତ ଗାନ୍ଧିଜୀ ଉଚ୍ଚ ବିଦ୍ୟାଳୟର ପାଚେରୀ ୫-ଟି ଯୋଜନାରେ ପ୍ରାୟ ବର୍ଷକ ତଳେ ନିର୍ମାଣ କରାଯାଇଥିଲା। କିନ୍ତୁ ଏବେ ସେହି ପାଚେରୀ କାନ୍ଥ ଫାଟି ଦୁଇଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ଦୈନିକ ଶହ ଶହ ଛାତ୍ରଛାତ୍ରୀ ସେହି…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଗ୍ରସ୍ତ

କେନ୍ଦ୍ରାପଡ଼ା,୨୧ା୧୧ : ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ଏକାଡ଼େମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ କେନ୍ଦ୍ରାପଡ଼ା ଗ୍ରସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ୧୬ଟି ବିଭାଗର କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ସ୍ୱାସ୍ଥ୍ୟ, ପଞ୍ଚାୟତରାଜ ଓ ପାନୀୟଜଳ, ନଗର ଉନ୍ନୟନ, ଗ୍ରାମ୍ୟ…

ପାରିଶ୍ରମିକ ବୃଦ୍ଧି ପାଇଁ ଆଶାକର୍ମୀଙ୍କ ଗର୍ଜ୍ଜନ ସମାବେଶ

କେନ୍ଦ୍ରାପଡ଼ା,୨୧ା୧୧: ଗୁରୁବାର ସକାଳ ୧୦ଟାରେ ଏକ ହଜାରୁ ଉର୍ଦ୍ଧ୍ୱ ଆଶାକର୍ମୀଙ୍କର ଏକ ଶୋଭାଯାତ୍ରା ମାର୍ଶାଘାଇ ସି.ଏଚ.ସି.ର ପ୍ରାକ୍ତନ ସଂପାଦିକା ଭଗବତୀ ନାୟକ, ଜିଲ୍ଲା ଉପସଭାପତି ଭଜହରି ପ୍ରଧାନ,ଏଆଇଟିୟୁସି ନେତା ଅକ୍ଷୟ ମଲ୍ଲିକ, ଇନ୍ଦୁପୁର ସି.ଏଚ.ସିର ସମ୍ପାଦିକା ନନ୍ଦିନୀ ସ୍ୱାଇ,ଁ ପଟ୍ଟାମୁଣ୍ଡାଇ ସି.ଏଚ.ସିର…