କେନ୍ଦ୍ରାପଡ଼ା,୭ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ପାଇଁ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ନଭେମ୍ବରମାସ ୧୦ତାରିଖ ଠାରୁ ୧୫ତାରିଖ ପର୍ଯ୍ୟନ୍ତ…
Month: November 2024
ତୁଳସୀକ୍ଷେତ୍ର ପଣ୍ଡିତସଭାର ନିଃଶୁଳ୍କ ବ୍ରତୋପନୟନ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା,୭ା୧୧: କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭା ପକ୍ଷରୁ ନିଃଶୁଳ୍କ ବ୍ରତୋପନୟନ ପାଇଁ ଏକ ପ୍ରସ୍ତୁତି ବୈଠକ ପଣ୍ଡିତ ଧ୍ରୁବଚରଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଝୁଲଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତିଙ୍କ ଦ୍ୱାରା…
ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୭ା୧୧: ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ଓ କେନ୍ଦ୍ରାପଡ଼ା ମହୋତ୍ସବ ଆସନ୍ତା ଡିସେମ୍ବର ୨୦ତାରିଖରୁ ୨୫ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
କଳା ସଂସ୍କୃତି ଓ ଅସ୍ମିତା ରୁଦ୍ଧିମନ୍ତ ହେଉ : ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ପ୍ରସ୍ତୁତି
ପଟ୍ଟାମୁଣ୍ଡାଇ ତା ୬/୧୧- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରେ ଆଗାମୀ ବୋଇତ ବନ୍ଦାଣ ଉତ୍ସବକୁ ସରସ ସୁନ୍ଦର ଭାବେ ପାଳନ କରିବା ପାଇଁ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୌର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ…
କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ କଳାଉତ୍ସବ ଉଦ୍ଯାପିତ
କେନ୍ଦ୍ରାପଡ଼ା,୬ା୧୧: କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ କଳାଉତ୍ସବ ଆଜି କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ପେଡାଗୋଜି କୋଅର୍ଡିନେଟର କୀରଣ ତୃଷ୍ଣା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ର ଯୋଗଦାନ…
ବିଡିଓଙ୍କୁ ଦୁଃବ୍ୟବହାର ଆକ୍ରମଣ ଉଦ୍ୟମ ଘଟଣା, ବ୍ଲକ କର୍ମଚାରୀଙ୍କ କଲମଛାଡ ଆନ୍ଦୋଳନ, ସାଧାରଣ ଲୋକେ ହଇରାଣ ,
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଡିଓଙ୍କ ଚ୍ୟାମ୍ବର ଭିତରେ ଜନୈକ ଯୁବକ ଟେବୁଲ, ଚେୟାରକୁ ଗୋଇଠା ମାରି ବଡିଓଙ୍କୁ ଦୁବ୍ୟବହାର ଓ ଆକ୍ରମଣ କରିବା ଘଟଣାରେ ବୁଧବାର ବ୍ଲକର କାର୍ଯ୍ୟରତ କର୍ମଚାରୀ ମାନେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କଲମ ଛାଡ ଆନ୍ଦୋଳନ କରିଛନ୍ତି…
ସୁରଭି କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ, ଅଭିଯୋଗ କଲେ ଅଭିଭାବକ
କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନ କଂସାର -ସାହାସପୁର ଉଚ୍ଚ ବିଦ୍ୟାଳୟରେ ନିକଟରେ ଅନୁଷ୍ଠିତ ହୋଇଥିବା ଶିଶୁ ମହୋତ୍ସବ “ସୁରଭି”କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ ମଣ୍ଡଳୀଙ୍କୁ ସାମିଲ କରାଯାଇଥିବା ନେଇ କେତେକ ଅଭିଭାବକ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଭାବକମାନେ କହିଛନ୍ତି ଏହି କାର୍ଯ୍ୟକ୍ରମରେ…
ମାଇଁ ଏନ୍ସିସି ଆଲୁମିନି ଆସୋସିଏସନ ପକ୍ଷରୁ ଜିଲ୍ଲାସ୍ତରୀୟ ମେଗା ପ୍ରତିଯୋଗିତା
କେନ୍ଦ୍ରାପଡ଼ା, ୫ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନ୍ସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ପ୍ରତିବର୍ଷ କେନ୍ଦ୍ରାପଡା ଜିଲ୍ଲାର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ହୋଇଥାଏ । ଏହି ପ୍ରତିଯୋଗିତାରେ ଚଳିତବର୍ଷ…
ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା
କେନ୍ଦ୍ରାପଡ଼ା,୫ା୧୧: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ବାତ୍ୟା “ଦାନା” ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସୋମବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ପ୍ରଦକ୍ଷଣ ଭବନରେ ମନ୍ତ୍ରୀ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ…
ଗୁଲନଗରରେ ମା’ କାଳୀଙ୍କ ଭସାଣୀ ଉତ୍ସବ
କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନସ୍ଥ ଗୁଲନଗର ପଞ୍ଚାୟତର ଗୁଲନଗର ଗ୍ରାମରେ ୫ଦିନଧରି ପୂଜା ପାଉଥିବା ମା’ ଦକ୍ଷୀଣକାଳୀଙ୍କର ସୋମବାର ରାତିରେ ବିସର୍ଜନ କରାଯିବା ପରେ ମଙ୍ଗଳବାର ଦିନ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରାତଃ ୬ଟା ସମୟରେ ଗୁଲନଗର ଗ୍ରାମବାସୀମାନଙ୍କ…
ବିଡ଼ିଓଙ୍କୁ ଦୁର୍ବ୍ୟବହାର ଥାନାରେ ଅଭିଯୋଗ,ମାମଲା ରୁଜୁ
ପଟ୍ଟାମୁଣ୍ଡାଇ ୫/୧୧-ପଟ୍ଟାମୁଣ୍ଡାଇ ବ୍ଲକର କାର୍ଯ୍ୟରତ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କୁ ତାଙ୍କ ପ୍ରକୋଷ୍ଠ ମଧ୍ୟରେ ଜନୈକ ଯୁବକ ଦୁର୍ବ୍ୟବହାର କରିବା ସହିତ ଗଣ୍ଡଗୋଳ କରିଥିବା ନେଇ ବିଡ଼ିଓ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ…
ପ୍ରତିଭାବାନ ଶିଶୁ ହେଉଛନ୍ତି ଦେଶ ବିକାଶର ଅଗ୍ରଦୂତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସୁରଭି
ପଟ୍ଟାମୁଣ୍ଡାଇ ୫/୧୧-ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ଦୁନିଆରେ ଦେଶର ଆଗାମୀ ଭବିଷ୍ୟତ କୋମଳମତି ଶିଶୁମାନେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ କରି ନିଜକୁ ପ୍ରତିଭାବାନ ଭାବେ ଗଢି ତୋଳିଲେ ଦେଶ ବିକାଶର ଅଗ୍ରଦୂତ ହୋଇପାରିବେ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଷଣଅଣ୍ଟା ହାଇସ୍କୁଲରେ…
ବିଦ୍ୟାଳୟ ଖେଳ ପଡିଆରେ ପଡିଛି ଅଳିଆ ଆବର୍ଜନା
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ଏମଏନ ହାଇସ୍କୁଲ ପଡିଆରେ ଗତ ସପ୍ତାହରେ ଦିପାବଳି ପାଇଁ ଭଳିକି ଭଳି ବାଣ ଦୋକାନ ପଡିଥିଲା । ସେଠାରେ ବାଣ କିଣିବା ପାଇଁ ଲୋକଙ୍କ ଗହଳି ମଧ୍ୟ ଲାଗିଥିଲା । ଦିପାବଳୀ ସରିଲା ଦୋକାନ…
ପଟ୍ଟାମୁଣ୍ଡାଇ ନଗର ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ
ପଟ୍ଟାମୁଣ୍ଡାଇ ତା ୩/୧୧-ଓଡିଶା ତଥା ଓଡ଼ିଆଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ ବିଜୁ ଜନତା ଦଳ ସଂଗଠନକୁ ଅଧିଜ ଶାଣିତ ଓ ସଶକ୍ତ କରିବା ସଭ୍ୟ ସଂଗ୍ରହ ଅଭିଯାନକୁ ଜୋରଦାର କରିବା ପାଇଁ ଆଜି ପଟ୍ଟାମୁଣ୍ଡାଇ ନଗର ବିଜେଡି ପକ୍ଷରୁ ସଭ୍ୟ ସଂଗ୍ରହ…
କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ପାଇଁ ଭୂମି ପୂଜନ
କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡା ବାଲିଯାତ୍ରା ପାଇଁ ସୋମବାର ଭୂମି ପୂଜନ କାର୍ଯ୍ୟ ସମ୍ପାଦନ ହୋଇଛି । ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡିଆରେ ଏହି ଭୂମି ପୂଜନ କାର୍ଯ୍ୟ କରାଯାଇଥବା ବେଳେ ଏଥିରେ ବାଲିଯାତ୍ରା କମିଟିର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର…
କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ସାଢେ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନହଲ୍ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
କେନ୍ଦ୍ରାପଡ଼ା,୪ା୧୧: କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁମହୋତ୍ସବ ସୁରଭି -୨୦୨୪ କଂସାର ସାହସପୁର ଉଚ୍ଚ ବିଦ୍ୟାଳୟର ପରିସରରେ ମଣ୍ଡଳ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ମୁଖ୍ୟବକ୍ତା…
“ଦାନା’ କ୍ଷୟକ୍ଷତି ଭରଣା ପାଇଁ ସିପିଆଇ(ଏମ୍) ପକ୍ଷରୁ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ଦାବିପତ୍ର
ପଟ୍ଟାମୁଣ୍ଡାଇ, ୪/୧୧ -ବାତ୍ୟା ଦାନା ପଟ୍ଟାମୁଣ୍ଡାଇ ତହସିଲ ଅଂଚଳରେ ବ୍ୟାପକ କ୍ଷତି ଘଟାଇଛି। ଏପରିକି ପବନରେ ଚାଳଛପର ଘର ସମେତ ଚାଷକ୍ଷେତରେ ଫସଲ ଉଜାଡିଦେଇଛି । ବିଶେଷକରି ବାତ୍ୟା ପ୍ରଭାବରେ ଲଗାଣବର୍ଷାରେ ଧାନ, ବିରି ଓ ପରିବା ଫସଲ ବ୍ୟାପକ କ୍ଷତି…
ଚିତ୍ରଗୁପ୍ତଙ୍କ ପୂଜା ଅନୁଷ୍ଠିତ
କେନ୍ଦ୍ରାପଡା ୩/୧୧- କେନ୍ଦ୍ରାପଡା ଜିଲା କରଣ ସମାଜ ପକ୍ଷରୁ କୁଳଗୁରୁ ଭଗବାନ ଚିତ୍ରଗୁପ୍ତଙ୍କ ପୂଜା ସ୍ଥାନୀୟ ପାହାଡପୁର ମଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୈଳାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅୟୋଜିତ ପୂଜାରେ ଭଗବାନ ଚିତ୍ରଗୁପ୍ତଙ୍କ ଆବାହନ କରାଯିବା ସହ ହୋମ,…
ଜୀବନ ପ୍ରମାଣପତ୍ର ଦାଖଲକାରୀଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା, ୩ା୧୧- ଜୀବନ ପ୍ରମାଣ ପତ୍ର ଦାଖଲ କରିବାକୁ ଆସିଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ସ୍ଥାନୀୟ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲା କୋଷାଗାର ଅଧିକାରୀ ପ୍ରମୋଦ କୁମାର ରାଉତ, ଅତିରିକ୍ତ କୋଷାଗାର ଅଧିକାରୀ, ପୂର୍ଣ୍ଣଚନ୍ଦ୍ର ସିଂ, ମୁଖ୍ୟ…
ଭଜନ ସମ୍ରାଟ ଭାବପୂର୍ଣ୍ଣ ସଙ୍ଗୀତରେ ସଭିଏଁ ,ବିଭୋର ଜନ୍ମଭୂମିରେ ଭିକାରୀ ବଳଙ୍କ ଚତୁର୍ଦ୍ଦଶ ଶ୍ରାଦ୍ଧୋତ୍ସବ
କେନ୍ଦ୍ରାପଡା, ୩ା୧୧: କେନ୍ଦ୍ରାପଡା ଜିଲ୍ଲାର ବାରୁଅସ୍ଥିତ ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ, ରେଡିଓ ଭାବଗ୍ରାହୀ ଏବଂ ଭିକାରୀ ବଳ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ଭଜନ ସମ୍ରାଟ ଭିକାରୀ ବଳଙ୍କ ଚତୁର୍ଦ୍ଦଶ ଶ୍ରାଦ୍ଧୋତ୍ସବ ସଙ୍ଗୀତ ନିର୍ଦ୍ଦେଶକ ବିମଳ…
ଦୁଇ ଦିନିଆ ବୈଷ୍ଣବ ପରିଡା ମେମୋରିଆଲ ଜିଲ୍ଲାସ୍ତରୀୟ ଚେସ ଚମ୍ପିୟନସିପ୍ ଉଦ୍ଯାପିତ, ଲଭ୍ୟଜିତ ଚମ୍ପିୟାନ
କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡା ତୁଳସୀ ମହିଳା ମହାବିଦ୍ୟାଳୟରେ ଦୁଇ ଦିନିଆ ଡକ୍ଟର ବୈଷ୍ଣବ ପରିଡା ମେମୋରିଆଲ ଜିଲ୍ଲା ସ୍ତରୀୟ ଚେସ ଚମ୍ପିୟନସିପ ରବିବାର ଉଦ୍ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ ଡ. ସୌଭାଗ୍ୟ ପରିଡା…
ଅଗ୍ନିବିପନ୍ନଙ୍କୁ ସାଂସଦଙ୍କ ସହାୟତା ପ୍ରଦାନ
କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ବ୍ଲକ ଅଧିନ ଚକ୍ରୋଡା ଗ୍ରାମପଞ୍ଚାୟତର ନରିଲୋ ଗ୍ରାମର ତ୍ରୈଲୋକ୍ୟ ନାୟକଙ୍କ ଘର ସହିତ ଗୁହାଳ ଘର ଗତ ୩୧ ତାରିଖ ରାତିରେ ଆକସ୍ମିକ ଅଗ୍ନିକାଣ୍ଡରେ ସମ୍ପୂର୍ଣ ପୋଡି ଯାଇଥିଲା। ସେଥିରେ ତାଙ୍କର ୩ ଟି ଗାଇ ପୋଡିହୋଇ ମରିଯିବା…
ବଡ଼ପଡା ଶାଖା ଡାକ ଘରୁ ଚୋରୀ ଥାନାରେ ଏତଲା
ପଟ୍ଟାମୁଣ୍ଡାଇ ୩/୧୧-ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବଡପଡା ଶାଖା ଡାକ ଘରୁ ଗତକାଲି ବିଳମ୍ବିତ ରାତିରେ ଚୋରୀ ହୋଇଛି ।ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଏତଲା ଦିଆଯାଇଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଛାନଭିନ ଆରମ୍ଭ କରିଛି ।…










