ବିଶ୍ୱ ଏଡ୍‌ସ ଦିବସ ପାଳିତ

କେନ୍ଦ୍ରାପଡ଼ା,୧ା୧୨: କେନ୍ଦ୍ରାପଡା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆଜି ପୂର୍ବାହ୍ନରେ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରମୋଦ କୁମାର ପ୍ରହରାଜଙ୍କ ଅଧ୍ୟକ୍ଷତାରେ ବିଶ୍ୱ ଏଡ୍‌ସ ଦିବସ ପାଳନ ହୋଇଯାଇଛି…

ପଟ୍ଟାମୁଣ୍ଡାଇ ବ୍ଲକ କନିଷ୍ଠ ଶିକ୍ଷକ ସଂଘ କର୍ମକର୍ତା ନିର୍ବାଚନ

ପଟ୍ଟାମୁଣ୍ଡାଇ ୧/୧୨ -ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକମାନଙ୍କ (ଚୁକ୍ତିଭିତିକ) ଏକ ବୈଠକ ବେଲତଳ ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା…

ଅଗ୍ନି କାଣ୍ଡରେ ଘର ପୋଡି ସହିତ ୩ ଗାଈ ୨ ବାଛୁରୀ ମୃତ

ରାଜନଗର, ୧/୧୨ ଭାସ୍କର ରାଉତରାୟ- ରାଜନଗର ବ୍ଲକ ରଂଗଣୀ ଗ୍ରାମ ପଂଚାୟତ ଅନ୍ତର୍ଗତ ପଟ୍ଟାପାରିଆ ଗ୍ରାମରେ ଗତକାଲି ରାତିରେ ପ୍ରଦୀପ ସେନାଙ୍କ ଗୁହାଳରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୁହାଳ ଘର ସମେତ ୩ଟି ଗାଈ ଓ ୨ଟି ମାଈ ବାଛୁରୀ ପୋଡିହୋଇ…

ରାଜନଗର ବ୍ଳକ ସରପଂଚ ସଂଘ ବୈଠକ

ରାଜନଗର, ୧/୧୨ – ଆଜି ରାଜନଗର ବ୍ଳକ କଣ୍ଡିରା ପଂଚାୟତ କାର୍ଯ୍ୟାଳୟ ପରିସରରେ ରାଜନଗର ବ୍ଳକ ସରପଂଚ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା । ସରପଂଚ ସଙ୍ଘର ସଭାପତି ଅଶୋକ କୁମାର ମହାନ୍ତିଙ୍କ ପୌରହିତରେ ଆୟୋଜିତ ଏହି ବୈଠକରେ କେନ୍ଦ୍ରାପଡା ଜିଲ୍ଲା…

ଉଦ୍‌ଘାଟିତ ହେଲା ଇକୋ ରିଟ୍ରିଟ , ବେଳାଭୂମିର ମଜା ସହ ମିଳିବ ମିନି ଆମାଜନର ଅନୁଭୂତି

କେନ୍ଦ୍ରାପଡା , ୧/୧୨ – ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଦେଶ ଓ ବିଦେଶରୁ ପର୍ଯ୍ୟଟକଙ୍କୁ ଓଡ଼ିଶାକୁ ଆକୃଷ୍ଟ କରିବା ପାଇଁଁ ରବିବାର ଠାରୁ ଆସନ୍ତା ଫେବୃଆରୀ ୨୯ ପର୍ଯ୍ୟନ୍ତ ଇକୋ ରିଟ୍ରିଟ ଫେଷ୍ଟିଭାଲର ଆୟୋଜନ କରାଯାଉଛି। ଓଡ଼ିଶାର ଭିତରକନିକା, ସାତକୋଶିଆ,…

ନଦୀରେ ବୁଡି ୩ ବର୍ଷର ଶିଶୁ ପୁତ୍ର ମୃତ

ପଟ୍ଟାମୁଣ୍ଡାଇ ୧/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ଫାଣ୍ଡି କୂଳସାହ ଗାଁରେ ଏକ ଅଘଟଣ ଘଟିଛି। ନଦୀରେ ବୁଡି ୩ ବର୍ଷର ଶିଶୁପୁତ୍ରଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସନ୍ତୋଷ ଆରୁଖଙ୍କ ୩ ବର୍ଷର ପୁଅ କିଷ୍ଣା ଆରୁଖ…

ବିଶ୍ୱ ଏଡସ ଦିବସ : ସଚେତନତା ହିଁ ପ୍ରକୃତ ନିଦାନ

ଭୁବନେଶ୍ୱର୧/୧୨- ଆଜି ହେଉଛି ବିଶ୍ୱ ଏଡସ ଦିବସ । ଏଚଆଇଭି ଭୂତାଣୁ ରେ ସଂକ୍ରମିତ ଲୋକଙ୍କୁ ସହାୟତା ପ୍ରଦାନ କରିବା ସହ ଏଡସ ସଙ୍କ୍ରାନ୍ତୀୟ ରୋଗରେ ପୀଡିତ ଲୋକଙ୍କୁ ସମର୍ଥନ ଜଣାଇବାଲାଗି ଏହି ଦିବସ ପାଳନ କରାଯାଇଥାଏ । ଏଚଆଇଭି ସଂକ୍ରମଣ…

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ମାସିକ ବୈଠକ

କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ରାମ ମନ୍ଦିର ପରିସରରେ ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ମାସିକ ବୈଠକ ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ନିମ୍ନଲିଖିତ ପ୍ରସ୍ତାବ ଗୁଡିକ ଆଗତ କରଯାଇ ସର୍ବସମ୍ମତିକ୍ରମେ ଗୃହୀତ…

ନାକ୍ ପରିବର୍ତ୍ତନ ପାଇଁ କେନ୍ଦ୍ରାପଡା କଲେଜରେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ନାକ୍ ମାନ୍ୟତାର ନବୀକରଣ ପାଇଁ ଆଜି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ସଭାପତିତ୍ୱରେ ଆଇ.କ୍ୟୁ.ଏ.ସି ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରତିବର୍ଷର କାର୍ଯ୍ୟାବଳୀକୁ ନେଇ ବାର୍ଷିକ ତଥ୍ୟ ସହ…