ଗ୍ରାହକ ବେଶରେ କାର ଲୁଟି ନେବା ଘଟଣା : ଚୋରୀ କାର ଜଗତପୁରରୁ ଉଦ୍ଧାର ,୨ଥାନାରେ ଅଟକ

ପଟ୍ଟାମୁଣ୍ଡାଇ ୨/୧୧ -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମର ଯୁବ ବ୍ୟବସାୟୀଙ୍କ କାରଗାଡିକୁ ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋର ମାନେ ଗ୍ରାହକ ବେଶରେ ଆସି ଚୋରୀ କରି ନେଇ ଫେରାର ହୋଇ ଯାଇଥିଲେ । ଏନେଇ ପଟ୍ଟାମୁଣ୍ଡାଇ…

ପୁନର୍ବାସ ସୃଜନ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ

କେନ୍ଦ୍ରାପଡା,୨ା୧୨: ଭିନ୍ନକ୍ଷମଙ୍କ ଥେରାପି ସେବା ଓ ସାମାଜିକ ପୁନଃପ୍ରତିଷ୍ଠା ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ମାଧପୁରସ୍ଥିତ ଅମର ଉଦ୍ୟାନ ପରିସରରେ “ପୁନର୍ବାସ ସୃଜନ ସମ୍ମାନ ଓ ପୁସ୍ତକ ଉନ୍ମୋଚନ ଉତ୍ସବ’ ଅନୁଷ୍ଟିତ ହୋଇଯାଇଛି । ପ୍ରତିଷ୍ଠାତା ଓ ମୁଖ୍ୟ ଉପଦେଷ୍ଟା…

କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

କେନ୍ଦ୍ରାପଡା,୨ା୧୨: କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ଏକ ଜରୁରୀକାଳୀନ ବୈଠକ ସ୍ଥାନୀୟ ହୋଟେଲ୍ ଚଣ୍ଡିଆ ପ୍ୟାଲେସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ସଂଘର କାମଚଳା ସଭାପତି ଗାନୁ ସାହୁ ସଭାପତିତ୍ୱ କରିଥିଲେ। ସଭାର ପ୍ରାରମ୍ଭରେ ଦିବଂଗତ ପୂର୍ବତନ ସଭାପତି ସ୍ୱର୍ଗତ ନୃସିଂହ…

ବିଜୁ ପଟ୍ଟନାୟକ କଲେଜର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ

କେନ୍ଦ୍ରାପଡ଼ା,୧ା୧୨: ଜିଲ୍ଲାର ଗ୍ରାମାଂଚଳରେ ଉଚ୍ଚଶିକ୍ଷାର ପ୍ରସାର କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବା ଅନ୍ତେଇ ବିଜୁ ପଟ୍ଟନାୟକ କଲେଜ ଆଜି ୪୪ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ବିଶ୍ୱଜିତ ତ୍ରିପାଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ…

ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ କବି ସେନାପତି ପ୍ରଦ୍ୟୁମ୍ନ କେଶରୀ ପାଇଲେ ଜୟରାଷ୍ଟ୍ର କବିତା ସମ୍ମାନ

କେନ୍ଦ୍ରାପଡା,୧ା୧୨: ସାମାଜିକ ସଂଗଠନ “ଜୟରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ’ ପକ୍ଷରୁ ତୃତୀୟ ରାଷ୍ଟ୍ରବାଦୀ କବିତା ମହୋତ୍ସବ ସ୍ଥାନୀୟ ସାନ୍ଧ୍ୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ପ୍ରାବନ୍ଧିକ ଦାସ ବେନହୁର ଉତ୍ସବକୁ ଉଦଘାଟନ କରି ରାଷ୍ଟ୍ର ଓ ବ୍ୟକ୍ତିର ସମ୍ପର୍କକୁ ବାଖ୍ୟା…