ପାବନ କ୍ଷେତ୍ରରେ ଦେବ ଦୀପାବଳି ଉତ୍ସବ

କେନ୍ଦ୍ରାପଡା,୩ା୧୨: ସନ୍ଧ୍ୟାରେ କୋରୋସ୍ଥିତ ପାବନ କ୍ଷେତ୍ରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବ ଦୀପାବଳି ଉତ୍ସବ ଯଥାବିଧି ପାଳିତ ହୋଇଯାଇଛି । ମନ୍ଦିର ପରିଚାଳନା ସମିତିର ସଂପାଦକ ସୀତାକାନ୍ତ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଭାବଗ୍ରାହୀ…

ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ଜିଲ୍ଲା ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ୩/୧୨ -ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ୩ଦିନ ବ୍ୟାପି ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁ ଉଦଘାଟନ କରିଥିଲେ ।…

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ, ଭିନ୍ନକ୍ଷମମାନେ କାହାର ଦୟାର ପାତ୍ର ନୁହନ୍ତି

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡାରେ ଏକ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପୈାରସଂସ୍ଥା ଟାଉନ ହଲ ପରିସରରେ ଖୁବ ଧୁମଧାମ ସହ ପାଳନ ହୋଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଏକ ସଚେତନତା ରଥ…

ମା’ ରମାଦେବୀ ଥିଲେ ନାରୀ ସଶକ୍ତିକରଣର ଅଗ୍ରଧାବିକା

କେନ୍ଦ୍ରାପଡ଼ା,୩ା୧୨: ଆଜିକୁ ଶହେ ବର୍ଷ ପୂର୍ବେ ଯେତେବେଳେ ଦେଶରେ ମହିଳାମାନେ ଘର କୋଣରୁ ବାହାରକୁ ଆସିବା କଳ୍ପନାତୀତ ଥିଲା ସେତେବେଳେ ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ୧୯୨୧ ମସିହାରେ ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ ରମାଦେବୀ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଲେ।…

ଶିବାନନ୍ଦ ଆଶ୍ରମରେ ଭାଗବତ ସପ୍ତାହ ଉଦଯାପିତ

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ପିଙ୍ଗଳ ଶିବାନନ୍ଦ ସେବାଶ୍ରମରେ ଶ୍ରୀମଦ୍ ଭାଗବତ ସପ୍ତାହ ମହାଯଜ୍ଞ ଉଦଯାପିତ ହୋଇଯାଇଛି। ଏହି ଭାଗବତ ସପ୍ତାହର ପ୍ରତିଦିନ ଭାଗବତ ପାଠ ସହ ସନ୍ଧ୍ୟାରେ କୋରୋ, ତନାର, ପାଳକଣା ଏବଂ ତନାର ମଠର କୀର୍ତ୍ତନ…

କୋରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆରୋଗ୍ୟ ଶିବିର

କେନ୍ଦ୍ରାପଡା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ଆୟୁଷ୍ନାନ ଆରୋଗ୍ୟ ମନ୍ଦିରରେ ଆୟୁଷ୍ମାନ ଆରୋଗ୍ୟ ଶିବିର ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବାରୋ ଗ୍ରାମ ପଞ୍ଚାୟତ ସମେତ ପଡୋଶୀ ପଞ୍ଚାୟତରୁ ଆସିଥିବା ଶତାଧିକ ପୁରୁଷ ଓ ମହିଳାମାନେ ଏହି ମାଗଣା ସ୍ୱାସ୍ଥ୍ୟ…

କାର ଲୁଟ ଘଟଣାର ପର୍ଦାଫାଶ : ଚୋରୀ କାର ଉଦ୍ଧାର କଲା ପୋଲିସ, ୨ କୋର୍ଟ ଚାଲାଣ

ପଟ୍ଟାମୁଣ୍ଡାଇ ୩/୧୧  -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସକୁ ବଡ ସଫଳତା ମିଳିଛି । ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋରି ହୋଇଥିବା ହୁଣ୍ଡାଇ କାରକୁ ଭୁବନେଶ୍ୱର କଟକ ରାସ୍ତାର ଏକ ଗ୍ୟାରେଜରୁ ଜବତ କରିବା ସହିତ ୨ ଜଣ ଲୁଟେରାକୁ…

ପଟ୍ଟାମୁଣ୍ଡାଇ ସବଡିଭିଜନ ଘୋଷଣା ଦାବିରେ ଛାତ୍ରକଂଗ୍ରେସର ବିଧାନ ସଭା ଘେରାଉ ଅଭିଯାନ

ପଟ୍ଟାମୁଣ୍ଡାଇ ତା ୩/୧୨ – ଓଡିଶାର ଅନ୍ୟତମ ପ୍ରମୁଖ ବାଣିଜ୍ୟକ ପେଣ୍ଠ ତଥା କେନ୍ଦ୍ରାପଡ଼ା ଜଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇ ରାଜ୍ୟ ରାଜନୀତିରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବେଳେ ଗତ ସୀମା ପୁନଃନିର୍ଧାରଣରେ ପ୍ରଶାସନିକ ଚକ୍ରାନ୍ତର ଶିକାର ହୋଇ…