ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା ଆଧାରିତ କାର୍ଯ୍ୟକ୍ରମ “ବର୍ଣ୍ଣାଳୀ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସହକାରୀ…

ଓଉପଦାରେ ନିଗମାନନ୍ଦ ଭକ୍ତ ସମ୍ମିଳନୀ

ପଟ୍ଟାମୁଣ୍ଡାଇ ୫/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଠାରେ ନୀଳାଚଳ ସାରସ୍ୱତ ସଂଘର ୫୬ତମ ବାର୍ଷିକ ସମ୍ମିଳନୀ ଓ ଭକ୍ତ ସମାବେଶ ଅନୁଷ୍ଠିତ ହୋଇଯାଇଛି I ପୁରୀ ନୀଳାଚଳ ସାରସ୍ୱତ ସଂଘ ପ୍ରତିନିଧି ଶରତ ସିଂହଦେଓ ଠାକୁର ନିଗମାନନ୍ଦ ସରସ୍ବତୀଙ୍କ ପାଦପଦ୍ମ…

ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ , ଯୁବକୃଷି ଉଦ୍ୟେଗି ଦାଦନ ମୁହାଁ , ଚାଷକରି ଚାଷୀ ଲାଭ ପାଉନି

ପଟ୍ଟାମୁଣ୍ଡାଇ ୫/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଗୋଟିଏ ପୌରପରିଷଦ ଓ ୩୧ ପଂଚାୟତରେ ପାଖାପାଖି ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିଲାବେଳେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି ଜୀବନଜୀବିକା ନିର୍ବାହ କରିଥାନ୍ତି। କୃଷି ଉତ୍ପାଦିତ…

ଗୋଟିଏ ସ୍ଥାନରେ କୁଣ୍ଡଳି ମାରି ବସିରହିଛନ୍ତି ବହୁ ଅଧିକାରୀ : ଅଜବ ନୀତିରେ ଚାଲିଛି ଅଧିକାରୀଙ୍କ ବଦଳି, ଡେପୁଟେଶନ

ପଟ୍ଟାମୁଣ୍ଡାଇ ୫/୧୨ -ରାଜ୍ୟ ସରକାରଙ୍କ ନିୟମାନୁସାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଗୋଟିଏ ସ୍ଥାନରେ ମାତ୍ରାଧିକ ୩ବର୍ଷ କାର୍ଯ୍ୟ କରିପାରିବେ । ୩ବର୍ଷ ପରେ ତାଙ୍କର ଅନ୍ୟ ସ୍ଥାନକୁ ବଦଳି ହୋଇଥାଏ । ଫଳରେ ସରକାରୀ ଦପ୍ତରରେ ଦୁର୍ନୀତି କମିବା ଠାରୁ…

ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୫/୧୨ଅନ୍ତର୍ନିବେଶୀ ଶିକ୍ଷା କେନ୍ଦ୍ରର ଆୟୋଜିତ ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ କଷଣଅଣ୍ଟା ହାଇସ୍କୁଲ ଠାରେ ମହାସମାରୋହ ରେ ପାଳିତ ହୋଇଯାଇଅଛି। ପଟ୍ଟାମୁଣ୍ଡାଇ ପୈାରାଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ…

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା, ୫ା୧୨: ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍‌ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି ସହର ମଧ୍ୟ…

ସରସ୍ୱତୀ ଶିଶୁ ମନ୍ଦିରରେ କ୍ରୀଡା ଉତ୍ସବ

କେନ୍ଦ୍ରାପଡା,୫ା୧୨: ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଶିଶୁବାଟିକା ବିଭାଗର ବାର୍ଷିକ କ୍ରୀଡା ତିନିଦିନଧରି ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ ପ୍ରାରମ୍ଭ ଓ ଶିଶୁ ବୋଧ ଶ୍ରେଣୀର ୧୨୮ଜଣ ଶିଶୁ ଭାଗ ନେଇଥିଲେ । ଚଳିତ ମାସ…