ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୬ା୧୨: ଆଜି କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍ ହୋଇଯାଇଛି । ଜିଲ୍ଲା ସଂଘ ସମ୍ପାଦକ ଶୁଭାଶୀଷ ସେନାପତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ମୁଖ୍ୟ…

କୁରାଳ ପଞ୍ଚମୀ ମହାସମାରୋହରେ ପାଳିତ

କେନ୍ଦ୍ରାପଡ଼ା,୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ ଚକ୍ରପୁର ଗ୍ରାମରେ ଆଜି କୁମ୍ଭକାରମାନଙ୍କର ଗଣପର୍ବ କୁରାଳ ପ-୍‌ଚମୀ ମହାସମାରୋହରେ ପାଳନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା କୁମ୍ଭକାର ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯର୍୍ୟକ୍ରମରେ ଅରୁଣ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ । ପାରମ୍ପରିକ…

ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୬/୧୧- ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା କଲେଜ ରସାୟନ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ “ଆକାଡେମିଆ ଇଣ୍ଡଷ୍ଟ୍ରି ଇଣ୍ଟରଫେସ ଓ ସସଷ୍ଟେନବୁଲ ଏନଭିରନମେଣ୍ଟ ” ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ…

ଦଳିତ ଜାତିସଂଘ ପକ୍ଷରୁ ଆମ୍ବେଦକର ଶ୍ରାଦ୍ଧ ଦିବସ ପାଳିତ

ପଟ୍ଟାମୁଣ୍ଡାଇ ତା ୬/୧୨- ପଟ୍ଟାମୁଣ୍ଡାଇ ଦଳିତ ଜାତିସଂଘ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ ଭୀମ ରାଓ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ସଭାପତି କଳ୍ପତରୁ ମଲିକଙ୍କ ପୌରହିତ୍ୟରେ ଦଳିତ ଜାତି ସଂଘ କାର୍ଯ୍ୟାଳୟରେ ଆୟୋଜିତ ସଭାରେ କଂଗ୍ରେସ ଦଳିତ…

ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ

ପଟ୍ଟାମୁଣ୍ଡାଇ ତା ୬/୧୨ -ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ ଭି ଆର ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ ପାଳିତ ହୋଇଯାଇଛି । ସ୍ମୃତି ସଂସଦ ସଭାପତି ବାରେଣୀ ସେଠୀଙ୍କ ପୌରହିତ୍ୟରେ ସ୍ଥାନୀୟ ବାଇପାସ ଠାରେ ଆୟୋଜିତ ସ୍ମୃତି…

ସଡକ ଦୂର୍ଘଟଣାରେ ଜଣେ ମୃତ

କେନ୍ଦ୍ରାପଡ଼ା,୬ା୧୨: କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ବାରୋ ଠାରୁ ପଥରକଣୀ ରାସ୍ତାରେ ଏକ ସଡକ ଦୂର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ପଟ୍ଟାମୁଣ୍ଡାଇ…

ପୋଲିସ ସୁରକ୍ଷା ବଳୟରେ ବିଦାୟ ନେଲେ ବିବାଦୀୟ କେନ୍ଦ୍ରାପଡା ବିଡିଓ

କେନ୍ଦ୍ରାପଡ଼ା,୬ା୧୨: ପୂର୍ବରୁ ଅଣ୍ଡାମାଡ଼ କରାଯାଇଥିବା ଚର୍ଚ୍ଚିତ ତଥା ବିବାଦୀୟ କେନ୍ଦ୍ରାପଡା ବ୍ଲକ ବିଡିଓ ବନ୍ଦନା ଖଟୁଆ ସଂପୂର୍ଣ୍ଣ ପୋଲିସ ସୁରକ୍ଷା ବଳୟ ଭିତରେ ଶୁକ୍ରବାର କେନ୍ଦ୍ରାପଡ଼ା ବ୍ଲକ କାର୍ଯ୍ୟାଳୟ ପରିତ୍ୟାଗ କରିଛନ୍ତି। ପୁନର୍ବାର ତାଙ୍କୁ ଅଣ୍ଡାମାଡ଼ କରାଯିବାର ଆଶଙ୍କା କରି ସେ…

ବସପୁର ବାଲି ଖାଦାନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

କେନ୍ଦ୍ରାପଡ଼ା, ୬ା୧୨: ବସପୁର ବାଲି ଖାଦାନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଖବର ପାଇ କେନ୍ଦ୍ରାପଡା ସଦର ଥାନା ପୋଲିସ ଓ ଖଣି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଫଳରେ ଉଭୟ ଗୋଷ୍ଠୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ସୂଚନା ଅନୁଯାୟୀ କେନ୍ଦୁଝରର…