କେନ୍ଦ୍ରାପଡ଼ା,୧୧ା୧୨: ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -୨୦୨୪ ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ବୁଧବାର ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳଙ୍କ ଦାୟୀତ୍ୱରେ ଥିବା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଯୋଗଦେଇ ପ୍ରଦର୍ଶନୀକୁ ଉଦଘାଟନ କରି କୁନି କୁନି ବୈଜ୍ଞାନିକମାନଙ୍କ ପ୍ରକଳ୍ପ ଗୁଡିକ ଅନ୍ୟ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରେରଣା ଦାୟକ ହେବ […]