ଜିଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଲାୟନ୍ସ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା ଜିଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୮ମ ମ୍ୟାଚ୍‌ରେ ଲାୟନ୍ସ କ୍ଲବ ବିଜୟୀ ହୋଇଛି। ଶନିବାର ଲାୟନ୍ସ କ୍ରିକେଟ କ୍ଲବ ଓ ବିଶ୍ୱାସ କ୍ରିକେଟ…

ଗୁଲନଗରରେ କୁରାଳ ପଞ୍ଚମୀ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର କୁମ୍ଭାର ସାହିରେ ଲକ୍ଷ୍ମୀନାରାୟଣ କ୍ଲବ ପକ୍ଷରୁ କୁରାଳ ପଞ୍ଚମୀ ଉତ୍ସବ ଉଦ୍‌ଯାପିତ ହୋଇଛି । ଏହି ଉତ୍ସବ ୬ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖରେ ବସର୍ଜନ କରାଯାଇଥିଲା । ଗତ ଶୁକ୍ରବାର…

ଗୀତା ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ରୋଡର ଈଶ୍ୱରପୁରସ୍ଥିତ ବ୍ରହ୍ମ ଗୈାଡିୟ ସେବା ସଂସ୍ଥାନ ଭାଗବତ ଦାସ ମଠ ପରିସରରେ ପବିତ୍ର ଗୀତା ଜୟନ୍ତୀ ପାଳିତ ହୋଇଯାଇଛି। ମଠର ମହନ୍ତ ସଚ୍ଚିଦାନନ୍ଦ ଗୈାସ୍ୱାମୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ସଂସ୍କୃତ ପ୍ରବଚକ ପଣ୍ଡିତ…

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆଶ୍ରମର ପ୍ରାର୍ଥନା ମଣ୍ଡପରେ…

ପଟ୍ଟାମୁଣ୍ଡାଇରେ ଚତୃର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ୧୪/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚତୃର୍ଥ ଲୋକ ଅଦାଲତ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛିା ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀସଂଗୀତା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ…