କେନ୍ଦ୍ରାପଡା ମହାବିଦ୍ୟାଳୟ ମୁଖ୍ୟ ଅଟ୍ଟାଳିକା କାନ୍ଥ ଭୁଷୁଡି ପଡିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବଦ୍ୟାଳୟର କନଫରେନ୍ସ ହଲ ସମ୍ମୁଖ ବାରଣ୍ଡାର କାନ୍ଥ ଭୁଷୁଡି ପଡିବାର ଆଶଙ୍କା ସୃଷ୍ଟି ହୋଇଛି। କେଉଁ ମୁହୂର୍ତରେ ଏହି କାନ୍ଥ ଓ ତାଜା ଯେ ଖସିନପଡିବ ତାହା କହିହେବ ନାହିଁ। ସଂପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ଏହି କାନ୍ଥ…

କାଟକ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୧ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା…

ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ପ୍ରଫେସର ବୈଷ୍ଣବ ଚରଣ ସିଂଙ୍କ ପରଲୋକ , ବିଭିନ୍ନ ମହଲରେ ଶୋକ

ପଟ୍ଟାମୁଣ୍ଡାଇ ୧୭/୧୨ -ରେଭେନ୍ସା ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ତଥା ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ବୈଷ୍ଣବ ଚରଣ ସିଂଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରାଯାଇଛି।ତାଙ୍କ ମୃତ୍ୟୁ…

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ପକ୍ଷରୁ ଅଗ୍ନି ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ବଡ଼ସରାଦେଇପୁର ଗ୍ରାମର କୁଳମଣି ମଲିକଙ୍କ ଘର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଥିଲା। ଫଳରେ ତାଙ୍କ…

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

ଭୁବନେଶ୍ୱର ୧୭/୧୨- ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣାଧୀନ ଏକ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀ କଡ଼ା ନିର୍ଦେଶ ଦେଇଛନ୍ତି। କ୍ୱାଲିଟିରେ କମ୍ପରମାଇଜ ନ କରିବାକୁ ମନ୍ତ୍ରୀ…

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ସାମବାଦିକ ସମ୍ମିଳନୀକୁ ବିଜେପି ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ବିଜେପି ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି। ସେମାନେ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୭ା୧୨ – କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ନିର୍ଦ୍ଦେଶାନୁଯାୟୀ ଓ ପ୍ରାଧିକରଣର ସଚିବ ସୁମିତ୍ରା ସାହୁଙ୍କ…