ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାରେ ଚାଷୀ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା, ୧୯ା୧୨: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ବୁଧବାର ଆରମ୍ଭ ହୋଇଥିବା ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାରେ ଗୁରୁବାର ପୂର୍ବାହ୍ନରେ ଏକ ଚାଷୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲା…

ପ୍ରଜ୍ଞାମିଶନ ପକ୍ଷରୁ ଗୀତା ଜ୍ଞାନଯଜ୍ଞ

କେନ୍ଦ୍ରାପଡ଼ା, ୧୯ା୧୨ : ପ୍ରଜ୍ଞାମିଶନ ଆନୁକୂଲ୍ୟରେ ଉଦୟନଗରସ୍ଥିତ ଜିଲ୍ଲା ସଂସ୍କୃତି ଭବନରେ ଗୀତା ଜ୍ଞାନଯଜ୍ଞ ବୁଧବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। କେନ୍ଦ୍ରାପଡା ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି କାର୍ଯ୍ୟକ୍ରମକୁ ଉଦଘାଟନ…

ପଟ୍ଟାମୁଣ୍ଡାଇ ପୌର ପରିଷଦ ବିଜେଡି ଡିଜିଟାଲ ସଭ୍ୟ ତାଲିମ

ପଟ୍ଟାମୁଣ୍ଡାଇ ୧୯/୧୨ -ବିଜୁଜନତା ଦଳର ସୁପ୍ରିମ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ତତ୍ୱାବଧାନରେ ଏବଂ ପଟ୍ଟାମୁଣ୍ଡାଇ ନଗର ବିଜେଡି ସଭାପତି ବୁଢ଼ା ଲେଙ୍କାଙ୍କ ଉପସ୍ଥିତିରେ ପୌରାଂଚଳର ଆଗଧାଡିର ନେତୃତ ସମେତ…

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ଜାତୀୟ ପେନସନ ଦିବସ ପାଳିତ

କେନ୍ଦ୍ରାପଡା,୧୯ା୧୨:କେନ୍ଦ୍ରାପଡା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟ ଶାଖା ପରିସରରେ ଜାତୀୟ ପେନସନ୍ ଦିବସ ଆନନ୍ଦ ଓ ଉଲ୍ଲାସର ସହ ପାଳନ କରାଯାଇଛି । ମୁଖ୍ୟ ପ୍ରବନ୍ଧକ ବିଶ୍ୱଜିତ୍ ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବକୁ ପାରାଦୀପ ଆଞ୍ଚଳିକ ପ୍ରବନ୍ଧକ ଦେବାଶିଷ ରଥ ପ୍ରଦୀପ…

ଚୂଲି ନିଆଁରେ ପୋଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା,୧୯ା୧୨: ଚୂଲିରେ ରୋଷେଇ କରୁଥିବା ବେଳେ ଶାଢୀରେ ଆକସ୍ମିକ ଭାବେ ନିଆଁ ଲାଗି ପୋଡ଼ିଯାଇଥିବା ମହିଳାଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ମାର୍ଶାଘାଇ ବ୍ଲକ୍‌ର ମଙ୍ଗରାଜପୁର ପଞ୍ଚାୟତ ଅନ୍ତର୍ଗତ ନଚ୍ଛିପଡ଼ା ଗ୍ରାମର ପ୍ରଶାନ୍ତ କୁମାର ପରିଡ଼ାଙ୍କ ପତ୍ନୀ ମାନସୀ ପରିଡ଼ାଙ୍କର…

ନାଟ୍ୟ ମହୋତ୍ସବରେ ପ୍ରକାଶ ପାଇବ “ଆମ ରଙ୍ଗମଞ୍ଚ”

କେନ୍ଦ୍ରାପଡା ୧୯/୧୨- କେନ୍ଦ୍ରାପଡ଼ାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ଅବସରରେ ଏକ ସତନ୍ତ୍ର ତଥ୍ୟଭିତ୍ତିକ ପତ୍ରିକା “ଆମ ରଙ୍ଗମଞ୍ଚ” ପ୍ରକାଶ ପାଇବାକୁ ଯାଉଛି। ନାଟକର ସର୍ବ ଭାରତୀୟ ସଂକ୍ଷିପ୍ତ ଆକଳନଠାରୁ ଆରମ୍ଭ କରି ଆଧୁନିକ…

ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡ଼ା, ୧୯ା୧୨: ଆଜି କେନ୍ଦ୍ରାପଡ଼ା ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜାତୀୟ ଭଲିବଲ୍ ଖେଳାଳୀ ଶେଖ୍ ନିଜାମ୍ ଅଲ୍ଲୀ କୃତି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ…