ପଟ୍ଟାମୁଣ୍ଡାଇ ବ୍ଲକରେ ଶିଶୁ ପାଇଁ ଦିବସଟିଏ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୦/୧୨- ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଶିଶୁ ପାଇଁ ଦିବସଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସି ଡି ପି ଓ ଲଷ୍ମୀମଣି ସିଂଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡି ସି ପି ଓ ବିଜୟ କେତନ…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ

କେନ୍ଦ୍ରାପଡ଼ା,୨୦ା୧୨ : ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ଏକାଡ଼େମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ୍ ଗୁରୁବାର କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ, ପଞ୍ଚାୟତରାଜ ଓ ପାନୀୟଜଳ,…

ଆମ୍ବେଦକରଙ୍କ ପ୍ରତି ଗୃହମନ୍ତ୍ରୀଙ୍କ ଅପମାନସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦମୀ ପାର୍ଟିର ବିକ୍ଷୋଭ

କେନ୍ଦ୍ରାପଡ଼ା, ୨୦ା୧୨: ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କ ପ୍ରତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ କେନ୍ଦ୍ରାପଡା ଜିଲ୍ଲା ଆମ୍ ଆଦମୀ ପାର୍ଟି ପକ୍ଷରୁ ସରକାରୀ ହାଇସ୍କୁଲ ଛକସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ତଳେ ଓ ଜିଲ୍ଲାପାଳଙ୍କ…

ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

ପଟାମୁଣ୍ଡାଇ୨୦/୧୨ – ପଟାମୁଣ୍ଡାଇ ଅଞ୍ଚଳର ସର୍ବ ପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ପୁରାତନ ଛାତ୍ର ସଂସଦ ପ୍ରତିଷ୍ଠାତା ସମ୍ପାଦକ ତଥା ରେଭେନସା ମହାବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡ. ବୈଷ୍ଣବ ଚରଣ ସି°ହ ଓ…

ପୌର ପରିଷଦର ବୈଠକ ॰ ଜଳ ନିଷ୍କାସନ ସମସ୍ୟା ଦୂର ପାଇଁ ଡ୍ରେନ ତାଲିକା

ପଟ୍ଟାମୁଣ୍ଡାଇ ୨୦/୧୨- ପଟ୍ଟାମୁଣ୍ଡାଇ ପୌର ପରିଷଦର ବୈଠକ ଶୁକ୍ରବାର ପୌର ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷ ହେମନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ବୈଠକର ପ୍ରାରମ୍ଭରେ ପୌର…

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୨୦ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୯୦ରୁ ଉର୍ଦ୍ଧ୍ୱ ଅଟୋମାଲିକ ଓ ଚାଳକମାନେ…

୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ନିମନ୍ତେ ଜିଲ୍ଲାପାଳଙ୍କ ସହ ଆଲୋଚନା

କେନ୍ଦ୍ରାପଡା୨୦/୧୨- କେନ୍ଦ୍ରାପଡା କଳା, ସଂସ୍କୃତି ଓ ବୌଦ୍ଧିକତାର ବିକାଶ କ୍ଷେତ୍ରରେ କାର୍ଯ୍ୟରତ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ) ପକ୍ଷରୁ ଆଗାମୀ ଜାନୁଆରୀ ୬ରୁ ୧୩ଯାଏ ସହରର ମହୀପାଳ ଟେଲିକମ ପଡିଆରେ ରାଜ୍ୟସ୍ତରୀୟ ପୁସ୍ତକମେଳାର ୨୨ତମ ସଂସ୍କରଣ…

ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବାଦୀୟ ମନ୍ତବ୍ୟକୁ ଘୋର ନିନ୍ଦା, କୂଶ ପୁତଳିକା ଦାହ

ପଟ୍ଟାମୁଣ୍ଡାଇ ୨୦/୧୨ – ଆମ୍ବେଦକରଙ୍କ ନାମ ନେବା କଂଗ୍ରେସ ଦଳ ପାଇଁ ଏକ ଫେସନରେ ପରିଣତ ହୋଇଯାଇଛି। ଯଦି ସେମାନେ ଭଗବାନଙ୍କ ନାମ ଏତେ ଥର ନେଇ ଥାନ୍ତେ ତା’ହେଲେ ସେମାନେ ସାତ ଜନମ ପାଇଁ ସ୍ୱର୍ଗରେ ସ୍ଥାନ ପାଇଯା’ନ୍ତେ ବୋଲି…

ଛାତ୍ରକୁ ଛୁରି ଭୁସିଲା ଛାତ୍ର ; ହସ୍‌ପିଟାଲରେ ଭର୍ତି

ପଟ୍ଟାମୁଣ୍ଡାଇ ୨୦/୧୨ -ଦୁଛ ଛାତ୍ରଙ୍କ ମଧ୍ୟରେ ଝଗଡା ଝାଟିରୁ ଜଣେ ୟୁପି ସ୍କୁଲ ଛାତ୍ରକୁ ଆଜି ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଏହି ଆକ୍ରମଣ କରିଛି। ଗୁରୁତର ଅବସ୍ଥାରେ ଛାତ୍ରକୁ ଡାକ୍ତରଖାନାରେ ଭର୍ତି କରାଯାଇଛି। ଦୁଇ ଛାତ୍ର…