ଚଣ୍ଡିଗଡ଼,୨୧୧୨- ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪…
Day: 21 December 2024
ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜନଗର ବିଜେଡିରୁ ୨ ନିଲମ୍ବିତ
କେନ୍ଦ୍ରାପଡା, ୨୧ା୧୨:ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ୱାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍ ବିବୃତିରେ ଜଣାଇଛନ୍ତି।…
ରୁଦ୍ରାଣୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ
କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମସ୍ଥିତ ରୁଦ୍ରାଣୀ ପବ୍ଲିକ ସ୍କୁଲ ଏବଂ କିଡସ୍ ପ୍ଲେ ସ୍କୁଲର ମିଳିତ ଆନୁକୂଲ୍ୟରେ ୨୦ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନିଲୁ…
ଲଘୁଚାପ ବର୍ଷାରେ ଚାଷୀ ବେହାଲ
କେନ୍ଦ୍ରାପଡ଼ା, ୨୧ା୧୨: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ଲାଗି ରହିଥିବାରୁ ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗତ କିଛି ଦିନ ହେବ ଚାଷୀମାନେ ବିଲରୁ ଧାନ କାଟି ସେହି…
ବୀରହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ
କେନ୍ଦ୍ରାପଡ଼ା, ୨୧ା୧୨: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଓ କ୍ରୀଡା ମହୋତ୍ସବ ଉଦ୍ଯାପିତ ହୋଇଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ଦୁଇଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର ପ୍ରତିଭାକୁ ପ୍ରଦର୍ଶନ କରିଥିଲେ। ଉଦଯାପନୀ ଉତ୍ସବରେ…
ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀରେ ଜିଲ୍ଲାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ
କେନ୍ଦ୍ରାପଡା,୨୧ା୧୨: ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀ ବରଗଡ ଜିଲ୍ଲାର ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ତିନିଦିନଧରି ଉଦ୍ଯାପିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ କେନ୍ଦ୍ରାପଡାର ୭ଟି ପ୍ରକଳ୍ପ ମଧ୍ୟରୁ ୪ଗୋଟି ପ୍ରକଳ୍ପ ଜୋନସ୍ତରକୁ ମନୋନୀତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଓଡିଶା…
ଷଣ୍ଢପଲ୍ଲୀରେ ବିଜେପି ମିଶ୍ରଣ ପର୍ବ
ପଟ୍ଟାମୁଣ୍ଡାଇ ତା ୨୧/୧୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପି ସଂଗଠନକୁ ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ ନଂ ୧ୱାର୍ଡରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି I ପୂର୍ବତନ କାଉନସିଲର ବରିଷ୍ଠ…
ବଳଭଦ୍ରପୁରରେ ଗାଁରେ ପ୍ରଶାସନ, ଅଭିଯୋଗ ଶୁଣାଣୀ
ପଟ୍ଟାମୁଣ୍ଡାଇ ୨୧/୧୨-ରାଜ୍ୟ ସରକାରଙ୍କ ନିର୍ଦେଶରେ ପ୍ରଶାସନ ଗାଁ ମୁହାଁ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର ପଂଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ…
ହରିହରାନନ୍ଦ ବାଳାଶ୍ରମରେ ପୁରାତନ ଛାତ୍ରସଂସଦ ମହାମିଳନ
ପଟ୍ଟାମୁଣ୍ଡାଇ ୨୧/୧୨-ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ବର୍ଷ ପୂର୍ତି ଉପଲକ୍ଷେ ପୁରାତନ ଛାତ୍ରସଂସଦ ପକ୍ଷରୁ ୨ୟ ମହାମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ହରିହରା ନନ୍ଦ ବାଳାଶ୍ରମ ପ୍ରତିଷ୍ଠାତା ଅନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ କ୍ରିୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଉଦଘାଟନ କରିଥିଲେ ।…
ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ : ୧୦ ଯାତ୍ରୀ ଆହତ
ପଟ୍ଟାମୁଣ୍ଡାଇ ୨୧/୧୨ -କଟକରୁ ଯାତ୍ରୀମାନଙ୍କୁ ନେଇ ମହାକାଳପଡା ଜମ୍ବୁ ଅଭିମୁଖେ ଯାଉଥିବା ‘ଉମାଶଙ୍କର’ ନାମକ ଯାତ୍ରୀବାହୀ ବସ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥିନା ବଟପଡା ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ ଦୁର୍ଘଟଣାରେ ପ୍ରାୟ ୮ ରୁ ୧୦ ଜଣ ଯାତ୍ରୀ…
ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ନିସ୍ୱ
ପଟ୍ଟାମୁଣ୍ଡାଇ ୨୧/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଢାଖଣ୍ଡ ଗ୍ରାମରେ ଏକ ଘରେ ଶନିବାର ସକାଳେ ଅଗ୍ନି କାଣ୍ଡ ଘଟି ଗୋଟିଏ ପରିବାର ନିସ୍ୱ ହୋଇଯାଇଛନ୍ତି । ରୋଷଇ ବେଳେ ସିଲିଣ୍ଡରରୁ ହଠାତ ନିଆଁଲାଗି ଯିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା । ସୈାଭାଗ୍ୟ…










