ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତଅମୃତମଣୋହି ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧକ୍ଷ ନିଗମାନନ୍ଦ ସାମଲଙ୍କ ପୌରହିତ୍ୟ ଓ ନିର୍ମଳା ଜେନାଙ୍କ ସଂଯୋଜନା ରେ ଆୟୋଜିତ ଉତ୍ସବରେ ମାର୍ଗଦର୍ଶକ ସ୍ୱାମୀ ଅଦୈତା ନନ୍ଦ ସରସ୍ବତୀ ମୁଖ୍ୟଅତିଥି, ଶିକ୍ଷାବିତ…

ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ପ୍ରଥମ ପ୍ରାଣତୋଷଙ୍କୁ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ୨୩/୧୨ -ବରଗଡ ଜିଲ୍ଲା ବରପାଲି ବାଳକ ହାଇସ୍କୁଲରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ଗ୍ରାମ ପଂଚାୟତ ଗଙ୍ଗାରାମପୁର ହାଇସ୍କୁଲର କୁନି ବୈଜ୍ଞାନିକ ପ୍ରାଣ ତୋଷ ପ୍ରଧାନଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ…

ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଗଣଧାରଣା

କେନ୍ଦ୍ରାପଡ଼ା,୨୩ା୧୨: ବିଦ୍ୟୁତ୍ କର୍ମଚାରୀଙ୍କ ନିଯୁକ୍ତି ଓ ଦରମା ସମେତ ବିଭିିନ୍ନ ସମସ୍ୟା ସମାଧାନ ନହେବା ଯୋଗୁଁ କର୍ମଚାରୀମାନେ ସୋମବାର ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି । ସାରା ଓଡିଶାକୁ ଆଲୋକିତ କରୁଥିବା ବିଦ୍ୟୁତ୍ ଶ୍ରମିକଙ୍କ ଭାଗ୍ୟ ଆଜି ଅନ୍ଧାରରେ ଏହି…

ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ “ଦି କଲଚରାଲ ଡିପିକ୍ସନ ଅଫ ଓମେନ ଇନ ମିଡ଼ିଆ ଫୋକଲୋର ଆଣ୍ଡ ଲିଟିରେଚର :ଇଫେକ୍ଟସ ଅନ ସୋସି ଏଟାଲ ପରସେପସନସ ଇସ୍ୟୁଜ ଆଣ୍ଡ ଚ୍ୟାଲେଞ୍ଜେସ ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ…

ସଂସାରଫଳ ବାସୁଦେବ ମଠ ରେ ହରିବଂଶ,ପ୍ରବଚନଜ୍ଞାନଯଜ୍ଞ

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ବାସୁଦେବ ମଠରେ ତିନି ଦିନ ବ୍ୟାପି ହରିବଂଶ ପଠନ ଓ ପ୍ରବଚନ ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ରବୀନ୍ଦ୍ର ଦାଶ ଓ ମୃତ୍ୟୁଞ୍ଜୟ ପଣ୍ଡା ହରିବଂଶ ପାଠ କରିଥିଲେ…