ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ



ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତଅମୃତମଣୋହି ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧକ୍ଷ ନିଗମାନନ୍ଦ ସାମଲଙ୍କ ପୌରହିତ୍ୟ ଓ ନିର୍ମଳା ଜେନାଙ୍କ ସଂଯୋଜନା ରେ ଆୟୋଜିତ ଉତ୍ସବରେ ମାର୍ଗଦର୍ଶକ ସ୍ୱାମୀ ଅଦୈତା ନନ୍ଦ ସରସ୍ବତୀ ମୁଖ୍ୟଅତିଥି, ଶିକ୍ଷାବିତ ଅଶୋକ କୁମାର ଦାସ ମୁଖ୍ୟବକ୍ତା ସାମ୍ବାଦିକ ଚିତ୍ତରଞ୍ଜନ ମଲ୍ଲିକ,ଇଂ ପ୍ରଦ୍ୟୁମ୍ନ ରାଉତ ଓ ଅମୃତମଣୋହି ସରପଞ୍ଚ ପ୍ରତିନିଧି ସିଦ୍ଧାର୍ଥ ଦାସ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପଦକ ପ୍ରଦାନ କରିଥିଲେ। ଶେଷରେ ସସ୍ମିତା ମଲ୍ଲିକ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ରଶ୍ମିରେଖା ପରିଡା, ଯାଜ୍ଞସେନି ମଲ୍ଲିକ, ସୁଜ୍ଞାନୀ ଦାସ, ଶିଶିର ମଳିକ ଓ ରାଜକିଶୋର ଦାସ ପରିଚାଳନା କରିଥିଲେ।


Next Post

ରାଜଶ୍ରୀର କବି କଥାକାର ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ

Tue Dec 24 , 2024
କେନ୍ଦ୍ରାପଡା,୨୩/୧୨: ରାଜ୍ୟର ଅଗ୍ରଣୀ ସାହିତ୍ୟ ପ୍ରତିଷ୍ଠାନ କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହୋଇ ସଂସଦର ଗୌରବ ବୃଦ୍ଧି କରିଛନ୍ତି । ଗତକାଲି ଭୁବନେଶ୍ୱରସ୍ଥିତ ରେଡ୍‌କ୍ରସ୍ ଭବନରେ ପଲ୍ଲୀକବି ନନ୍ଦକିଶୋର ବଳ ଫାଉଣ୍ଡେସନ ପକ୍ଷରୁ ପ୍ରାୟୋଜିତ ରାଜ୍ୟସ୍ତରୀୟ ପଲ୍ଲୀକବିଙ୍କ ୧୪୯ତମ ଜନ୍ମଜୟନ୍ତୀ ପାଳନ ଅବସରରେ ଉଲ୍ଲେଖଯୋଗ୍ୟ ଭୂମିକା ଏବଂ ସାରସ୍ୱତ ସାଧନା ପାଇଁ ରାଜଶ୍ରୀ ତଥା ବେଳାଭୂମି ସାହିତ୍ୟ ସଂସଦର ସଭାପତି ବିଶିଷ୍ଟ […]

You May Like