ଓଡ଼ିଶାର ନୂଆ ରାଜ୍ୟପାଳ ଡା. ହରିବାବୁ କମ୍ଭମ୍ପତି

ନୂଆଦିଲ୍ଲୀ, ୨୪ା୧୨ ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ହରିବାବୁଙ୍କୁ ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେଇଛନ୍ତି।…

ପ୍ରକାଶ ପାଇଲା ବିଜ୍ଞପ୍ତି : ଆସନ୍ତା ୨୮ରେ ବଡପଡା ସରପଂଚ ପଦ ଉପନିର୍ବାଚନ

ପଟ୍ଟାମୁଣ୍ଡାଇ ୨୪/୧୨ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତର ସରପଂଚ ପଦ ଉପନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବଡପଡା ପଂଚାୟତ ସରପଂଚ ଆସନ ପାଇଁ ଆସନ୍ତା ଜାନୁଆରୀ ୨୮…

ବ୍ରାହ୍ମଣୀ କଲେଜରେ ଆନ୍ତଃ ଜିଲ୍ଲା ଏନ ଏସ ଏସ ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ୨୪/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ କଲେଜରେ ଗତ ୨୧ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ତ୍ରିଦିବସୀୟ ଆନ୍ତଃ ଜିଲ୍ଲା ଜାତୀୟ ସେବା ଯୋଜନା ସ୍ୱେଛାସେବୀ ନେତୃତ୍ୱ ବିକାଶ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଉତ୍କଳ…

ନେତାଜୀ ମଡେଲ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡ଼ା,୨୪ା୧୨: ମଙ୍ଗଳବାର ସ୍ଥାନୀୟ ନେତାଜୀ ମଡେଲ ସ୍କୁଲର ୨୩ତମ କ୍ରୀଡା ଉତ୍ସବ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କ୍ରୀଡା ଉତ୍ସବକୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ ।…

ସାଇ ମନ୍ଦିରର ପ୍ରଥମ ସଂସ୍ଥାପନ ଦିବସ

କେନ୍ଦ୍ରାପଡା,୨୪ା୧୨: ବିଶ୍ୱର ମହାନ୍ ସନ୍ଥମାନଙ୍କ ମଧ୍ୟରେ ସଦ୍‌ଗୁରୁ ସାଇ ବାବା ଅନ୍ୟତମ । ତାଙ୍କ ଶ୍ରୀମୁଖ ନିଃସୃତ ପବିତ୍ର ଏକାଦଶ ବାଣୀ ଯୁଗଯୁଗକୁ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ଅନୁପ୍ରେରିତ କରୁଥିବ । କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶ୍ରୀ ଶିରଡି ସାଇ ମନ୍ଦିରର…

କେନ୍ଦ୍ର ଗୃହମନ୍ତ୍ରୀଙ୍କ ବହିଷ୍କାର ଦାବି କଲା କେନ୍ଦ୍ରାପଡା କଂଗ୍ରେସ

କେନ୍ଦ୍ରାପଡ଼ା,୨୪ା୧୨: ସମ୍ବିଧାନ ପ୍ରଣେତା ଡ. ଭୀମରାଓ ଆମ୍ବେଦକରଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ରାଜ୍ୟସଭାରେ ଅସମ୍ମାନ କରିବାକୁ ନେଇ କେନ୍ଦ୍ରାପଡା କଂଗ୍ରେସ ତୀବ୍ର ନିନ୍ଦା କରିଛି । ପୃଥିବୀରେ ସମ୍ମାନ ପାଉଥିବା ଏବଂ ଦେଶରେ ପୂଜା ପାଉଥିବା ଦଳିତ, ନିଷ୍ପେଷିତ, ଶ୍ରମିକଙ୍କ…

ଅଦିନିଆ ବର୍ଷାରେ ଫସଲ ହାନି ଋଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ- ଓଡିଶା କୃଷକ ସଭା

କେନ୍ଦ୍ରାପଡା,୨୪ା୧୨: ଲଘୁରୂପ ଜନିତ ଲଗାଣ ବର୍ଷାଯୋଗୁଁ କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ପ୍ରଭାବିତ ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି । ଧାନ ଫସଲ ନଷ୍ଟ ହେବା ସହିତ ପନିପରିବା ଚାଷ ଉଜୁଡ଼ି ଯାଇଛି। ଏହି…

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ତୃତୀୟ ପ୍ରସ୍ତୁତି ବୈଠକ “ବହିଥାକ ଖାଲି ରଖନ୍ତୁ” ପ୍ରମୋ ପୋଷ୍ଟର ଉନ୍ମୋଚିତ

କେନ୍ଦ୍ରାପଡା ୨୩/୧୨-କେନ୍ଦ୍ରାପଡା ଇଭେଣ୍ଟମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ୩ୟ ପ୍ରସ୍ତୁତି ବୈଠକ ମାଧପୁର ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉପଦେଷ୍ଠା ଡଃ ବିରଜା ରାଉତରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ସାମାଜିକ ଗଣମ୍ୟାାଧ୍ୟମର ଶିର୍ଷକ “ବହିଥାକ ଖାଲି…

କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୨୩ା୧୨: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଆଖୁଆ ଓଢଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ଦ୍ୱାରା କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୨୮ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ସଭାପତି ଅଶୋକ କୁମାର…

ଗରାପୁର ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ପାଳନ

କେନ୍ଦ୍ରାପଡା,୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ବିହାରରେ ଶ୍ରୀ ଶିରିଡି ସାଇ ଜନକଲ୍ୟାଣୀ ଟ୍ରଷ୍ଟ ପକ୍ଷରୁ ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି । ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ତ୍ୱାବଧାନରେ ସୋମବାର ପ୍ରାତଃ…

ଶିବାନନ୍ଦ ଆଶ୍ରମ ପକ୍ଷରୁ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା, ୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ଗରିବ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଲଘୁଚାପ ବର୍ଷା ପରେ ପରେ ପ୍ରବଳ ଶୀତ ଲାଗି ରହିଛି। ସେହି ଶୀତରୁ ରକ୍ଷା ପାଇବା ନିମନ୍ତେ ଶିବାନନ୍ଦ…

ରାଜଶ୍ରୀର କବି କଥାକାର ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ

କେନ୍ଦ୍ରାପଡା,୨୩/୧୨: ରାଜ୍ୟର ଅଗ୍ରଣୀ ସାହିତ୍ୟ ପ୍ରତିଷ୍ଠାନ କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହୋଇ ସଂସଦର ଗୌରବ ବୃଦ୍ଧି କରିଛନ୍ତି । ଗତକାଲି ଭୁବନେଶ୍ୱରସ୍ଥିତ ରେଡ୍‌କ୍ରସ୍ ଭବନରେ ପଲ୍ଲୀକବି ନନ୍ଦକିଶୋର ବଳ ଫାଉଣ୍ଡେସନ ପକ୍ଷରୁ…