ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୬/୧୨-ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ସନ୍ଧ୍ୟା ପ୍ରାୟ…

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଚାଷୀଙ୍କ କ୍ଷୟକ୍ଷତି ପାଇଁ ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୬/୧୨-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଜନିତ ଫସଲ ହାନି ହୋଇଥିଲେ ପ୍ରଧାନମନ୍ତ୍ରୀ ଫସଲ ବୀମା…

ଅଧୁରା ରହିଗଲା ଅଯୋଧ୍ୟା ଦର୍ଶନ

ପଟ୍ଟାମୁଣ୍ଡାଇ ୨୬/୧୨ – ମୃତ୍ୟୁ କେତେବେଳେ ଆସେ କେହି କହିପାରିବେ ନାହିଁ । କଥାରେ ଅଛି ନିଶ୍ୱାସକୁ ବିଶ୍ୱାସ ନାହିଁ । ସେଭଳି ଏକ ଅଭାବନୀୟ ଘଟଣା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବାଲିପଡ଼ା ଗ୍ରାମରେ ଘଟିଛି ଓ ଅଯୋଧ୍ୟା ଯାଇ ପ୍ରଭୁ…

ଉଜୁଡ଼ା ଫସଲ ଦେଖି ହୃଦ୍‌ଘାତରେ ଚାଷୀ ମୃତ

କେନ୍ଦ୍ରାପଡା,୨୬ା୧୨: ଫସଲ କ୍ଷୟକ୍ଷତି ଦେଖି ଜଣେ ଚାଷୀଙ୍କ ହୃଦଘାତରେ ମୃତ୍ୟୁ ହୋଇଯାଇଛି। ମୃତ ଚାଷୀ ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗ୍ରାମର ଭାବଗ୍ରାହୀ ମଲ୍ଲିକ(୫୨)। ଭାବଗ୍ରାହୀ ଦେଢ ଏକର ଜମିରେ ଧାନ ଚାଷ କରିଥିଲେ। ହେଲେ…

ଭୁଲ ଇଞ୍ଜେକସନରୁ ନାବାଳକର ମୃତ୍ୟୁ ଘଟଣା ଡାକ୍ତରଙ୍କୁ ଗିରଫ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦ୍ରାପଡ଼ା,୨୬ା୧୨: ଭୁଲ ଇଞ୍ଜେକସନ ଦେଇ ନାବାଳକକୁ ହତ୍ୟା କରିଥିବା ଡା. କିଶୋର ମିଶ୍ରଙ୍କୁ ଗିରଫ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତ ନାବାଳକ ସୂର୍ଯ୍ୟକାନ୍ତର ପରିବାର ପକ୍ଷରୁ ଗୁରୁବାର ଧାରଣା ଦିଆଯାଇଛି। ପରିବାର ଲୋକେ ଅଭିଯୋଗ କରିଥିଲେ ଯେ ନାବାଳକ ସୂର୍ଯ୍ୟକାନ୍ତଙ୍କୁ…

ପଟ୍ଟାମୁଣ୍ଡାଇ କଲେଜରେ ସଂସ୍କୃତିକ ପ୍ରତିଯୋଗିତା

ପଟ୍ଟାମୁଣ୍ଡାଇ ତା ୨୬/୧୨- ପଟ୍ଟାମୁଣ୍ଡାଇ କଲେଜ ସାଂସ୍କୃତିକ ସଂସଦ ପକ୍ଷରୁ ଏକ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରତିଯୋଗିତାକୁ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଉଦଘାଟନ କରି ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି…

ବିଜେପି ମିଛ କହି…’, ବିଜେଡି ପ୍ରତିଷ୍ଠା ଦିବସରେ ବିଜେଡି ହାରିବାର କାରଣ ଖୋଲି କହିଲେ ନବୀନ

ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ…

ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ,ଜନସ୍ୱାର୍ଥ ପାଇଁ ବିଜେଡି ରାଜରାସ୍ତାରେ ଲଢେଇ କରିବ

ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ସହ ଗରିବ ଖଟିଖିଆ ସାଧାରଣ ଜନତାର ସ୍ୱାର୍ଥ ଓ ଅଧିକାର ପାଇଁ ବିଜେଡି ନବୀନ ପଟନାୟକଙ୍କ ନେତୃତ୍ୱରେ ରାଜରାସ୍ତାରେ ଲଢେଇ କରିବ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ରାଜନଗର…

ଅଣୁକବି ବ୍ରହ୍ମାନନ୍ଦ ଦାସ ବ୍ୟକ୍ତି ନୁହଁନ୍ତି ଏକ ବିଚାରଧାରା ,୧୯ତମ ପୁଣ୍ୟ ତିଥିରେ ବିଶିଷ୍ଟ ବ୍ୟକ୍ତିଙ୍କ ମତପୋଷଣ

କେନ୍ଦ୍ରାପଡ଼ା,୨୬ା୧୨: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୁରୁବାର ଅଣୁ କବି ବ୍ରହ୍ମାନନ୍ଦ ଦାସଙ୍କ ଊନବିଂଶ ପୁଣ୍ୟତିଥି ଉପସଭାପତି ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ତାନୀୟ ପବ୍ଲିକ ରିଡିଂ ରୁମ ପରିସରରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ…

ବିଜେଡି ପ୍ରତିଷ୍ଠା ଦିବସ ପାଳିତ ନବୀନ ବାବୁଙ୍କ ହାତମୁଠା ଟାଣ କରିବାକୁ ସମୂହ ସଂକଳ୍ପ

କେନ୍ଦ୍ରାପଡ଼ା,୨୬ା୧୨: ଗୁରୁବାର କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ତରଫରୁ ବିଜେଡିର ୨୮ତମ ଜନ୍ମତିଥି ମୁନିସିପାଲିଟି ଟାଉନ୍ ହଲଠାରେ ଜିଲ୍ଲା ବିଜଡେି ସଭାପତି ଧିରେନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜନ୍ମ ଉତ୍ସବ ପାଳନ ପୂର୍ବରୁ ନୂଆ ବସ୍‌ଷ୍ଟାଣ୍ଡ…