ଅଦିନିଆ ବର୍ଷାରେ ଫସଲ ନଷ୍ଟ , ସମବାୟ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର, ୨୭/୧୨/୨୦୨୪ ବିଭିନ୍ନ ଗଣମାଧ୍ୟମରେ ଅଦିନିଆ ବର୍ଷାରେ ଫସଲ ନଷ୍ଟ ସମ୍ପର୍କିତ ପ୍ରକାଶିତ ଓ ପ୍ରସାରିତ ଖବରକୁ ଗମ୍ଭୀରତାର ସହ ଗ୍ରହଣ କରି ଶୁକ୍ରବାର ସମବାୟ, ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏକ ସମୀକ୍ଷା…

ଲାଲ ବାହାଦୁର ନୋଡାଲ ଉଚ୍ଚ ଶିକ୍ଷାଶ୍ରମର ବନ୍ଧୁମିଳନ ଉତ୍ସବ

କେନ୍ଦ୍ରାପଡ଼ା,୨୭ା୧୨: କେନ୍ଦ୍ରାପଡା ଜିଲ୍ଲା ମେହେନ୍ଦିପୁରସ୍ଥିତ ଲାଲବାହାଦୁର ନୋଡାଲ ଉଚ୍ଚ ଶିକ୍ଷାଶ୍ରମ ୧୯୮୨ ବ୍ୟାଚ ଶିକ୍ଷାର୍ଥୀମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ସ୍ଥାନୀୟ ତରାପୁର ଶାରଳା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ମା’ ଶାରଳାଙ୍କର ମାର୍ଜନା ଓ ପୂଜାର୍ଚ୍ଚନା, ମନ୍ଦିର ପରିବେଶ…

ଅବକାରୀ ଚଢଉ ବେଳେ ମଦ ମାଫିଆଙ୍କ ଆକ୍ରମଣ, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ ୨୭/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇ ପଟ୍ଟାମୁଣ୍ଡାଇ ଅବକାରୀ ଟିମ ନୁଆଗାଁରେ ଚଠାଉ କରିଥିଲେ । ମଦ ଜବତ ସମୟରେ ଅବକାରୀ ସ୍କାର୍ଡ ଉପରେ ମଦମାଫିଆ ଆକ୍ରମଣରେ ୨ଜଣ ଅବକାରୀ ନିରୀକ୍ଷକ…

ରଙ୍ଗତୁଳୀର ସ୍ପର୍ଶରେ ପ୍ରଥମ ଯୁବ ତରଙ୍ଗ ଉଦଘାଟନ

କେନ୍ଦ୍ରାପଡା ୨୭/୧୨- ଜିଲ୍ଲା ସଂସ୍କ୍ରୁତି ଭବନ ପରିସରରେ ସିମ୍ଫୋନି ପକ୍ଷରୁ ଯୁବ ସାଂସ୍କୃତିକ ମହୋତ୍ସବ ଯୁବ ତରଙ୍ଗ ରଙ୍ଗ ତୁଳୀ ସ୍ପର୍ଶରେ ଅତିଥି ଭାବେ ପ୍ରଖ୍ୟାତ୍ କଥାକାର ରାମ ଚନ୍ଦ୍ର ବେହେରା, ଆଲାସ୍କା ବିଶ୍ୱ ବିଦ୍ୟାଳୟର ପ୍ରାଧ୍ୟାପକ ଦେବେନ୍ଦ୍ର କୁମାର ଦାସ,…

ବିଲରେ ଭିଜୁଛି ସୁନାର ଫସଲ , ମୁଣ୍ଡରେ ହାତ ଦେଇ ବସିଛି ଚାଷୀ

କେନ୍ଦ୍ରାପଡ଼ା,୨୭ା୧୨: କେନ୍ଦ୍ରାପଡ଼ା ଜିଲ୍ଲାର ୯ଟି ବ୍ଲକରେ ହୋଇଥିବା ସୁନାର ଫସଲ(ଧାନ ଚାଷ) ଏବେ ବିଲରେ ଭିଜୁଛି। କାରଣ ଲଘୁଚାପ ଜନିତ ବର୍ଷା ଗତ ୫ ଦିନ ଧରି ଲାଗି ରହିଛି। ଏହା ଫଳରେ ବିଲରେ ଅମଳ ହେବାକୁ ଥିବା ଧାନ ଏବେ…

ଆମ୍ବେଦକରଙ୍କୁ ଅସମ୍ମାନ ବୟାନ: ଅମିତ ଶାହାଙ୍କ ବହିଷ୍କାର ଦାବୀ , ମୁଳନିବାସୀ ୟୁନାଇଟେଡ଼୍ ଫୋରମ ପ୍ରତିବାଦ ସଭା ଓ ରାଷ୍ଟ୍ରପତିଙ୍କୁ ଦାବୀପତ୍ର

କେନ୍ଦ୍ରାପଡ଼ା ତା-୨୭/୧୨ “ମୁଳନିବାସୀ ୟୁନାଇଟେଡ଼୍ ଫୋରମ୍ ଓଡ଼ିଶା” କେନ୍ଦ୍ରାପଡ଼ା ଜିଲ୍ଲା ଓ ଏହାର ବହୁ ସହଯୋଗୀ ସଂଗଠନ ସମୂହର ଶତାଧିକ କର୍ମକର୍ତା ଏକତ୍ର ହୋଇ “ଗଣ ଧାରଣା ଓ ପ୍ରତିବାଦ ସଭା” ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଟିତ ହୋଇଅଛି। ଆଧୁନିକ ଭାରତର…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡା,୨୭ା୧୨: ଦେଶ ଜଣେ ପ୍ରଖ୍ୟାତ ଅର୍ଥନୀତିଜ୍ଞ ଦୂରଦ୍ରଷ୍ଟା ରାଷ୍ଟ୍ରନେତାଙ୍କୁ ହରାଇଲା। ସେ ଆଉ କେହି ନୁହଁନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ। ମନରେଗା ଠାରୁ ଆରମ୍ଭ କରି ଜାତୀୟ ସ୍ୱାସ୍ଥ୍ୟ ମିଶନ, ଜଳ ପରିମଳ ମିଶନ, ସୂଚନା ଅଧିକାର…

ନିଗମାନନ୍ଦ ଆଶ୍ରମ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୨୭/୧୨-ପୁରୀ ନୀଳାଚଳ ସାରସ୍ୱତ ସଂଘର ଶାଖା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଛରା ପଂଚାୟତ ମଣ୍ଡପଡା ସାରସ୍ୱତ ସଂଘ ର ବାର୍ଷିକ ଉତ୍ସବ ନିଗମାନନ୍ଦ ଆସନ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଇ ଅବସରରେ ଏକ ସୁସଜ୍ଜିତ ଆସନ ମଣ୍ଡପରେ…

ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ଶୋକ ସଭା, ମହମବତୀ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ ତା ୨୭/୧୨-ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ବିଶିଷ୍ଟ ଅର୍ଥନୀତିଜ୍ଞ ଡ଼ ମନମୋହନ ସିଂଙ୍କ ବିୟୋଗରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଶୋକ ସଭା କରାଯାଇଛି । ଜିଲ୍ଲା ଯୁବକଂଗ୍ରେସ ପ୍ରାକ୍ତନ ସଭାପତି ସତ୍ୟପ୍ରିୟ ସାମଲଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି…

ଧାନ ଅଭାବି ବିକ୍ରୀର ଶିକାର ହେଉଛନ୍ତି ଚାଷୀ : ମଣ୍ଡି ଖୋଲିବା ବିଳମ୍ବ ,କ୍ଷୁଦ୍ର ମଧ୍ୟମ ଚାଷୀ ଦାଲଲଙ୍କ ପାଲରେ

  ପଟ୍ଟାମୁଣ୍ଡାଇ ୨୭/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଏ ପର୍ଯ୍ୟନ୍ତ ଧାନ ମଣ୍ଡି ଖୋଲିନାହିଁ। ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷାପରେ ଧାନବିଲ ବୁଡିିରହିଛି । ଗୁରୁବାର ପାଗ ଶୁଖିଲା ଥିବାରୁ କିଛି କଚଡା ଉଚ୍ଚ ସ୍ଥାନକୁ ଆସିଛି ।…

ଆସୁଛି ପୁଣି ଏକ ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭/୧୨- ଗତ କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୁରୁବାର ଦିନରୁ ପାଗ ଶୁଖଲା ରହିଥିଛି ।ଏବେ ପୁଣି ଏକ ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯…