ପଟ୍ଟାମୁଣ୍ଡାଇ ୨୮/୧୨-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ ଓଡ଼ିଆ ବିଭାଗ ଅଧ୍ୟାପକ ଶ୍ରୀଧର ବେହେରାଙ୍କୁ ନିଯୁକ୍ତି ଦିଆଯାଇଚ୍ଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ସରକାରୀ ଚିଠି ନଂ ୨୫୧/ପିଡବ୍ଲ୍ୟୁଡିସି ତା ୨୩. ୧୨. ୨୪ରିଖ ଅନୁଯାୟୀ ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ଜିଲ୍ଲାପାଳ ଅଫିସ ଆଦେଶ ନଂ ୧୩୭୫ ତା ୨୭. ୧୨. ୨୦୨୪ବଳରେ ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏହି ଆଦେଶରେ ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ଇତିହାସ ବିଭାଗ ଅଧ୍ୟାପକ ରମେଶ ଚନ୍ଦ୍ର ଦେଠୀଙ୍କୁ ତୁରନ୍ତ ନବନିଯୁକ୍ତ ଭାରପ୍ରାପ୍ତ ଅଧ୍ୟକ୍ଷ ଅଧ୍ୟାପକ ଶ୍ରୀବେହେରାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବାକୁ ନିର୍ଦେଶ ଦେଇଛନ୍ତି ।
kanika odisha
Next Post
ବନ୍ଧମଙ୍ଗଳା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍
Sat Dec 28 , 2024
କେନ୍ଦ୍ରାପଡ଼ା,୨୮ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ରାମନଗରପାଟଣାସ୍ଥିତ ବନ୍ଧମଙ୍ଗଳା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ହୋଇଛି । ଆଜି ସଦର ଥାନାରେ ମନ୍ଦିର ବନ୍ଧମଙ୍ଗଳା କମିଟିର ସଭାପତି ବଟକୃଷ୍ଣ ମହାରଣା ଲିଖିତ ଅଭିଯୋଗ କରିଛନ୍ତି । ଶ୍ରୀ ମହାରଣା କହିଛନ୍ତି ଯେ ଗତ ଶୁକ୍ରବାର ରାତିରେ ମା’ଙ୍କ ପୂଜା ବିଧି ସରିବା ପରେ କବାଟରେ ତାଲା ପକାଯାଇଥିଲା । ଶନିବାରଦିନ ସକାଳେ ଶ୍ରୀ ମହାରଣାଙ୍କ ଭଉଣୀ ଫୁଲ […]

KANIKA
- 9 months ago
ଦିବ୍ୟାଙ୍ଗ କାଉଡ଼ିଆଙ୍କ ଜଳାଭିଷେକ
- 3 years ago
ଆଗୁଆ ନିର୍ବାଚନ ନେଇ ବଢୁଛି ଚର୍ଚ୍ଚା
- 2 years ago
ଗରାପୁରରେ ବିଜୁବାବୁଙ୍କ ଜୟନ୍ତୀ ପାଳିତ
- 2 years ago
କଳା ଧନ କୁଆଡେ ଗଲା ପ୍ରଶ୍ନ ଉଠାଇଲେ ଜଷ୍ଟିସ୍ ନାଗରତ୍ନା
- 6 months ago
ରାଜ୍ୟ ପାରାସନ୍ତରଣ ପ୍ରତିଯୋଗିତାରେ ଚମକିଲା କେନ୍ଦ୍ରାପଡା
- 2 years ago
ଇଲୋକ୍ଟରଲ ବଣ୍ଡକୁ ନେଇ ଅମିତ ଶାହାଙ୍କ ବଡ ବୟାନ










