ଧାନମଣ୍ଡିରେ ଏଫଏକ୍ୟୁ ମାନର ଧାନ କ୍ରୟ ପାଇଁ ଚାଷୀ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା,୩୦ା୧୨: ଚଳିତବର୍ଷ କେନ୍ଦ୍ରାପଡା ଜିଲ୍ଲାରେ ଧାନମଣ୍ଡି ଗୁଡିକରେ ଧାନ କ୍ରୟ ନିମନ୍ତେ ୪ଟି ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଭରତପୁର ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ସମବାୟ ସମିତି…

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,୩୦ା୧୨: ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ଜାନୁଆରୀ ପହିଲାରେ କେନ୍ଦ୍ରାପଡାର…

ରାମଚଣ୍ଡୀ ପୀଠର ଆୟ ବ୍ୟୟର ସ୍ୱତନ୍ତ୍ର ଅଡ଼ିଟ ଓ ଭୁସମ୍ପତ୍ତି ଉଦ୍ଧାର ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୩୦ା୧୨: ଦରିଆ ରାମଚଣ୍ଡୀ ପୀଠ, ରାମନଗର ଅଞ୍ଚଳର ଏକ ପ୍ରମୁଖ ଆଧ୍ୟାତ୍ମିକ ସ୍ଥଳ ଭାବେ ରାଜା ରାଜୁଡ଼ା ସମୟରୁ ଜଣାଶୁଣା ରହିଛି । ଆଉ ୧୯୭୨ ମସିହା ଠାରୁ ଏହି ପୀଠ ଦେବୋତ୍ତର ବିଭାଗ ଅଧୀନରେ ରହି ଆସିଛି। କିନ୍ତୁ…

ନବଦିଗନ୍ତର ତୃତୀୟ ବାର୍ଷିକ ଉତ୍ସବ ଓ ଗୁରୁପୂଜନ

ପଟ୍ଟାମୁଣ୍ଡାଇ-୩୦/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡମୋହନପୁର ପଞ୍ଚାୟତ କଣିପାଳ ଗ୍ରାମର ନବଦିଗନ୍ତ ସଂଗଠନର ୩ୟ ବାର୍ଷିକ ଉତ୍ସବ ଓ ଆଦ୍ୟ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଶିକ୍ଷାବିତ କୃଷ୍ଣ ଚନ୍ଦ୍ର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବ ରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସାତଗୋଟି…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ବିକ୍ଷୋଭ ମୃତ ଭାଗଚାଷୀ ଭାବଗ୍ରାହୀଙ୍କ ପରିବାରକୁ ୫୦ହାଜର ଟଙ୍କା କ୍ଷତିପୂରଣ ଦାବି

କେନ୍ଦ୍ରାପଡା,୩୦ା୧୨: ଡେରାବିଶ ବ୍ଲକ ଅନ୍ତର୍ଗତ ସନ୍ଥପୁରା ଗାଁର ଭୂମିହୀନ ଚାଷୀ ଭାବଗ୍ରାହୀ ମଳିକଙ୍କ ହୃଦଘାତ ଜନିତ ମୃତ୍ୟୁ ଆକସ୍ମିକ ନୁହେଁ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ସୋମବାର କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରି ଜିଲ୍ଲାପାଳଙ୍କ…