କେନ୍ଦ୍ରାପଡ଼ା ଓ ଡେରାବିଶ ବ୍ଲକର ଫସଲ କ୍ଷୟକ୍ଷତି ଦେଖିଲେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ବୁଝିଲେ ବୈଜୟନ୍ତ

କେନ୍ଦ୍ରାପଡ଼ା,୩୧ା୧୨: ଲଘୁଚାପ ଜନିତ ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ଧାନ ଓ ପରିବା ଚାଷୀଙ୍କୁ ଭେଟି ସେମାନଙ୍କ ଦୁଃଖ ବୁଝିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। ସାଂସଦ ଶ୍ରୀ ପଣ୍ଡା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଜଜାଙ୍ଗ ଓ ଡେରାବିଶ ବ୍ଲକ ଅନ୍ତର୍ଗତ ବାରିମୂଳ ପଞ୍ଚାୟତରେ…

ଫସଲହାନୀ କ୍ଷୟକ୍ଷତି ରିପୋର୍ଟ ତୁରନ୍ତ ପ୍ରଦାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ୩୧ା୧୨: ଲଗାଣବର୍ଷାରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ହୋଇଥିବା ଫସଲହାନୀ ଜନିତ କ୍ଷୟକ୍ଷତିର ତଦନ୍ତ ରିପୋର୍ଟ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଦାନ କରିବାକୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିୟନ୍ତ୍ରିତ ବଜାର…

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତିର ସମୀକ୍ଷା କଲେ ନବୀନ , ଚାଷୀଙ୍କୁ ଭେଟି ଦୃଢ଼ ଦାବି ପାଇଁ ଦେଲେ ପ୍ରତିଶ୍ରୁତି,  ହଜାର ହଜାର ଚାଷୀ ଓ ମହିଳା ନବୀନଙ୍କୁ ଦେଖି ଭାବବିହୁଳ

ପଟ୍ଟାମୁଣ୍ଡାଇ ୩୧/୧୨ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିନିକିଆ କେନ୍ଦ୍ରାପଡା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଶ୍ୟାମସୁନ୍ଦ୍ରପୁର ଏକ…