ପ୍ରାକ୍ତନ ଶିକ୍ଷା ପରିଦର୍ଶକ ମନମୋହନ ସ୍ୱାଇଁଙ୍କୁ ଶ୍ରଦ୍ଧାଞ୍ଜଳୀ
କେନ୍ଦ୍ରାପଡ଼ା,୨୫ା୧୨: କେନ୍ଦ୍ରାପଡା ଗରାପୁର ସ୍ଥିତ ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର କାର୍ଯ୍ୟାଳୟ ପ୍ରକୋଷ୍ଠରେ ପ୍ରାକ୍ତନ ଶିକ୍ଷା ପରିଦର୍ଶକ ମନମୋହନ ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା । ଏହି ଶ୍ରଦ୍ଧାଞ୍ଜଳୀ ଊତ୍ସବରେ ସଂଗଠନର ବରିଷ୍ଠ […]
