୨୨ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ନିମନ୍ତେ ଜିଲ୍ଲାପାଳଙ୍କ ସହ ଆଲୋଚନା
କେନ୍ଦ୍ରାପଡା୨୦/୧୨- କେନ୍ଦ୍ରାପଡା କଳା, ସଂସ୍କୃତି ଓ ବୌଦ୍ଧିକତାର ବିକାଶ କ୍ଷେତ୍ରରେ କାର୍ଯ୍ୟରତ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ) ପକ୍ଷରୁ ଆଗାମୀ ଜାନୁଆରୀ ୬ରୁ ୧୩ଯାଏ ସହରର ମହୀପାଳ ଟେଲିକମ […]
