ଏମ୍‌ଏନ୍ ହାଇସ୍କୁଲର ୭୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

12 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ଏମ୍‌ଏନ୍ ହାଇସ୍କୁଲର ୭୧ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ ରାଉତରାୟଙ୍କ ପୌରୋହିତ୍ୟ ଅନୁଷ୍ଠିତ […]

ବାରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ

12 December 2024 kanika odisha 0

କେନ୍ଦ୍ରାପଡ଼ା,୧୨ା୧୨: ଗୁରୁବାର ଅପରାହ୍ନ ୩ଟାରେ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆରୋଗ୍ୟ ମନ୍ଦିର, ବାରୋ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ ପାଳନ କରିଛି । କଳାମାଟିଆ ଗ୍ରାମ ରାଧାକୃଷ୍ଣ ମନ୍ଦିର ଓ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆଶାକର୍ମୀ […]

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

12 December 2024 kanika odisha 0

କେନ୍ଦ୍ରାପଡ଼ା,୧୨ା୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଦେଶର ସମ୍ପତ୍ତିକୁ ବିଦେଶୀ ଓ ଦେଶୀ କମ୍ପାନୀକୁ ବିକ୍ରୀ କରିବା, ଆଦାନୀ ଭଳି କମ୍ପାନୀ ଦେଶର ସମ୍ବଳ ଲୁଣ୍ଠନ କରୁଥିବା ବେଳେ ରାଜ୍ୟର […]

ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

11 December 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୧୨: ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -୨୦୨୪ ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ବୁଧବାର ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ […]

ଚା ଦୋକାନ ଟେବୁଲ

10 December 2024 kanika odisha 0

ଆଜି ଚାହା ଦୋକାନ ଟେବୁଲରେ କେତେ ଜଣ ଲୋକ ବସି ବାତତଳାପ ହେଉଥିଲେ । ସେଥିରେ କେତେ ଜଣ ମୁହଁ ଚିହ୍ନା ଲୋକ ବସିଥାନ୍ତି । ସେମାନଙ୍କ ବାର୍ତାଳାପରେ ରାଜେନ୍ଦ୍ର ବାବୁ କହିଲେ – […]

କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଯାପିିତ ରାଜ୍ୟ ସ୍ତରରେ ପୁରସ୍କୃତ ହେବ କେନ୍ଦ୍ରାପଡା ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍‌

10 December 2024 kanika odisha 0

କେନ୍ଦ୍ରାପଡ଼ା,୧୦ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ […]

ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

10 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧୦/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଓ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଇନ […]

କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ […]

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ନଅ ଦଫା ସମ୍ବଳିତ ଦାବିପତ୍ର ସୋମବାର ପ୍ରଦାନ […]

ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ଜିଲ୍ଲା ସାମ୍ବିଧାନିକ ସମ୍ମିଳନୀ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା ଜିଲ୍ଲାଶାଖାର ସାମ୍ବିଧାନିକ ସମ୍ମିଳନୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂଗଠନର ସଭାପତି ଦୟାନିଧି ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। […]

୯ ମାସ ହେଲା ଦରମା ପାଉନାହାନ୍ତି ସିଆରପି, ଏମବିକେ, ପ୍ରାଣୀମିତ୍ର ବିଧାନସଭାରେ ପ୍ରଶ୍ନ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯/୧୨- ପଟ୍ଟାମୁଣ୍ଡାଇ ଅଂଚଳରେ କାର୍ଯ୍ୟରତ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ରମାନେ ଦୀର୍ଘ ୯ ମାସ ହେଲା ଦରମା ନପାଇ ହନ୍ତସନ୍ତ ହେଉଛନ୍ତି । ଦରମା ଦାବୀ କରି ସେମାନେ […]

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ ପକ୍ଷରୁ ମାନ୍ୟତାପ୍ରାପ୍ତ ହୋଇ ପାରିନଥିବା ଅତ୍ୟନ୍ତ […]

ଡିସେମ୍ବର ୧୩ରେ ନିର୍ମାଣ ଶ୍ରମିକଙ୍କ ରଣହୁଙ୍କାର

9 December 2024 kanika odisha 0

କେନ୍ଦ୍ରାପଡା, ୯ା୧୨: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ଅଫିସ୍‌ରେ ୨୦୧୮ ମସିହାରୁ ୪୦୦୦ ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ଛାତ୍ରବୃତ୍ତି ଆବେଦନପତ୍ର, ୧୭୦୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ କନ୍ୟା ବିବାହ ସହାୟତା ପାଇଁ ଦରଖାସ୍ତ ଓ ୬୦୦ରୁ ଉର୍ଦ୍ଧ୍ୱ […]

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ବିଜୟୀ

9 December 2024 kanika odisha 0

କେନ୍ଦ୍ରାପଡ଼ା,୯ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ର ଚତୁର୍ଥ ଦିବସରେ ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ଓ ଶ୍ରୀ […]

ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ବନ୍ଧୁମିଳନ

9 December 2024 kanika odisha 0

ପଟ୍ଟାମୁଣ୍ଡାଇ ୯ା୧୨: ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ନିକଟସ୍ଥ ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟରେ ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁମିଳନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ପ୍ରେମାନନ୍ଦ ପ୍ରଧାନଙ୍କ […]

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ରାଜ୍ୟ ଆଲୋଚନାଚକ୍ର

8 December 2024 kanika odisha 0

ପଟ୍ଟାମୁଣ୍ଡାଇ ୮/୧୧ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ “ଓଡ଼ିଆ ସାହିତ୍ୟରେ ଆଦିବାସୀ ଜୀବନଚର୍ଯ୍ୟା”ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ […]

ରାଷ୍ଟ୍ରସେବା ପାଇଁ ସମର୍ପିତ ଥିଲେ ଗୁରୁଚରଣ ବାବୁ: ଶିଳ୍ପମନ୍ତ୍ରୀ ଚର୍ତୁଦଶତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧବାର୍ଷିକୀ ପାଳିତ

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: ବିଶିଷ୍ଟ ସମାଜସେବୀ, ସାମ୍ବାଦିକ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ସ୍ୱର୍ଗତ ଗୁରୁଚରଣ ଦାସଙ୍କ ଚର୍ତୁଦଶତମ ଶ୍ରାଦ୍ଧ ବାର୍ଷିିକୀ ସମାରୋହ ରବିବାର କେନ୍ଦ୍ରାପଡା ପୈାରସଂସ୍ଥା ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । […]

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟରେ ବାଲାବାବା କ୍ଲବ ବିଜୟୀ

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ର ତୃତୀୟ ଦିବସରେ ବାଲାବାବା କ୍ଲବ ଓ କେନ୍ଦ୍ରାପଡା ଟାଇଗର୍ସ […]

ପୋଖରୀରେ ବୁଡି ଶିଶୁ ମୃତ

8 December 2024 kanika odisha 0

ପଟ୍ଟାମୁଣ୍ଡାଇ ୮/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଦଳିତସାହିର ଏକ ପୋଖରୀରେ ବୁଡ଼ି ୪ ବର୍ଷର ଶିଶୁ ପୁତ୍ରର ମୁତ୍ୟୁ ହୋଇଛି।ମୃତ ଶିଶୁ ହେଲେ ଶଶିକାନ୍ତ ମଳିକଙ୍କ ଶିଶୁପୁତ୍ର ପ୍ରଭୁପାଦ ମଳିକ (୪) ବୋଲି […]

ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪

8 December 2024 kanika odisha 0

ପଟ୍ଟାମୁଣ୍ଡାଇ ୭/୧୨-ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪ ନରସିଂହପୁର ପଂଚାୟତ ଅନ୍ତର୍ଗତ ଅଠରବାଟିଆ ବଜ୍ର ମା କାଳୀ ହାଇସ୍କୁଲ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା […]

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ସହାୟତା ଟଙ୍କା ପ୍ରଦାନ

8 December 2024 kanika odisha 0

  କେନ୍ଦ୍ରାପଡା ତା୮/୧୨ – ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଂଟାଲ ପିଛା ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ସହାୟତା […]

କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଘାଟିତ

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ରବିବାର ଉଦଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟ […]

ସେଣ୍ଟ ଯୋସେଫ ସ୍କୁଲର ବାର୍ଷିକ ବାଣିଜ୍ୟ ମେଳା

8 December 2024 kanika odisha 0

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ସେଣ୍ଟ ଯୋସେଫ ସ୍କୁଲ ପରିସରରେ ବାର୍ଷିକ ବାଣିଜ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଫାଦର ନବକିଶୋର ଦିଗଲଙ୍କ ସଭାପତିତ୍ୱରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ବ୍ଲକ […]

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: ଆଜି କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍ ହୋଇଯାଇଛି । ଜିଲ୍ଲା ସଂଘ ସମ୍ପାଦକ ଶୁଭାଶୀଷ […]