କୁରାଳ ପଞ୍ଚମୀ ମହାସମାରୋହରେ ପାଳିତ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ ଚକ୍ରପୁର ଗ୍ରାମରେ ଆଜି କୁମ୍ଭକାରମାନଙ୍କର ଗଣପର୍ବ କୁରାଳ ପ-୍‌ଚମୀ ମହାସମାରୋହରେ ପାଳନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲା କୁମ୍ଭକାର ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯର୍୍ୟକ୍ରମରେ ଅରୁଣ କୁମାର […]

ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

6 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୧- ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା କଲେଜ ରସାୟନ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ “ଆକାଡେମିଆ ଇଣ୍ଡଷ୍ଟ୍ରି ଇଣ୍ଟରଫେସ ଓ ସସଷ୍ଟେନବୁଲ ଏନଭିରନମେଣ୍ଟ ” ଶୀର୍ଷକ ରାଜ୍ୟସ୍ତରୀୟ […]

ଦଳିତ ଜାତିସଂଘ ପକ୍ଷରୁ ଆମ୍ବେଦକର ଶ୍ରାଦ୍ଧ ଦିବସ ପାଳିତ

6 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୨- ପଟ୍ଟାମୁଣ୍ଡାଇ ଦଳିତ ଜାତିସଂଘ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ ଭୀମ ରାଓ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ସଭାପତି କଳ୍ପତରୁ ମଲିକଙ୍କ ପୌରହିତ୍ୟରେ ଦଳିତ ଜାତି ସଂଘ […]

ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ

6 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୨ -ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ପ୍ରଣେତା ଡ଼ ଭି ଆର ଆମ୍ବେଦକରଙ୍କ ୬୯ତମ ମହାପରାୟଣ ଦିବସ ପାଳିତ ହୋଇଯାଇଛି । ସ୍ମୃତି ସଂସଦ ସଭାପତି ବାରେଣୀ ସେଠୀଙ୍କ ପୌରହିତ୍ୟରେ […]

ସଡକ ଦୂର୍ଘଟଣାରେ ଜଣେ ମୃତ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ବାରୋ ଠାରୁ ପଥରକଣୀ ରାସ୍ତାରେ ଏକ ସଡକ ଦୂର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। […]

ପୋଲିସ ସୁରକ୍ଷା ବଳୟରେ ବିଦାୟ ନେଲେ ବିବାଦୀୟ କେନ୍ଦ୍ରାପଡା ବିଡିଓ

6 December 2024 kanika odisha 0

କେନ୍ଦ୍ରାପଡ଼ା,୬ା୧୨: ପୂର୍ବରୁ ଅଣ୍ଡାମାଡ଼ କରାଯାଇଥିବା ଚର୍ଚ୍ଚିତ ତଥା ବିବାଦୀୟ କେନ୍ଦ୍ରାପଡା ବ୍ଲକ ବିଡିଓ ବନ୍ଦନା ଖଟୁଆ ସଂପୂର୍ଣ୍ଣ ପୋଲିସ ସୁରକ୍ଷା ବଳୟ ଭିତରେ ଶୁକ୍ରବାର କେନ୍ଦ୍ରାପଡ଼ା ବ୍ଲକ କାର୍ଯ୍ୟାଳୟ ପରିତ୍ୟାଗ କରିଛନ୍ତି। ପୁନର୍ବାର ତାଙ୍କୁ […]

ବସପୁର ବାଲି ଖାଦାନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

6 December 2024 kanika odisha 0

କେନ୍ଦ୍ରାପଡ଼ା, ୬ା୧୨: ବସପୁର ବାଲି ଖାଦାନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଖବର ପାଇ କେନ୍ଦ୍ରାପଡା ସଦର ଥାନା ପୋଲିସ ଓ ଖଣି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଫଳରେ ଉଭୟ ଗୋଷ୍ଠୀ ଘଟଣାସ୍ଥଳରୁ […]

ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍‌ଯାପିତ

5 December 2024 kanika odisha 0

କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା ଆଧାରିତ କାର୍ଯ୍ୟକ୍ରମ “ବର୍ଣ୍ଣାଳୀ’ ପ୍ରଶିକ୍ଷଣ ଶିବିର […]

ଓଉପଦାରେ ନିଗମାନନ୍ଦ ଭକ୍ତ ସମ୍ମିଳନୀ

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଠାରେ ନୀଳାଚଳ ସାରସ୍ୱତ ସଂଘର ୫୬ତମ ବାର୍ଷିକ ସମ୍ମିଳନୀ ଓ ଭକ୍ତ ସମାବେଶ ଅନୁଷ୍ଠିତ ହୋଇଯାଇଛି I ପୁରୀ ନୀଳାଚଳ ସାରସ୍ୱତ ସଂଘ ପ୍ରତିନିଧି ଶରତ […]

ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ , ଯୁବକୃଷି ଉଦ୍ୟେଗି ଦାଦନ ମୁହାଁ , ଚାଷକରି ଚାଷୀ ଲାଭ ପାଉନି

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଗୋଟିଏ ପୌରପରିଷଦ ଓ ୩୧ ପଂଚାୟତରେ ପାଖାପାଖି ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିଲାବେଳେ ୮୦ ଭାଗ ଲୋକ କୃଷି ଉପରେ ନିର୍ଭର କରି […]

ଗୋଟିଏ ସ୍ଥାନରେ କୁଣ୍ଡଳି ମାରି ବସିରହିଛନ୍ତି ବହୁ ଅଧିକାରୀ : ଅଜବ ନୀତିରେ ଚାଲିଛି ଅଧିକାରୀଙ୍କ ବଦଳି, ଡେପୁଟେଶନ

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨ -ରାଜ୍ୟ ସରକାରଙ୍କ ନିୟମାନୁସାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଗୋଟିଏ ସ୍ଥାନରେ ମାତ୍ରାଧିକ ୩ବର୍ଷ କାର୍ଯ୍ୟ କରିପାରିବେ । ୩ବର୍ଷ ପରେ ତାଙ୍କର ଅନ୍ୟ ସ୍ଥାନକୁ ବଦଳି ହୋଇଥାଏ । ଫଳରେ […]

ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

5 December 2024 kanika odisha 0

ପଟ୍ଟାମୁଣ୍ଡାଇ ୫/୧୨ଅନ୍ତର୍ନିବେଶୀ ଶିକ୍ଷା କେନ୍ଦ୍ରର ଆୟୋଜିତ ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ କଷଣଅଣ୍ଟା ହାଇସ୍କୁଲ ଠାରେ ମହାସମାରୋହ ରେ ପାଳିତ ହୋଇଯାଇଅଛି। ପଟ୍ଟାମୁଣ୍ଡାଇ ପୈାରାଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି ଭାବେ […]

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

5 December 2024 kanika odisha 0

କେନ୍ଦ୍ରାପଡ଼ା, ୫ା୧୨: ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍‌ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ […]

ସରସ୍ୱତୀ ଶିଶୁ ମନ୍ଦିରରେ କ୍ରୀଡା ଉତ୍ସବ

5 December 2024 kanika odisha 0

କେନ୍ଦ୍ରାପଡା,୫ା୧୨: ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଶିଶୁବାଟିକା ବିଭାଗର ବାର୍ଷିକ କ୍ରୀଡା ତିନିଦିନଧରି ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ ପ୍ରାରମ୍ଭ ଓ ଶିଶୁ ବୋଧ ଶ୍ରେଣୀର ୧୨୮ଜଣ ଶିଶୁ […]

ଭିନ୍ନ ସ୍ୱାଦର ଗଳ୍ପ ସଂକଳନ “ସବୁ ମୋଡ଼ରେ ଜୀବନ’ ଉନ୍ମୋଚିତ

4 December 2024 kanika odisha 0

କେନ୍ଦ୍ରାପଡା, ୪ା୧୨: ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରରେ ସମଗ୍ର ଏସିଆ ମହାଦେଶରେ ପ୍ରସିଦ୍ଧି ଅର୍ଜନ କରିଥିବା ପୁନର୍ବାସ କୈନ୍ଦ୍ରିକ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ପୁନର୍ବାସ ଓ ପ୍ରଶିକ୍ଷଣ କେନ୍ଦ୍ରରେ କଥାକାର ତଥା ସମ୍ମାନୀତ ଅତିଥି […]

ଡେରାବିଶ ମଣ୍ଡଳସ୍ତରୀୟ “ବର୍ଣ୍ଣାଳୀ” ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

4 December 2024 kanika odisha 0

କେନ୍ଦ୍ରାପଡ଼ା,୪ା୧୨: ସୁଦର୍ଶନ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟର ଅଧୀନସ୍ଥ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ୩ ଦିନଧରି ଚାଲିଥିବା ଡେରାବିଶ ବ୍ଲକସ୍ତରୀୟ “ବର୍ଣ୍ଣାଳୀ” ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିରକୁ […]

ବିଗତ ୩ ବର୍ଷ ମଧ୍ୟରେ ୨୩୩ ଜଣ ଦାଦନ ପ୍ରାଣ ହରାଇଛନ୍ତି

4 December 2024 kanika odisha 0

ଭୁବନେଶ୍ୱର ୩/୧୨-ପେଟ ପୋଷିବା ପାଇଁ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇ ଶତାଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ପ୍ରସଙ୍ଗରେ ମଙ୍ଗଳବାର ବିଧାନସଭା ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶ […]

ପାବନ କ୍ଷେତ୍ରରେ ଦେବ ଦୀପାବଳି ଉତ୍ସବ

3 December 2024 kanika odisha 0

କେନ୍ଦ୍ରାପଡା,୩ା୧୨: ସନ୍ଧ୍ୟାରେ କୋରୋସ୍ଥିତ ପାବନ କ୍ଷେତ୍ରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବ ଦୀପାବଳି ଉତ୍ସବ ଯଥାବିଧି ପାଳିତ ହୋଇଯାଇଛି । ମନ୍ଦିର ପରିଚାଳନା ସମିତିର ସଂପାଦକ ସୀତାକାନ୍ତ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି […]

ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ଜିଲ୍ଲା ପ୍ରଶିକ୍ଷଣ ଶିବିର

3 December 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୨ -ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ୩ଦିନ ବ୍ୟାପି ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ […]

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ, ଭିନ୍ନକ୍ଷମମାନେ କାହାର ଦୟାର ପାତ୍ର ନୁହନ୍ତି

3 December 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡାରେ ଏକ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପୈାରସଂସ୍ଥା ଟାଉନ ହଲ ପରିସରରେ ଖୁବ ଧୁମଧାମ ସହ ପାଳନ ହୋଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ […]

ମା’ ରମାଦେବୀ ଥିଲେ ନାରୀ ସଶକ୍ତିକରଣର ଅଗ୍ରଧାବିକା

3 December 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୨: ଆଜିକୁ ଶହେ ବର୍ଷ ପୂର୍ବେ ଯେତେବେଳେ ଦେଶରେ ମହିଳାମାନେ ଘର କୋଣରୁ ବାହାରକୁ ଆସିବା କଳ୍ପନାତୀତ ଥିଲା ସେତେବେଳେ ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ୧୯୨୧ ମସିହାରେ ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ […]

ଶିବାନନ୍ଦ ଆଶ୍ରମରେ ଭାଗବତ ସପ୍ତାହ ଉଦଯାପିତ

3 December 2024 kanika odisha 0

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ପିଙ୍ଗଳ ଶିବାନନ୍ଦ ସେବାଶ୍ରମରେ ଶ୍ରୀମଦ୍ ଭାଗବତ ସପ୍ତାହ ମହାଯଜ୍ଞ ଉଦଯାପିତ ହୋଇଯାଇଛି। ଏହି ଭାଗବତ ସପ୍ତାହର ପ୍ରତିଦିନ ଭାଗବତ ପାଠ ସହ ସନ୍ଧ୍ୟାରେ କୋରୋ, ତନାର, […]

କୋରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆରୋଗ୍ୟ ଶିବିର

3 December 2024 kanika odisha 0

କେନ୍ଦ୍ରାପଡା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ଆୟୁଷ୍ନାନ ଆରୋଗ୍ୟ ମନ୍ଦିରରେ ଆୟୁଷ୍ମାନ ଆରୋଗ୍ୟ ଶିବିର ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବାରୋ ଗ୍ରାମ ପଞ୍ଚାୟତ ସମେତ ପଡୋଶୀ ପଞ୍ଚାୟତରୁ ଆସିଥିବା ଶତାଧିକ ପୁରୁଷ […]

କାର ଲୁଟ ଘଟଣାର ପର୍ଦାଫାଶ : ଚୋରୀ କାର ଉଦ୍ଧାର କଲା ପୋଲିସ, ୨ କୋର୍ଟ ଚାଲାଣ

3 December 2024 kanika odisha 0

ପଟ୍ଟାମୁଣ୍ଡାଇ ୩/୧୧  -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସକୁ ବଡ ସଫଳତା ମିଳିଛି । ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋରି ହୋଇଥିବା ହୁଣ୍ଡାଇ କାରକୁ ଭୁବନେଶ୍ୱର କଟକ ରାସ୍ତାର ଏକ ଗ୍ୟାରେଜରୁ ଜବତ […]