ପଟ୍ଟାମୁଣ୍ଡାଇ ସବଡିଭିଜନ ଘୋଷଣା ଦାବିରେ ଛାତ୍ରକଂଗ୍ରେସର ବିଧାନ ସଭା ଘେରାଉ ଅଭିଯାନ

3 December 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୨ – ଓଡିଶାର ଅନ୍ୟତମ ପ୍ରମୁଖ ବାଣିଜ୍ୟକ ପେଣ୍ଠ ତଥା କେନ୍ଦ୍ରାପଡ଼ା ଜଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇ ରାଜ୍ୟ ରାଜନୀତିରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବେଳେ ଗତ ସୀମା […]

ଗ୍ରାହକ ବେଶରେ କାର ଲୁଟି ନେବା ଘଟଣା : ଚୋରୀ କାର ଜଗତପୁରରୁ ଉଦ୍ଧାର ,୨ଥାନାରେ ଅଟକ

2 December 2024 kanika odisha 0

ପଟ୍ଟାମୁଣ୍ଡାଇ ୨/୧୧ -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମର ଯୁବ ବ୍ୟବସାୟୀଙ୍କ କାରଗାଡିକୁ ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋର ମାନେ ଗ୍ରାହକ ବେଶରେ ଆସି ଚୋରୀ କରି ନେଇ ଫେରାର […]

ପୁନର୍ବାସ ସୃଜନ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ

2 December 2024 kanika odisha 0

କେନ୍ଦ୍ରାପଡା,୨ା୧୨: ଭିନ୍ନକ୍ଷମଙ୍କ ଥେରାପି ସେବା ଓ ସାମାଜିକ ପୁନଃପ୍ରତିଷ୍ଠା ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ମାଧପୁରସ୍ଥିତ ଅମର ଉଦ୍ୟାନ ପରିସରରେ “ପୁନର୍ବାସ ସୃଜନ ସମ୍ମାନ ଓ ପୁସ୍ତକ ଉନ୍ମୋଚନ ଉତ୍ସବ’ ଅନୁଷ୍ଟିତ ହୋଇଯାଇଛି […]

କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

2 December 2024 kanika odisha 0

କେନ୍ଦ୍ରାପଡା,୨ା୧୨: କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ଏକ ଜରୁରୀକାଳୀନ ବୈଠକ ସ୍ଥାନୀୟ ହୋଟେଲ୍ ଚଣ୍ଡିଆ ପ୍ୟାଲେସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ସଂଘର କାମଚଳା ସଭାପତି ଗାନୁ ସାହୁ ସଭାପତିତ୍ୱ କରିଥିଲେ। ସଭାର ପ୍ରାରମ୍ଭରେ […]

ବିଜୁ ପଟ୍ଟନାୟକ କଲେଜର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ

2 December 2024 kanika odisha 0

କେନ୍ଦ୍ରାପଡ଼ା,୧ା୧୨: ଜିଲ୍ଲାର ଗ୍ରାମାଂଚଳରେ ଉଚ୍ଚଶିକ୍ଷାର ପ୍ରସାର କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବା ଅନ୍ତେଇ ବିଜୁ ପଟ୍ଟନାୟକ କଲେଜ ଆଜି ୪୪ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏହି ଉପଲକ୍ଷେ କଲେଜ […]

ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ କବି ସେନାପତି ପ୍ରଦ୍ୟୁମ୍ନ କେଶରୀ ପାଇଲେ ଜୟରାଷ୍ଟ୍ର କବିତା ସମ୍ମାନ

2 December 2024 kanika odisha 0

କେନ୍ଦ୍ରାପଡା,୧ା୧୨: ସାମାଜିକ ସଂଗଠନ “ଜୟରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ’ ପକ୍ଷରୁ ତୃତୀୟ ରାଷ୍ଟ୍ରବାଦୀ କବିତା ମହୋତ୍ସବ ସ୍ଥାନୀୟ ସାନ୍ଧ୍ୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ପ୍ରାବନ୍ଧିକ ଦାସ ବେନହୁର ଉତ୍ସବକୁ ଉଦଘାଟନ କରି […]

ବିଶ୍ୱ ଏଡ୍‌ସ ଦିବସ ପାଳିତ

1 December 2024 kanika odisha 0

କେନ୍ଦ୍ରାପଡ଼ା,୧ା୧୨: କେନ୍ଦ୍ରାପଡା ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆଜି ପୂର୍ବାହ୍ନରେ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରମୋଦ କୁମାର ପ୍ରହରାଜଙ୍କ ଅଧ୍ୟକ୍ଷତାରେ […]

ପଟ୍ଟାମୁଣ୍ଡାଇ ବ୍ଲକ କନିଷ୍ଠ ଶିକ୍ଷକ ସଂଘ କର୍ମକର୍ତା ନିର୍ବାଚନ

1 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୨ -ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକମାନଙ୍କ (ଚୁକ୍ତିଭିତିକ) ଏକ ବୈଠକ ବେଲତଳ ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କ […]

ଅଗ୍ନି କାଣ୍ଡରେ ଘର ପୋଡି ସହିତ ୩ ଗାଈ ୨ ବାଛୁରୀ ମୃତ

1 December 2024 kanika odisha 0

ରାଜନଗର, ୧/୧୨ ଭାସ୍କର ରାଉତରାୟ- ରାଜନଗର ବ୍ଲକ ରଂଗଣୀ ଗ୍ରାମ ପଂଚାୟତ ଅନ୍ତର୍ଗତ ପଟ୍ଟାପାରିଆ ଗ୍ରାମରେ ଗତକାଲି ରାତିରେ ପ୍ରଦୀପ ସେନାଙ୍କ ଗୁହାଳରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୁହାଳ ଘର ସମେତ ୩ଟି ଗାଈ […]

ରାଜନଗର ବ୍ଳକ ସରପଂଚ ସଂଘ ବୈଠକ

1 December 2024 kanika odisha 0

ରାଜନଗର, ୧/୧୨ – ଆଜି ରାଜନଗର ବ୍ଳକ କଣ୍ଡିରା ପଂଚାୟତ କାର୍ଯ୍ୟାଳୟ ପରିସରରେ ରାଜନଗର ବ୍ଳକ ସରପଂଚ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା । ସରପଂଚ ସଙ୍ଘର ସଭାପତି ଅଶୋକ କୁମାର ମହାନ୍ତିଙ୍କ ପୌରହିତରେ […]

ଉଦ୍‌ଘାଟିତ ହେଲା ଇକୋ ରିଟ୍ରିଟ , ବେଳାଭୂମିର ମଜା ସହ ମିଳିବ ମିନି ଆମାଜନର ଅନୁଭୂତି

1 December 2024 kanika odisha 0

କେନ୍ଦ୍ରାପଡା , ୧/୧୨ – ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଦେଶ ଓ ବିଦେଶରୁ ପର୍ଯ୍ୟଟକଙ୍କୁ ଓଡ଼ିଶାକୁ ଆକୃଷ୍ଟ କରିବା ପାଇଁଁ ରବିବାର ଠାରୁ ଆସନ୍ତା ଫେବୃଆରୀ ୨୯ ପର୍ଯ୍ୟନ୍ତ ଇକୋ ରିଟ୍ରିଟ ଫେଷ୍ଟିଭାଲର […]

ନଦୀରେ ବୁଡି ୩ ବର୍ଷର ଶିଶୁ ପୁତ୍ର ମୃତ

1 December 2024 kanika odisha 0

ପଟ୍ଟାମୁଣ୍ଡାଇ ୧/୧୨ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ଫାଣ୍ଡି କୂଳସାହ ଗାଁରେ ଏକ ଅଘଟଣ ଘଟିଛି। ନଦୀରେ ବୁଡି ୩ ବର୍ଷର ଶିଶୁପୁତ୍ରଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସନ୍ତୋଷ ଆରୁଖଙ୍କ […]

ବିଶ୍ୱ ଏଡସ ଦିବସ : ସଚେତନତା ହିଁ ପ୍ରକୃତ ନିଦାନ

1 December 2024 kanika odisha 0

ଭୁବନେଶ୍ୱର୧/୧୨- ଆଜି ହେଉଛି ବିଶ୍ୱ ଏଡସ ଦିବସ । ଏଚଆଇଭି ଭୂତାଣୁ ରେ ସଂକ୍ରମିତ ଲୋକଙ୍କୁ ସହାୟତା ପ୍ରଦାନ କରିବା ସହ ଏଡସ ସଙ୍କ୍ରାନ୍ତୀୟ ରୋଗରେ ପୀଡିତ ଲୋକଙ୍କୁ ସମର୍ଥନ ଜଣାଇବାଲାଗି ଏହି ଦିବସ […]

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ମାସିକ ବୈଠକ

1 December 2024 kanika odisha 0

କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡା ସହରର ଗୋପସ୍ଥିତ ରାମ ମନ୍ଦିର ପରିସରରେ ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ମାସିକ ବୈଠକ ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ନିମ୍ନଲିଖିତ ପ୍ରସ୍ତାବ […]

ନାକ୍ ପରିବର୍ତ୍ତନ ପାଇଁ କେନ୍ଦ୍ରାପଡା କଲେଜରେ ପ୍ରସ୍ତୁତି ବୈଠକ

1 December 2024 kanika odisha 0

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ନାକ୍ ମାନ୍ୟତାର ନବୀକରଣ ପାଇଁ ଆଜି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ସଭାପତିତ୍ୱରେ ଆଇ.କ୍ୟୁ.ଏ.ସି ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରତିବର୍ଷର […]