ପଟ୍ଟାମୁଣ୍ଡାଇ ତା ୧୦/୧୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ତରଡ଼ି ପାଳ ମାଳତୀ ଦେବୀ ବାଳିକା ହାଇସ୍କୁଲ ଠାରେ ୧୧ ତମ ମାଧ୍ୟମିକ ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟତ୍ରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇଙ୍କ ପୌରହିତ୍ୟ ଓ ଗଙ୍ଗାରାମପୁର ହାଇସ୍କୁଲ ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ କବିଙ୍କ ସଂଯୋଜନାରେ ଆୟୋଜିତ ପ୍ରଧାନ ଶିକ୍ଷକ ସମ୍ମିଳନୀରେ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁରମା ମହାପାତ୍ର, ଜିଲ୍ଲା ବିଜ୍ଞାନ […]
Year: 2024
କେନ୍ଦ୍ରାପଡ଼ା, ୧୦ା୧୧ : ପବିତ୍ର ତୁଳସୀ କ୍ଷେତ୍ରର କ୍ଷେତ୍ରାଧିପତି ତଥା କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠରେ କେନ୍ଦ୍ରାପଡା ଦିବ୍ୟ ଜୀବନ ସଙ୍ଘ ତଥା ଗରାପୁର ଶିବାନନ୍ଦ ଆଶ୍ରମ ପକ୍ଷରୁ ରବିବାର କାର୍ତ୍ତିକ ହବିଷ୍ୟାଳୀ ବ୍ରତ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଶ୍ରୀବଳଦେବଜୀଊଙ୍କ ମନ୍ଦିର ଝୁଲଣ ମଣ୍ଡପ ପରିସରରେ ଅନୁଷ୍ଠିତ ଉତ୍ସବରେ ମହାକାଳପଡା ବିଧାୟକ […]
ପଟ୍ଟାମୁଣ୍ଡାଇ ୧୦/୧୧ -ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ବିଭାଗ ପକ୍ଷରୁ ଶିକ୍ଷାର ସମାଜ ଗଠନରେ ଭୂମିକା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ସମାଜ ବିଜ୍ଞାନ ବିଭାଗ ମୁଖ୍ୟ ମଧୁସ୍ମିତା ସିଂ ଯୋଗ ଦେଇ ଶିକ୍ଷାର ସମାଜ ଗଠନରେ ଅବଦାନ ଓ ପ୍ରତିଫଳନ ଉପରେ ଆଲୋକପାତ କରିଥିଲେ । ସମାଜ ବିଜ୍ଞାନ ବିଭାଗ ମୁଖ୍ୟ […]
ପଟ୍ଟାମୁଣ୍ଡାଇ ୧୦/୧୧ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଧୋୟାଂଚଳରେ ରବିବାର ବିଜେଡି ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅଳପୁଆ ମା ଧାନେଶ୍ୱରୀ ପୀଠରୁ ଆରମ୍ଭ ହୋଇ ଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ଜିଲ୍ଲା ପରିଷଦ ସଦସ୍ୟା ପ୍ରିୟଦର୍ଶନୀ ତରାଇ, ପ୍ରାକ୍ତନ ବ୍ଲକ ଉପାଧକ୍ଷ ସୁଶାନ୍ତ ଦାସ,ବରିଷ୍ଠ ନେତା ଧନେଶ୍ୱର ପ୍ରଧାନ, […]
କେନ୍ଦ୍ରାପଡ଼ା, ୧୦ା୧୧: ନିଖିଳ ଉତ୍କଳ ପାଟରା ସମିତି ପକ୍ଷରୁ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା କେନ୍ଦ୍ରାପଡ଼ା ପୈାରାଞ୍ଚଳ ଅନ୍ତର୍ଗତ ବଣିଆମାଳର ବଂଶୀଧର ମହାନ୍ତିଙ୍କ ସୁପୁତ୍ର ଶୈଳେନ୍ଦ୍ର କୁମାର ମହାନ୍ତିଙ୍କୁ ରବିବାର ଉତ୍ତରୀୟ, ପୁଷ୍ପଗୁଛ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ପାଟରା ସମିତିର ସଭାପତି ନୃସିଂହ ଚରଣ ପାତ୍ର ଯୋଗଦେଇ କହିଲେ ଯେ ଶୈଳେନ୍ଦ୍ର ହେଉଛନ୍ତି ପାଟରା ସମାଜର ଗର୍ବ ଓ […]
କେନ୍ଦ୍ରାପଡ଼ା,୯ା୧୧: ମାତ୍ର କିଛି ମାସର ବ୍ୟବଧାନ ପରେ ପୁନର୍ବାର କେନ୍ଦ୍ରାପଡା ଜିଲ୍ଲାକୁ ଫେରିଛନ୍ତି ପୋଲିସ ଇନସପେକ୍ଟର ତପନ କୁମାର ନାୟକ ଓ ଶ୍ରୀକାନ୍ତ କୁମାର ବାରିକ। ୨୦୨୪ ସାଧାରଣ ନିର୍ବାଚନର ଅବବ୍ୟହତି ପୂର୍ବରୁ କେନ୍ଦ୍ରାପଡା ଟାଉନ ଥାନାରୁ ତପନ କୁମାର ନାୟକ ଓ ତାଳଚୁଆ ସାମୁଦ୍ରିକ ଥାନାରୁ ଇନସପେକ୍ଟର ଶ୍ରୀକାନ୍ତ କୁମାର ବାରିକଙ୍କୁ ବଦଳି କରାଯାଇଥିଲା। ଶନିବାର ସେମାନେ ପୁନର୍ବାର କେନ୍ଦ୍ରାପଡା ଜିଲ୍ଲାକୁ ଫେରିଥିବା କେନ୍ଦ୍ରାଞ୍ଚଳ ଡି.ଆଇ.ଜି.ଙ୍କ ନିର୍ଦେଶନାମା ସଂଖ୍ୟା […]
କେନ୍ଦ୍ରାପଡ଼ା,୯ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ଶନିବାର ପବିତ୍ର ଗୋଷ୍ଠାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରାତଃରେ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ରୀତି ନୀତି ଓ ବିଧି ବିଧାନ ଅନୁଯାୟୀ ଗୋପୂଜନ କରିବା ସହିତ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିଥିଲେ। ଗୋମାତାମାନଙ୍କୁ ବସ୍ତ୍ର, ପୁଷ୍ପ,ଚନ୍ଦନ, ଧୂପ ଓ ଦିପ ପ୍ରଭୃତି ପ୍ରଦାନ ପୂର୍ବକ ପୂଜାର୍ଚ୍ଚନା କରିବା ପରେ ଆଳତୀ ପ୍ରଦାନ କରିଥିଲେ। ଏହାପରେ ସେମାନଙ୍କୁ ନୈବେଦ୍ୟ […]
ପଟ୍ଟାମୁଣ୍ଡାଇ, ୮/୧୧- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଛାତ୍ରୀଛାତ୍ର ଓ ଅଭିଭାବକ ମାନେ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ସ୍କୁଲ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି । ବିଦ୍ୟାଳୟରେ ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ୧୨୦ ଜଣ ଛାତ୍ରୀଛାତ୍ର ପାଠ ପଢ଼ିଥିବା ବେଳେ ୪ ଜଣ ଶିକ୍ଷକ ଶିକ୍ଷାଦାନ କରାଉଛନ୍ତି । ତେବେ ଏଠାରେ ଶିକ୍ଷକ ଅଭାବରୁ ପିଲାଙ୍କୁ ଗୁଣାତ୍ମକ ଶିକ୍ଷାଦାନ ମିଳି […]
କେନ୍ଦ୍ରାପଡା,୮ା୧୧: ଜିଲ୍ଲା ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଶିଶୁ ହସିଲେ ଦେଶ ହସିବ ଓ ଗାଁ ଗହଳିରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଅନ୍ୱେଷଣ କରିବା ଓ ତାହାକୁ ବିକଶିତ କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଶିଶୁ ମହୋତ୍ସବ “ସୁରଭି”। ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, […]
କେନ୍ଦ୍ରାପଡ଼ା,୮ା୧୧: କେନ୍ଦ୍ରାପଡା ଅବକାରୀ ବିଭାଗ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣର ଚୋରା ମଦ ଜବତ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଜିଲ୍ଲା ଅବକାରୀ ଅଧୀକ୍ଷକ ବିପ୍ର ମଣ୍ଡଳଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ କେନ୍ଦ୍ରାପଡା ଅବକାରୀ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାର ମାର୍ଶାଘାଇ, ମହାକାଳପଡା ଓ ପାଟକୁରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୯୪ଲିଟର ଦେଶୀ ଓ ୭ଲିଟର ବିଦେଶୀ ଚୋରା ମଦ ଜବତ କରାଯିବା […]
କେନ୍ଦ୍ରାପଡ଼ା, ତା ୮/୧୧ : ଶୁକ୍ରବାର ଅପରାହ୍ଣ ୫.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ ବଣ୍ଟନ କରିଛନ୍ତି । ୧୩୨ ଜଣ ଯୋଗ୍ୟ ଇନସୁରାନ୍ସ୍ କାର୍ଡଧାରୀଙ୍କ ମଧ୍ୟରୁ ମୋଟ ୨୩ ଜଣ ଉପସ୍ଥିତ ରହି ଆଜି ସେମାନଙ୍କ କାର୍ଡ ସଂଗ୍ରହ କରିଛନ୍ତି । ସମ୍ବାଦିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ନେଇଥିବା ଏହି […]
କେନ୍ଦ୍ରାପଡ଼ା,୮ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଆଜି ବିଜୁ ଜନତା ଦଳର କର୍ମୀ ବୈଠକ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ସଭାପତି ଆଲୋକ ସାହୁ ସଭାପତିତ୍ୱ କରିଥିଲେ । ଏହି ବୈଠକରେ ଦଳର ସଂଗଠନକୁ କିଭଳି ଭାବରେ ଅଧିକରୁ ଅଧିକ ମଜବୁଦ କରାଯାଇପାରିବ ସେଥିପ୍ରତି ବିଧାୟକ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ବୈଠକରେ କେତୋଟି […]
ପଟ୍ଟାମୁଣ୍ଡାଇ ତା ୭/୧୧-ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କୁ ଗତ ୫ ତାରିଖରେ ତାଙ୍କ ଅଫିସ ମଧ୍ୟରେ ଯୁବନେତା ଜ୍ୟୋତିପ୍ରକାଶ ପ୍ରଧାନ ଦୁଃବ୍ୟବହାରକରିବା ସହିତ ଗଣ୍ଡଗୋଳ କରିବା ଘଟଣାରେବିଡ଼ିଓ ବିଜେପି ନେତା ଶ୍ରୀପ୍ରଧାନଙ୍କ ବିରୋଧରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ କରିବା ପରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ଏକ ମାମଲା ରୁଜୁ କରିଛି । ବିଡ଼ିଓଙ୍କୁ ଦୁଃବ୍ୟବହାର ଓ ଅଫିସ ମଧ୍ୟରେ ଗଣ୍ଡଗୋଳ ଘଟଣାର ପ୍ରତିବାଦ ଓ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ […]
ପଟ୍ଟାମୁଣ୍ଡାଇ ତା ୭/୧୧-ରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେଡି ଯୁବନେତା ଅଂଶୁମାନ ମହାନ୍ତିଙ୍କ ୪୨ତମ ଜନ୍ମ ଦିବସ ସମାରୋହରେ ପାଳିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁ, ନଗର ବିଜେଡି ସଭାପତି ବୁଢ଼ା ଲେଙ୍କା,ବରିଷ୍ଠ ନେତା ଅମୂଲ୍ୟ ପ୍ରଧାନ, ସମୀର ଜେନା, ଦେବାଶିଷ ମହାନ୍ତି,ପୂର୍ବତନ ସରପଞ୍ଚ ବିରଞ୍ଚି ଦାଶ ମିନତୀ ପାତ୍ର,ପ୍ରଭାତ ପ୍ରଧାନ କାଉନସିଲର ମଳୟ ଓଝା,ପୂର୍ବତନ କାଉନସିଲର ଆଲୋକ ଧଳ, ଏସ କେ […]
ପଟ୍ଟାମୁଣ୍ଡାଇ ୭/୧୧ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ୧୫ନଂ ଜୋନରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ପେଣ୍ଠପାଳ ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ଯୋଗ ଦେଇ ଆଗାମୀ ୧୦ ତାରିଖରେ ଜୋନ ସ୍ତରୀୟ ବିଜେଡି ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ। ଏହି ବୈଠକରେ ଜିଲ୍ଲା […]
କେନ୍ଦ୍ରାପଡ଼ା,୭ା୧୧: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ପାଇଁ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ନଭେମ୍ବରମାସ ୧୦ତାରିଖ ଠାରୁ ୧୫ତାରିଖ ପର୍ଯ୍ୟନ୍ତ ତୁଳସୀକ୍ଷେତ୍ରରେ ଏହି ବ୍ରତ ପାଳନ କରାଯିବ। ଶ୍ରୀବଳଦେବଜୀଉଙ୍କ ଯାତ୍ରୀନିବାସରେ ହବିଷ୍ୟାଳୀମାନଙ୍କ ପାଇଁ କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଅବସରରେ ଦୈନିକ ବିଭିନ୍ନ ସାଧୁସନ୍ଥମାନଙ୍କ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ, […]
କେନ୍ଦ୍ରାପଡା,୭ା୧୧: କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭା ପକ୍ଷରୁ ନିଃଶୁଳ୍କ ବ୍ରତୋପନୟନ ପାଇଁ ଏକ ପ୍ରସ୍ତୁତି ବୈଠକ ପଣ୍ଡିତ ଧ୍ରୁବଚରଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଝୁଲଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତିଙ୍କ ଦ୍ୱାରା ଦିବଂଗତ ପଣ୍ଡିତ ଗଗନ ବିହାରୀ ଦାଶଙ୍କ ବିୟୋଗରେ ଏକ ଶୋକ ପ୍ରସ୍ତାବ ଆଗତ ପରେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ଆଗାମୀ ୨୦୨୫ ଜାନୁୟାରୀ ମାସରେ […]
କେନ୍ଦ୍ରାପଡ଼ା,୭ା୧୧: ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା ଓ କେନ୍ଦ୍ରାପଡ଼ା ମହୋତ୍ସବ ଆସନ୍ତା ଡିସେମ୍ବର ୨୦ତାରିଖରୁ ୨୫ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ବିକାଶ ମେଳା ଯେପରି ସମସ୍ତଙ୍କ ସହଯୋଗ ଓ ଆନ୍ତରିକତା ଯୋଗୁଁ ସଫଳ ହେଲା ସେହିଭଳି ସମସ୍ତ ସରକାରୀ ବିଭାଗୀୟ ଅଧିକାରୀମାନେ ଆସନ୍ତା ପଲ୍ଲିଶ୍ରୀ […]
ପଟ୍ଟାମୁଣ୍ଡାଇ ତା ୬/୧୧- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରେ ଆଗାମୀ ବୋଇତ ବନ୍ଦାଣ ଉତ୍ସବକୁ ସରସ ସୁନ୍ଦର ଭାବେ ପାଳନ କରିବା ପାଇଁ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୌର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି । ବିକାଶ ପରିଷଦ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗଦେଇ କଳା ତୀର୍ଥ […]
କେନ୍ଦ୍ରାପଡ଼ା,୬ା୧୧: କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ କଳାଉତ୍ସବ ଆଜି କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ପେଡାଗୋଜି କୋଅର୍ଡିନେଟର କୀରଣ ତୃଷ୍ଣା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ର ଯୋଗଦାନ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କଳାଉତ୍ସବକୁ ଉଦ୍ଘାଟନ କରିଥିଲେ । ସମ୍ମାନନୀୟ ଅତିଥି ଭାବରେ ଏଫ୍ସି ସୂର୍ଯ୍ୟନାରାୟଣ ମିଶ୍ର, କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବପ୍ରସାଦ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଡିଓଙ୍କ ଚ୍ୟାମ୍ବର ଭିତରେ ଜନୈକ ଯୁବକ ଟେବୁଲ, ଚେୟାରକୁ ଗୋଇଠା ମାରି ବଡିଓଙ୍କୁ ଦୁବ୍ୟବହାର ଓ ଆକ୍ରମଣ କରିବା ଘଟଣାରେ ବୁଧବାର ବ୍ଲକର କାର୍ଯ୍ୟରତ କର୍ମଚାରୀ ମାନେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କଲମ ଛାଡ ଆନ୍ଦୋଳନ କରିଛନ୍ତି । ମଙ୍ଗଳବାର ଏହି ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା । ହେଲେ ଏହି ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ ତାଙ୍କୁ ଗିରଫ କରିନଥିବା ବେଳେ ଆଜି […]
କେନ୍ଦ୍ରାପଡ଼ା,୫ା୧୧: କେନ୍ଦ୍ରାପଡା ବ୍ଲକ ଅଧିନ କଂସାର -ସାହାସପୁର ଉଚ୍ଚ ବିଦ୍ୟାଳୟରେ ନିକଟରେ ଅନୁଷ୍ଠିତ ହୋଇଥିବା ଶିଶୁ ମହୋତ୍ସବ “ସୁରଭି”କାର୍ଯ୍ୟକ୍ରମରେ ଅନଭିଜ୍ଞ ବିଚାରକ ମଣ୍ଡଳୀଙ୍କୁ ସାମିଲ କରାଯାଇଥିବା ନେଇ କେତେକ ଅଭିଭାବକ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଭାବକମାନେ କହିଛନ୍ତି ଏହି କାର୍ଯ୍ୟକ୍ରମରେ ସରକାରୀ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରାଯାଇଛି। ବିଚାରକ ମଣ୍ଡଳୀ ନିର୍ଦ୍ଦିଷ୍ଟ ଦଳ ପ୍ରତି ଆନୁଗତ୍ୟ ପ୍ରକାଶ କରିଛନ୍ତି। ମାର୍ଗଦର୍ଶିକା ଅନୁଯାଇ ନୃତ୍ୟରେ ବାର୍ତ୍ତା, ପ୍ରଚାର ଓ ପ୍ଲାକାର୍ଡର ବ୍ୟବହାର […]
କେନ୍ଦ୍ରାପଡ଼ା, ୫ା୧୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ମାଇଁ ଏନ୍ସିସି ଆଲୁମିନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ପ୍ରତିବର୍ଷ କେନ୍ଦ୍ରାପଡା ଜିଲ୍ଲାର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ଆୟୋଜିତ ହୋଇଥାଏ । ଏହି ପ୍ରତିଯୋଗିତାରେ ଚଳିତବର୍ଷ ନୃତ୍ୟ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ ଓ ପ୍ରବନ୍ଧ ଲିଖନ (ଓଡିଆ ଭାଷାରେ) ପ୍ରଭୃତି ପ୍ରତିଯୋଗିତା କରାଯାଇଥିଲା । ପ୍ରତିଯୋଗିତାରେ ୬୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । […]
କେନ୍ଦ୍ରାପଡ଼ା,୫ା୧୧: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ କେନ୍ଦ୍ରାପଡା ପ୍ରଦକ୍ଷଣ ଭବନରେ ବାତ୍ୟା “ଦାନା” ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସୋମବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ପ୍ରଦକ୍ଷଣ ଭବନରେ ମନ୍ତ୍ରୀ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ସ୍ୱାଗତ କରାଯାଇଥିଲା। ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ୍ଷତିଗ୍ରସ୍ତ କୌଣସି ଦରିଦ୍ର ଲୋକ ଯେପରି ସରକାରୀ […]