ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ

  ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଡ଼…
ବିଭିନ୍ନ ଦାବି ନେଇ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଆନ୍ଦୋଳନ ଚେତାବନୀ

ବିଭିନ୍ନ ଦାବି ନେଇ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଆନ୍ଦୋଳନ ଚେତାବନୀ

କେନ୍ଦ୍ରାପଡା,୨୮ା୧୦: ଆଲ ଓଡିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ସମସ୍ତ କାର୍ଯ୍ୟରତ କର୍ମଚାରୀମାନେ ବିଗତ ୨୦୧୩ ମସିହାଠାରୁ ଜିକିତଜା ହେଲଥ୍ କେୟାର ନାମକ ଠିକା ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିବା ୧୦୮ ଆମ୍ବୁଲାନ୍ସରେ ନିଷ୍ଠାପୂର୍ଣ୍ଣ ଓ ନିସ୍ୱାର୍ଥପର ଭାବରେ ସେବା ଯୋଗାଇ…
ଶୁକ୍ରବାର ଦୀପାବଳି ଓ ପୟାଶ୍ରାଦ୍ଧ ପାଳନୀୟ

ଶୁକ୍ରବାର ଦୀପାବଳି ଓ ପୟାଶ୍ରାଦ୍ଧ ପାଳନୀୟ

କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡା ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତି ଜଣାଇଛନ୍ତି ଯେ ଦୀପାବଳି ଓ ପୟାଶ୍ରାଦ୍ଧ(ପିମ୍ପେଇଡକା)ପାଳନ ବିଷୟରେ ବିଭିନ୍ନ କ୍ୟାଲେଣ୍ଡରରେ ୩୧ ତାରିଖ ଗୁରୁବାରରେ ହେବ ବୋଲି ଲେଖାଯାଇଛି । ସମ୍ପ୍ରତି ଆମ ଆରାଧ୍ୟ…
ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା "ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ସେହି ପ୍ରଭାବିତ ଅଞ୍ଚଳରେ ସାଧାରଣ ଲୋକଙ୍କ ଜୀବନ…
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ଏକ ପଦଯାତ୍ରା ଓ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ନୂଆ ବସଷ୍ଟାଣ୍ଡ…
ପରିବେଶ ସୁରକ୍ଷା ପାଇଁ ଏକ ହୁଅ

ପରିବେଶ ସୁରକ୍ଷା ପାଇଁ ଏକ ହୁଅ

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ ମନେପକାଇ ପରିବେଶ ସଚେତନତା ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ…
କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ପାଠରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସମ୍ମିଳିତ…
ସିମ୍ଫୋନି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ

ସିମ୍ଫୋନି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିରଜା…
ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୫୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ…
ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ…
ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦିଆଯାଇଛି । ପ୍ରକାଶ ଯେ ଗତ ୨୫ ତାରିଖ ଝଡ଼ବାତ୍ୟା ଯୋଗୁଁ ପ୍ରବଳ…
ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି ।  ଏହି ଉପଲକ୍ଷେ ଏ ବି ଗ୍ରୁପ ଅଧ୍ୟକ୍ଷ ଆଦେଶ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ…
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀଙ୍କ ବାତ୍ୟା ‘ଦାନା’ ପରବର୍ତ୍ତୀ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀଙ୍କ ବାତ୍ୟା ‘ଦାନା’ ପରବର୍ତ୍ତୀ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର ପ୍ରଭାବ ଏଥି ଜନିତ ଲଗାଣ ବର୍ଷାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର,…
ମନ୍ତ୍ରୀ ଓ ସାଂସଦ ପର୍ଯ୍ୟଟକଙ୍କ ଭଳି ଆସି ବୁଲି ଚାଲିଗଲେ : ବାତ୍ୟା ଦାନା ପରିଚାଳନାରେ ସରକାରଙ୍କ ବିଫଳତା ନେଇ ସାମ୍ବାଦିକ ସମ୍ମିଳନୀ

ମନ୍ତ୍ରୀ ଓ ସାଂସଦ ପର୍ଯ୍ୟଟକଙ୍କ ଭଳି ଆସି ବୁଲି ଚାଲିଗଲେ : ବାତ୍ୟା ଦାନା ପରିଚାଳନାରେ ସରକାରଙ୍କ ବିଫଳତା ନେଇ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର…
ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ପକ୍ଷରୁ ବାତ୍ୟା ପିଡିତଙ୍କୁ ସହାୟତା

ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ପକ୍ଷରୁ ବାତ୍ୟା ପିଡିତଙ୍କୁ ସହାୟତା

କେନ୍ଦ୍ରାପଡା,୨୭ା୧୦: ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବଗପାଟିଆର ସାତଭାୟା ବିସ୍ଥାପିତ ଅଞ୍ଚଳରେ ବାତ୍ୟା ‘ଦାନା’ ପ୍ରପିଡିତ ଏକ ହଜାର ପରିବାରଙ୍କୁ ଗତ ୨୬ ତାରିଖରେ ସହାୟତା ପ୍ରଦାନ କରାଯାଇଛି । ଏଥିରେ…
ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ଗଣେଶ୍ୱର ବେହେରା

ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ଗଣେଶ୍ୱର ବେହେରା

ପଟ୍ଟାମୁଣ୍ଡାଇ ୨୭/୧୦ - ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ କେନ୍ଦ୍ରାପଡା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ଆକଳନ ପରେ ଜଣାପଡ଼ିବ। ରବିବାର ଅପରାହ୍ଣରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅଧିନ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର,…
ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

କେନ୍ଦ୍ରାପଡ଼ା, ୨୭ା୧୦: ରାଜ୍ୟର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ରବିବାର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୫ଶହରୁ ଉର୍ଦ୍ଧ୍ୱ…
ଅସ୍ଥାଇ ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା ନେଇ ଲୋକଙ୍କ ମଧ୍ୟରେ ଉତେଜନା , ପଂଚାୟତ ଅଫିସ ଗେଟରେ ପକାଇଲେ ତାଲା

ଅସ୍ଥାଇ ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା ନେଇ ଲୋକଙ୍କ ମଧ୍ୟରେ ଉତେଜନା , ପଂଚାୟତ ଅଫିସ ଗେଟରେ ପକାଇଲେ ତାଲା

https://youtu.be/MR4DaJp_pBY ପଟ୍ଟାମୁଣ୍ଡାଇ ୨୬/୧୦ -ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପଦକ୍ଷେପ ନିଆଯାଇଛି। ବାତ୍ୟା ଦାଉରୁ ରକ୍ଷା ପାଇଁ ଲୋକମାନଙ୍କୁ ବିଭିନ୍ନ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବା ସହ ସେଠାରେ ବିଭିନ୍ନ ପ୍ରକାର ଅତ୍ୟାବଶକୀୟ…
ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି

ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ…
ଦାନା ଛଡାଇ ନେଲା ଚାଷୀଙ୍କ ଦାନା

ଦାନା ଛଡାଇ ନେଲା ଚାଷୀଙ୍କ ଦାନା

ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର ଭାଙ୍ଗି ଯାଇଛି । ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଥିବା…
ପଟ୍ଟାମୁଣ୍ଡାଇ ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ୨୬/୧୦ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଶନିବାର ରାଜନଗର ନିର୍ବାଚନମଣ୍ଡଳୀ ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଆସି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନ କରିଛନ୍ତି । ସାଂସଦ ପଣ୍ଡାଙ୍କ ସହିତ ମହାକାଳପଡା…
ବାତ୍ୟା ଦାନା ଅଘଟଣ ଜଣେ ମୃତ

ବାତ୍ୟା ଦାନା ଅଘଟଣ ଜଣେ ମୃତ

ପଟ୍ଟାମୁଣ୍ଡାଇ ୨୬/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାତ୍ୟା 'ଦାନା' ଅଘଟଣ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ନୂଆଗାଁର ଶରତ ମଲିକଙ୍କ ଘର ଉପରେ ଗୁରୁବାର ରାତିରେ ବାତ୍ୟା ସମୟରେ ଏକ ବିରାଟ ଗଛ ଉପୁଡି ପଡିବାରୁ ଘର ଭାଙ୍ଗିବା…
ବାତ୍ୟା ପରେ ପଟ୍ଟାମୁଣ୍ଡାଇରେ ଘରଭଙ୍ଗା ତଦନ୍ତ ଆରମ୍ଭ

ବାତ୍ୟା ପରେ ପଟ୍ଟାମୁଣ୍ଡାଇରେ ଘରଭଙ୍ଗା ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇ୨୬ା୧୦ -କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ପୈାରାଂଚଳରେ ବାତ୍ୟା ‘ଦାନା’ଜନିତ ଘର ଭଙ୍ଗା ତଦନ୍ତ ତହସିଲ କର୍ମଚାରୀଙ୍କ ଦ୍ୱାରା ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ପରେ ପଟ୍ଟାମୁଣ୍ଡାଇ ତହସିଲ ପକ୍ଷରୁ ଏଭଳି ତଦନ୍ତ ଶନିବାର ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ…
ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଗଣେଶ୍ୱର ବେହେରା

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଗଣେଶ୍ୱର ବେହେରା

କେନ୍ଦ୍ରାପଡା,୨୬ା୧୦: ବାତ୍ୟା ‘ଦାନା’ ସମୟରେ କେନ୍ଦ୍ରାପଡା ବ୍ଲକ, କେନ୍ଦ୍ରାପଡା ପୌରାଞ୍ଚଳ ଓ ପଟ୍ଟାମୁଣ୍ଡାଇ ବ୍ଲକର ସମସ୍ତ ପଞ୍ଚାୟତର ଆଶ୍ରୟସ୍ଥଳୀମାନଙ୍କରେ ବିଧାୟକ ଗଣେଶ୍ୱର ବେହେରା ୨ଦିନ ଧରି ପରିଦର୍ଶନରେ ଯାଇଥିଲେ । ଏଥିସହିତ କେନ୍ଦ୍ରାପଡା ବ୍ଲକ ବି.ଡି.ଓ ଏବଂ ପଟ୍ଟାମୁଣ୍ଡାଇ ବ୍ଲକ ବି.ଡି.ଓଙ୍କ…