Year: 2024

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।...

ମୟୀୟସୀ ପାଳୁଣୀ ଦେବୀ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୫/୧୦-ପଟ୍ଟାମୁ ଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଗ୍ରାମ ପଞ୍ଚାୟତର ବିଶିଷ୍ଟ ସମାଜବାଦୀ ଅକ୍ଷୟ ସାମଲଙ୍କ ମାଁ ମୟୀୟସୀ ପାଲୁଣୀ ସାମଲଙ୍କ ଏକାଦଶାହ ଅବସରରେ ଵାଘତୈଳା...

ଗଡ଼ମେକର ୩ କଣ୍ଠଶିଳ୍ପୀଙ୍କୁ ଆକାଶବାଣୀ ମାନ୍ୟତା

ପଟ୍ଟାମୁଣ୍ଡାଇ ୬/୧୦କ-ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର (ଗଡ଼ମେକର )ର ୩ଜଣ କଣ୍ଠଶିଳ୍ପୀ ଆକାଶବାଣୀ ବି ଗ୍ରେଡ଼ ମାନ୍ୟତା ପାଇଛନ୍ତି ।...

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି ।...

ଦାୟୀତ୍ୱରେ ଅବହେଳା ପାଇଁ ଡାକ ବିଭାଗକୁ ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନଙ୍କ ଜୋରିମାନା

କେନ୍ଦ୍ରାପଡ଼ା, ୪ା୧୦: କେନ୍ଦ୍ରାପଡା ଜିଲ୍ଲା ଖାଉଟି ବିବାଦ ସମାଧାନ କମିଶନ ଦାୟୀତ୍ୱରେ ଅବହେଳା ଓ ସେବା ଯୋଗାଇବାରେ ବିଫଳତା ପାଇଁ ଡାକ ବିଭାଗକୁ ଜୋରିମାନାରେ ଦଣ୍ଡିତ କରିଛନ୍ତି।...

ଜିଲ୍ଲା ବୋଇତବନ୍ଦାଣ ସମିତି କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ

କେନ୍ଦ୍ରାପଡ଼ା,୪ା୧୦: ଜିଲ୍ଲା ବୋଇତବନ୍ଦାଣ ସମିତି, କେନ୍ଦ୍ରାପଡାର କାର୍ଯ୍ୟକାରୀ କମିଟି ବୈଠକ ଶୁକ୍ରବାର ଗରାପୁରସ୍ଥିତ ହନୁମାନଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାୟି ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର...

ଚିଙ୍ଗୁଡି ଘେରୀ ପାଇଁ ଧାନଚାଷ ନଷ୍ଟ ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଚାଷୀ

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବନିପାଳ ଗ୍ରାମର ଅଧିବାସୀମାନେ ଶୁକ୍ରବାର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଞ୍ଚଳରେ ଲୁଣାପାଣି ଚିଙ୍ଗୁଡିଘେରୀ ପାଇଁ...

ଜିଲ୍ଲା ବରିଷ୍ଠ ନାଗରିକମାନଙ୍କ ଏକ ଗୃହ ନିମନ୍ତେ ସରକାରୀ ଜମି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୪/୧୦: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ୨୦୧୯ ମସିହାଠାରୁ ଏକ ସାମ୍ବିଧାନିକ ଓ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଗଠନ କରାଯାଇ ସମାଜର ବିଭିନ୍ନ ବର୍ଗର ୨୫୦ରୁ...

ନରସିଂହପୁରରେ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୪/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅଢାଖଣ୍ଡ -ମଠସାହି କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି...

ପଟ୍ଟାମୁଣ୍ଡାଇ କଲେଜ ପ୍ରାଥମିକ ଚିକିତ୍ସା ତାଲିମ ଶିବିର

ପଟ୍ଟାମୁଣ୍ଡାଇ ୪/୧୦ - ପଟ୍ଟାମୁଣ୍ଡାଇ କଲେଜ ଜୁନିୟର ରେଡକ୍ରସ ଓ ଜାତୀୟ ସେବା ସଂସ୍ଥା ପକ୍ଷରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି...

କେନ୍ଦ୍ରାପଡା କଲେଜ ୧୯୯୫ବ୍ୟାଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୪ା୧୦: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୫ବ୍ୟାଚ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏଠାରେ...

ଅର୍କ ଏକାଡେମୀ ଅଫ ମ୍ୟାନେଜମେଣ୍ଟ ଷ୍ଟଡିଜ ପକ୍ଷରୁ ଗାନ୍ଧୀ ଓ ଶାସ୍ତୀ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୪ା୧୦: ଅର୍କ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍ ପକ୍ଷରୁ ବୁଧବାର ମହାତ୍ମାଗାନ୍ଧୀଙ୍କ ୧୫୫ତମ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ ପାଳିତ ହୋଇଯାଇଛି।...

ଚିତ୍ରଗୁରୁ ସୌମ୍ୟରଞ୍ଜନଙ୍କୁ ସମ୍ବର୍ନ୍ଧିତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୪/୧୦: କେନ୍ଦ୍ରାପଡାର ଚିତ୍ରଗୁରୁ ତଥା କେନ୍ଦ୍ରାପଡାକୁ ପ୍ରତିନିଧିତ୍ୱ କରି ଦେଶ ଓ ବିଦେଶରେ ବହୁ ପ୍ରଦର୍ଶନୀରେ ଭାଗ ନେଇ କେନ୍ଦ୍ରାପଡା ପାଇଁ ଗୌରବ ଆଣିଥିବା ବିଶିଷ୍ଟ ଚିତ୍ରଶିଳ୍ପୀ...

ତହସିଲଦାରଙ୍କୁ ଦିଆଯିବ ଅନ୍‌ଲାଇନ୍ ତାଲିମ : ଉଚ୍ଛେଦ ନୋଟିସ୍ ସଂପର୍କରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ ୩/୧୦ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖରିପାଳ ଗ୍ରାମର  ଜବରଦଖଲ  ଉଚ୍ଛେଦ ପାଇଁ ତହସିଲଦାରଙ୍କ ତରଫରୁ ଜାରି ନୋଟିସ୍‌କୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର...

୭ଦଫା ଦାବିକୁ ନେଇ ଅଡିବସିଛନ୍ତି ମିଲ ମାଲିକ . ୪ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ସାମିଲ ହେବ ଜିଲ୍ଲା ସଙ୍ଘ

କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ...

ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳଙ୍କୁ ଦାବି

କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି...

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ...

ଚନ୍ଦନନଗରରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ...

ମଣ୍ଡପଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ପଟ୍ଟାମୁଣ୍ଡାଇ ୩/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଠାରେ ବାଲିପାଟଣା ନୋଡାଲ ହାଇସ୍କୁଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି ।...

ସମାଜସେବୀ ରମେଶ ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୩ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଜ୍ରମହାକାଳୀ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋବିନ୍ଦଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ...

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ-ଶାସ୍ତ୍ରୀ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା, ୨ା୧୦: ଭୟ ଓ ଆତଙ୍କ ପୂର୍ଣ୍ଣ ଯୁଦ୍ଧୋନ୍ମୁଖୀ ଆନ୍ତର୍ଜାତୀୟ ପରିସ୍ଥିତିରେ ମାନବ ସମାଜର ସ୍ଥାୟିତ୍ୱ ତଥା ବିଶ୍ୱ ଶାନ୍ତି ପାଇଁ ଗାନ୍ଧିଜୀଙ୍କ ପ୍ରଦର୍ଶିତ ସତ୍ୟ ଓ...

ଶିବାନନ୍ଦ ଆଶ୍ରମରେ ଗାନ୍ଧୀ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୨ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶିବାନନ୍ଦ ବିଦ୍ୟା ମନ୍ଦିର ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର...

ଜିଲ୍ଲା କଂଗ୍ରେସ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୨ା୧୦: କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ଆନୁକୂଲ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ...