Year: 2024

ମହାଳୟା ଏବଂ ଗାନ୍ଧୀ ଜୟନ୍ତୀରେ ବିଭିନ୍ନ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨ା୧୦: ଆଜି ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ପବିତ୍ର ମହାଳୟା ଉପଲକ୍ଷେ ଚିର ସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ଜନ୍ମୋତ୍ସବ...

ଛାତ୍ରଙ୍କୁ ଛୁରି ଦେଖାଇବା ନେଇ ତିନି ଫେରି ବେପାରୀଙ୍କୁ ପୋଲିସର ଜିମା ଦେଲେ ଲୋକେ

https://youtu.be/OBpyAC-2-dQ ପଟ୍ଟାମୁଣ୍ଡାଇ ୨/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଦୋଷିଆ ପଂଚାୟତ ଆନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗତକାଲି ୩ଜଣ ଛାତ୍ରୀଛାତ୍ରଙ୍କୁ ଦୁଇ ମହିଳା...

ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ବ୍ଲକ କାର୍ଯ୍ୟାଳୟରେ ସ୍ୱଛତା ପକ୍ଷ ପାଳନ

ପଟ୍ଟାମୁଣ୍ଡାଇ ୨/୧୦-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ଓ ବ୍ଲକ ପରିସରରେ ସ୍ୱଛତା ପକ୍ଷ ପାଳନ ଅବସରରେ ସଫେଇ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।...

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨/୧୦ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ପ୍ରମୋଦ ସ୍ୱାଇଁଙ୍କ ପୌରହିତ୍ୟରେ...

କଳିଙ୍ଗ ନବଦିଗନ୍ତ ପକ୍ଷରୁ ଗାନ୍ଧି ଜୟନ୍ତୀ ପାଳନ

ପଟ୍ଟାମୁଣ୍ଡାଇ:୨/୧୦ -କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ସଂପାଦକ ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ସହ ନିଶା ନିବାରଣ ଓ ସ୍ୱଚ୍ଛ...

ସରକାରୀ ବିଫଳତା ବିରୋଧରେ ବିଜେଡିର ରଣହୁଙ୍କାର : ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା

ପଟ୍ଟାମୁଣ୍ଡାଇ ୨/୧୦ -ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।...

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା

କେନ୍ଦ୍ରାପଡ଼ା,୨ା୧୦: ବୁଧବାର  ସକାଳ ୯ ଘଟିକା ସମୟରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି ।...

ଡ଼ିଜେ ବ୍ୟାନ୍ ପାଇଁ ଦାବି

କେନ୍ଦ୍ରାପଡ଼ା,୩୦ା୯: ପାର୍ବଣ ଋତୁ ଆଗମନରେ କେନ୍ଦ୍ରାପଡା ଓ ତାହର ଆଖପାଖ ଅଞ୍ଚଳରେ ବିଭିନ୍ନ ଉତ୍ସବ ପାଳିତ ହେଉଛି । ଏହି ସମୟରେ ଡିଜେ ଓ ଉଚ୍ଚଶକ୍ତି ସମ୍ପନ୍ନ...

କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ,୧/୧୦: ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଏଚକେ ହାଇସ୍କୁଲ ଡାମରପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ...

ପଟ୍ଟାମୁଣ୍ଡାଇ କଲେଜ ସମାଜବିଜ୍ଞାନ ସେମିନାର

ପଟ୍ଟାମୁଣ୍ଡାଇ ୧/୧୦-ପଟ୍ଟାମୁଣ୍ଡାଇ କଲେଜ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ...

ପଟ୍ଟାମୁଣ୍ଡାଇ କଲେଜରେ ଅଭିଭାବକ-ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ଼...

କେନ୍ଦ୍ରାପଡାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ , ଯୋଗଦ୍ୱାରା ସୁସ୍ଥ ରହିବେ ବରିଷ୍ଠ ନାଗରିକ

କେନ୍ଦ୍ରାପଡ଼ା,୧ା୧୦: ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପୌରପାଳିକା ଟାଉନ ହଲରେ ପାଳିତ ହୋଇଯାଇଛି। ସକାଳେ ସେମାନଙ୍କ ପାଇଁ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଯୋଗଗୁରୁ ସଞ୍ଜୟ...

କେନ୍ଦ୍ରାପଡା ଖାଦ୍ୟ ସୁରକ୍ଷା ଅଧିକାରୀ ଲାଞ୍ଚ ନେଇ ଧରା ପଡିଲେ

କେନ୍ଦ୍ରାପଡ଼ା,୧ା୧୦: ଜନୈକ ବ୍ୟବସାୟୀଙ୍କ ଠାରୁ ଲାଇସେନ୍ସ କରିଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର...

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

କେନ୍ଦ୍ରାପଡ଼ା, ୧ା୧୦: କେନ୍ଦ୍ରାପଡ଼ା ମଣ୍ଡଳ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ମଙ୍ଗଳବାର କେନ୍ଦ୍ରାପଡା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ...

ବରିଷ୍ଠ ନାଗରିକମାନେ ପରିବାର ଓ ସମାଜର ବୋଝ ନୁହନ୍ତି ବରଂ ଅମୂଲ୍ୟ ସମ୍ପଦ , ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ତରଫରୁ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ପଟ୍ଟାମୁଣ୍ଡାଇ ୧/୧୦ –ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା ସହ ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସ ପହିଲାରେ ସାରା ବିଶ୍ୱରେ ‘ଅନ୍ତର୍ଜାତୀୟ ବରିଷ୍ଠ...

ପୁରୁଣା ଗୋବରୀ ନଦୀ ଖନନ ପାଇଁ ଡ୍ରେନେଜକଟ ଯନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ , ଡିପିଆର ପ୍ରସ୍ତୁତି

ପଟ୍ଟାମୁଣ୍ଡାଇ ୩୦/୯ - ପଟ୍ଟାମୁଣ୍ଡାଇ ସହର ଜଳ ନିଷ୍କାସନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସରକାର ଓ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ସାମାନ୍ୟ...

ଅଭିଭାବକ ଓ ଶିକ୍ଷକ ସମାରୋହ

କେନ୍ଦ୍ରାପଡ଼ା,୩୦/୯: ଇନ୍ଦୁପୁରସ୍ଥିତ ବିରୂପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ସହ ଅଭିଭାବକ ଓ ଶିକ୍ଷକମାନଙ୍କର ଏକ ସମାବେଶ ଅନୁଷ୍ଠିତ ହୋଇଥିଲା ।...

ବିଜେଡି ସାଂଗଠନିକ ବୈଠକ

କେନ୍ଦ୍ରାପଡ଼ା,୩୦/୯: ଚଳିତବର୍ଷ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅଭିଯାନ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀଠାରୁ ଆରମ୍ଭ ହେବ । ସେହିପରି ଅକ୍ଟୋବର ୯...

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଶାସନର ପ୍ରସ୍ତୁତି ବୈଠକ , ଭଷାଣରେ ଭାଗନେବେ ୪୭ ମେଢ଼

କେନ୍ଦ୍ରାପଡ଼ା,୩୦ା୯: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ...

ନିପୁଣ ଓଡିଶା ମିଶନର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ଜିଲ୍ଲା ଓ ମଣ୍ଡଳ ଶିକ୍ଷା ଅଧିକାରୀମାନେ ସ୍କୁଲ ପରିଦର୍ଶନ କରନ୍ତୁ

କେନ୍ଦ୍ରାପଡ଼ା, ୩୦ା୯: ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନିପୁଣ ଓଡିଶା ମିଶନ-୨୦୨୪ର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ...

ଜନ୍ମଦିନରେ କବିତା ପାଠୋତ୍ସବ

କେନ୍ଦ୍ରାପଡା ୨୯/୯: ପୂର୍ବାହ୍ନରେ ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନର ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ କବି ଭାବଗ୍ରାହୀ ପରିଡାଙ୍କ ଦ୍ୱାରା ସଂସ୍ଥାପକ ବାଣୀବିନୋଦ ସାହିତ୍ୟ ସେବା ନିକେତନ...

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୯/୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମହାଲକ୍ଷ୍ମୀ ପୂଜା କମିଟିର ପ୍ରସ୍ତୁତି ବୈଠକ ଗୁଲନଗର ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଭାପତି ନିତ୍ୟାନନ୍ଦ ସ୍ୱାଇଁଙ୍କ...

ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୯/୯-ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ...

ଶ୍ରୀମଦ ଭାଗବତ ଜ୍ଞାନ ଯଜ୍ଞ ମହୋତ୍ସବ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ୨୯/୯ -ପଟ୍ଟାମୁଣ୍ଡାଇ ଶ୍ରୀମଦ ଭାଗବତ ଚେତନା ପରିଷଦ ପକ୍ଷରୁ ଚଳିତ ବର୍ଷ ଶ୍ରୀମଦ ଭାଗବତ ଜ୍ଞାନଯଜ୍ଞ ମହୋତ୍ସବ ଆୟୋଜନ କରିବା ପାଇଁ ସ୍ଥାନୀୟ ଶ୍ରୀରାମ ମନ୍ଦିର...